ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍‌

ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ରାଜ୍ୟର ୧୮ଟି ସ୍ଥାନରେ ଚଢ଼ାଉ ହେଉଥିବା ବେଳେ କେନ୍ଦୁଝର ଜିଲ୍ଲାରେ ୬ଟି ସ୍ଥାନ ସହିତ କଲେଜ ରୋଡ଼ ବିଣିଆପାଟ, ବଜାଜ ସୋ’ରୁମ, ହୋଟେଲ ଇଣ୍ଡିଆଠାରେ ଭିଜିଲାନ୍ସ ଅଧିକାରୀ ମାନେ ଚଢ଼ାଉ କରୁଛନ୍ତି।

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ଉମେଶ ଚନ୍ଦ୍ର ଜେନାଙ୍କ ଶ୍ୱଶୁର ଘର ଘଷିପୁରା ଥାନା ରେକୁଟିଆରେ ମଧ୍ୟ ଭିଜିଲାନ୍ସର ଏକ ଟିମ ଚଢଉ ଜାରି ରଖିଛି।

ad-week
Leave A Reply

Your email address will not be published.