ଡ୍ରାଇଭର ସଂଘ ପକ୍ଷରୁ ଆସନ୍ତାକାଲିର ବନ୍ଦ ଡାକରାକୁ ସହଯୋଗ କରିବେନି ଅଟୋ ଚାଳକ

add-all

ଭୁବନେଶ୍ବର: ଡ୍ରାଇଭର ସଂଘ ପକ୍ଷରୁ ଆସନ୍ତାକାଲିର ବନ୍ଦ ଡାକରାକୁ ବିରୋଧ କରିଛି ନିଖିଳ ଓଡ଼ିଶା ଅଟୋ ମହାସଂଘ। ଆନ୍ଦୋଳନରୁ ଡ୍ରାଇଭର ଆସୋସିଏସନ ଓହରିବାକୁ ସଂଘ କହିଥିବା ବେଳେ ଆସନ୍ତାକାଲି ଆନ୍ଦୋଳନରେ ସହଯୋଗ କରିବେ ନାହିଁ ବୋଲି ସଂଘ କହିଛି। ଏନେଇ ନିଖିଳ ଓଡ଼ିଶା ଅଟୋ ମହାସଂଘର ସାଧାରଣ ସମ୍ପାଦକ ପଦ୍ମନ କୁମାର ସାମଲ ସୂଚନା ଦେଇଛନ୍ତି।

ad-week
Leave A Reply

Your email address will not be published.