ଆସିଲା ଡିଜେ ଆଜେକ୍ସଙ୍କର ପୋଷ୍ଟମର୍ଟମ ରିପୋର୍ଟ, ଶ୍ୱାସରୁଦ୍ଧରୁ ହୋଇଛି ମୃତ୍ୟୁ

add-all

ଭୁବନେଶ୍ୱର: ଶ୍ୱାସରୁଦ୍ଧରୁ ଡିଜେ ଆଜେକ୍ସଙ୍କ ମୃତ୍ୟୁ। ପୋଷ୍ଟମୋର୍ଟମ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ଆଜେକ୍ଚଙ୍କ ବେକରେ ରହିଛି ଦୌଡି ଚିହ୍ନ। ପୋଲିସ ଜବତ କରିଥିବା ମୃତଦେହ ବ୍ୟବଛେଦ ରିପୋର୍ଟରୁ ଏହା ଜଣାପଡିଛି।

ସେପଟେ ଗତ ୧୭ ତାରିଖରେ ପ୍ରେମିକାଙ୍କୁ ଏକାଧିକ ଥର କଲ କରିଥିଲେ ଆଜେକ୍ସ। ଟେନସନ୍‌ ହୋଇ ଟଙ୍କା, ସୁନା ସବୁ ଯାଚିଥିଲେ । ଆଉ କହିଥିଲେ ଟଙ୍କା, ସୁନା ସବୁ ପାଇବ ହେଲେ ମୋତେ ଆଉ ପାଇବନି। ଆଜେସ୍କଙ୍କ ଏଭଳି ଚାଟ୍‌ ପୋଲିସର ହସ୍ତଗତ ହୋଇଛି। ସେପଟେ ପ୍ରେମିକା ଓ ତାଙ୍କ ପୁରୁଷ ବନ୍ଧୁଙ୍କୁ ଆଜି ହୋଇପାରେ ଜେରା। ଅନ୍ତରଙ୍ଗ ଫଟୋ, ଭିଡିଓ ଓ ବ୍ଲାକମେଲ ନେଇ ଜେରା କରିପାରେ ପୋଲିସ। ଯେଉଁ ଭିଡିଓ ପାଇଁ ବାନ୍ଧବୀ ଜଣଙ୍କ ବ୍ଲାକମେଲ କରୁଥିବା ସନ୍ଦେହ କରାଯାଇଛି। ଗତକାଲି ଏ ସମ୍ପର୍କରେ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରିଛି ପୋଲିସ।

ad-week
Leave A Reply

Your email address will not be published.