ଭୁବନେଶ୍ୱର AIIMS ରେ CBI ଚଢ଼ଉ

add-all

ଭୁବନେଶ୍ୱର : ଭୁବନେଶ୍ୱର ଏମ୍ସରେରେ CBI ଚଢ଼ାଉ। CBIର ୮ ଜଣିଆ ଟିମର ଗତକାଲି ବିଳମ୍ବିତ ରାତି ଯାଏ ହୋଇଥିଲା ଚଢ଼ଉ। ଏମ୍ସର ଫାର୍ମାସି ଷ୍ଟୋରର ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ପରେ ସିବିଆଇ ପକ୍ଷରୁ ଚଢ଼ଉ କରାଯାଇଥିଲା। ସିବିଆଇ ଟିମ୍ ଚଢଉ କରି ଟେଣ୍ଡର ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା ମିଳିଛି।

ଏଥିସହ ଟେଣ୍ଡର ପ୍ରକ୍ରିୟା ନେଇ ଫାର୍ମାସି ଷ୍ଟୋର କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। ଫାର୍ମାସି ଷ୍ଟୋରର ଟେଣ୍ଡର ପ୍ରକ୍ରିୟା ଠିକ୍‌ ହୋଇଥିଲା ଥିଲା ନା ନାହିଁ, ଏଥିରେ କିଛି ଅନିୟମିତତା ହୋଇଛି ନାହିଁ ସେନେଇ ପଚରାଉଚରା କରାଯାଇଥିଲା।

ad-week
Leave A Reply

Your email address will not be published.