ଡିଜେ ସାଉଣ୍ଡରୁ ଗଲା ଜୀବନ: ନାଚୁ ନାଚୁ ଟଳି ପଡିଲେ ବାଳକ

add-all

ସାଲେପୁର: ପୁଣି ଡିଜେ ସାଉଣ୍ଡରେ ଗଲା ଏକ ନିରୀହ ବାଳକର ଜୀବନ। ମାହାଙ୍ଗା ଥାନା ଅଧୀନ ବରାହିପୁର ଠାରେ ହେଉଥିବା ବିଦେଇବାବାଙ୍କର ଚଇତି ମେଲଣରେ ବାଜୁଥିଲା ଡିଜେ ମିଶା ଗୀତ। ଗୀତର ତାଳେ ତାଳେ ଝୁମୁ ଥିଲେ ଯୁବ ପିଢ଼ି।

ହେଲେ ନାଚୁ ନାଚୁ ଟଳି ପଡିଲେ ବରାହିପୁର ଗ୍ରାମର ନରହରି ସେଠୀଙ୍କ ୨୧ ବର୍ଷୀୟ ପୁତ୍ର ରାଜେନ୍ଦ୍ର ସେଠୀ। ରାଜେନ୍ଦ୍ରଙ୍କୁ ମାହାଙ୍ଗା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରା ଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ad-week
Leave A Reply

Your email address will not be published.