ବାରିପଦା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

add-all

ଭୁବନେଶ୍ୱର : ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି।

ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ସେ ନିଜ ଜିଲ୍ଲାକୁ ଆସିବେ। ତେବେ ତାଙ୍କର ଏହି ଗସ୍ତ ସଂପର୍କିତ ସବିଶେଷ କାର୍ଯ୍ୟସୂଚୀ ବିଷୟରେ ସୂଚନା ମିଳିନାହିଁ।

ad-week
Leave A Reply

Your email address will not be published.