ରେଳ ଲାଇନ ଅତିକ୍ରମ କରୁଥିବା ବେଳେ ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ

add-all

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ବେତନଟୀ ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରେଳ ଲାଇନ ଅତିକ୍ରମ କରୁଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ।

ପୁରୀରୁ ବାଙ୍ଗିରିପୋଷି ଫେରୁଥିବା ସୁପରଫାଷ୍ଟ ଟ୍ରେନରେ କଟି ସଂପୃକ୍ତ ଯୁବକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ସ୍ଥାନୀୟ ଟୁଙ୍ଗାଧୁଆ ଗ୍ରାମର ନିରଞ୍ଜନ ମହାନ୍ତି।

ad-week
Leave A Reply

Your email address will not be published.