ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ଵ ଗ୍ରହଣ କଲେ ରଞ୍ଜନ ଦାସ

add-all

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ନୂତନ ମୁଖ୍ୟ ପ୍ରଶାସକ ଭାବେ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି ପ୍ରଶାସନିକ ଅଧିକାରୀ ରଞ୍ଜନ କୁମାର ଦାସ। ଏହା ପୂର୍ବରୁ ସେ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବରେ ଥିବା ରାଜ୍ୟ ପୂର୍ତ୍ତ ବିଭାଗ ସଚିବଙ୍କଠାରୁ ଶ୍ରୀ ଦାସ ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି।

ad-week
Leave A Reply

Your email address will not be published.