ମହାନଦୀରୁ ଉଦ୍ଧାର ହେଲା ମୃତଦେହ, ପରିଚୟ ଅସ୍ପଷ୍ଟ

add-all

କଟକ: ମହାନଦୀରେ ମୃତ ଦେହ। ଯୋବ୍ରା ବ୍ଯରେଜ ଗେଟରେ ଲାଗି ଭାସୁଛି ମୃତଦେହ। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ଘଟଣା ସ୍ଥଳରେ ଜଗତପୁର ଥାନା ପୋଲିସ ପହଁଚି ଅଧିକ ତଦନ୍ତ କରୁଛି।

ad-week
Leave A Reply

Your email address will not be published.