ଏସ ସି ବି ମେଡ଼ିକାଲ କଲେଜରେ କାର୍ଯ୍ୟରତ ମହିଳା ସଫେଇ କର୍ମଚାରୀଙ୍କୁ ଦୁଷ୍କର୍ମ ଅଭିଯୋଗ

add-all

କଟକ: ଏସ ସି ବି ମେଡ଼ିକାଲ କଲେଜରେ କାର୍ଯ୍ୟରତ ମହିଳା ସଫେଇ କର୍ମଚାରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଏକ ହଷ୍ଟେଲକୁ ଡାକି ଅନ୍ୟ ଜଣେ କର୍ମଚାରୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।

ଖବର ଅନୁଯାୟୀ, ସଫେଇ ଦାୟିତ୍ୱରେ ଥିବା ଏକ ଘରୋଇ ଠିକା ସଂସ୍ଥାରେ କାମ କରୁଛନ୍ତି ଅଭିଯୋଗକାରିଣୀ ମହିଳା। ଗତ ସପ୍ତାହରେ ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ। ଏନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମହିଳା। ଅଭିଯୋଗ ପରେ ମାମଲା ରୁଜୁ କରିଛି ମଙ୍ଗଳାବାଗ ଥାନା ପୋଲିସ । ଧାରା ୩୭୬,୨୯୪ ଓ ୫୦୬ ଅନୁଯାୟୀ ମାମଲା ରୁଜୁ କରିଛି ପୋଲିସ । ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ପୋଲିସ ।

ad-week
Leave A Reply

Your email address will not be published.