ପଡ଼ୋଶୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା

add-all

ଭୁବନେଶ୍ୱର : ପଡ଼ୋଶୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା। ଭୁବନେଶ୍ୱର ୟୁନିଟ-୧ ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତକଙ୍କ ନାଁ ସୁଶାନ୍ତ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ହୋଇଛି ସୁଶାନ୍ତଙ୍କ ମୃତଦେହ।

ଗତକାଲି ରାତିରେ ଏଭଳି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତୃତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ତଦନ୍ତ ଜାରି ରଖିଛି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତମାନେ ଫେରାର ହୋଇ ଯାଇଛନ୍ତି।

ad-week
Leave A Reply

Your email address will not be published.