ପୁଣି ମାଈ ହାତୀର ମୃତଦେହ ଠାବ…

add-all

ଢେଙ୍କାନାଳ: ପୁଣି ହାତୀ ମୃତ। ସନ୍ଦେହଜନକ ଅବସ୍ଥାରେ ମାଈ ହାତୀର ମୃତଦେହ ଠାବ ହୋଇଛି। ଢେଙ୍କାନାଳ ସଦର ରେଞ୍ଜ ବୋରାପଦା ଖମାର ଗାଁରେ ଥିବା ଏକ ଫାର୍ମ ହାଉସ୍‌ ପରିସରରୁ ମୃତଦେହ ଠାବ ହୋଇଛି।

ବିଦ୍ୟୁତ୍‌ ତାର ସଂଶ୍ପର୍ସରେ ଆସି ମାଇ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତ ହାତୀର ବୟସ ୧୫ ବର୍ଷ ହେବ। ଘଟଣାସ୍ଥଳରେ DFO ଓ ଅନ୍ୟ ବନ କର୍ମଚାରୀମାନେ ପହଞ୍ଚି ତଦନ୍ତ କରୁଛନ୍ତି। ଫାର ହାଉସ୍‌ଠାରୁ ଅଳ୍ପ ଦୂରରେ ହାତୀ ପଲ ଥିବା ସୂଚନା ମିଳିଛି।

ad-week
Leave A Reply

Your email address will not be published.