ଖୋଲିଲା ବାହାନଗା ଉଚ୍ଚବିଦ୍ୟାଳୟ

add-all

ବାହାନଗା : ବାହାନଗା ଦୁର୍ଘଟଣା ପରେ ଖୋଲିଲା ବାହାନଗା ଉଚ୍ଚବିଦ୍ୟାଳୟ। ବହୁ ବାଦ ବିବାଦ ପରେ ବାହାନଗା ସ୍କୁଲ ଘର ଭଙ୍ଗା ଯାଇଥିଲା। ଏହି ବିଦ୍ୟାଳୟ ପରିସରରେ ୧୦୦ରୁ ଊର୍ଦ୍ଧ୍ବ ଶବ ରହିଥିଲା।

ପିଲାମାନେ ଭୟ କରୁଥିବାରୁ ସ୍କୁଲ ଘର ଭଙ୍ଗା ଯାଇଥିଲା। ଇତି ମଧ୍ୟରେ ବିଦ୍ୟାଳୟ ଖୋଲିଛି ଏବଂ ପିଲାମାନେ ବିଦ୍ୟାଳୟ ଆସି ପାଠପଢ଼ିଥିବା ଜଣାପଡ଼ିଛି।

ad-week
Leave A Reply

Your email address will not be published.