Sign in
Sign in
Recover your password.
A password will be e-mailed to you.
କାମୱାଡ଼ାଠାରେ ମାଲକାନଗିରି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ, ୫୧ଟି ଅଭିଯୋଗ ପଞ୍ଜିକୃତ
ମାଲକାନଗିରି : ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କ ନିର୍ଦ୍ଦେଶକ୍ରମେ କୋରକୁଣ୍ଡା ବ୍ଲକ ଅନ୍ତର୍ଗତ କାମୱାଡ଼ା ଗ୍ରାମ ପଞ୍ଚାୟତଠାରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜନସାଧାରଣଙ୍କ ପକ୍ଷରୁ ମୋଟ ୫୧ଟି ଅଭିଯୋଗ!-->…
ଉଦ୍ଘାଟନ ହେଲା ସ୍ଵଂୟ ଚାଳିତ ସୌର ନଳକୂପ : ଦୂର ହେଲା ଡେଙ୍ଗାଝରି ଗାଁରୁ ପାନୀୟ ଜଳ ସମସ୍ୟା
ନୟାଗଡ଼ (ନିସର୍ତ୍ତ): ସରପଞ୍ଚ ଉଦ୍ଘାଟନ କଲେ ସ୍ଵଂୟ ଚାଳିତ ସୌର ନଳକୂପ ,ଦୂର ହେଲା ଡେଙ୍ଗାଝରି ଗାଁର ପାନୀୟ ଜଳ ସମସ୍ୟା । ସୂଚନା ଅନୁସାରେ, ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଦର୍ପନାରାୟଣପୁର ପଞ୍ଚାୟତ ଅଧିନସ୍ଥ ଡେଙ୍ଗାଝାରି ଗ୍ରାମରେ ୩୦୦ରୁ ଉର୍ଦ୍ଧ ଲୋକ ବାସକରନ୍ତି । ସେହି!-->…
ରଙ୍ଗେଇଲୁଣ୍ଡାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ୩୩୮ଟି ଅଭିଯୋଗ ଗ୍ରହଣ, ୫୧ଟିର ଘଟଣାସ୍ଥଳରେ ସମାଧାନ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼. ଶ୍ରବଣ ବିବେକ ଏମ୍, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ!-->…
ଛତ୍ରପୁରରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
ଛତ୍ରପୁର : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ଛତ୍ରପୁର ସ୍ଥିତ ପୋଲିସ୍ ପ୍ୟାରେଡ୍ ପଡିଆ ଠାରେ ମହା ସମାରୋହର ସହିତ ପାଳନ କରାଯିବ । ଏହି ଜାତୀୟ ଉତ୍ସବଟିକୁ କିଭଳି ସରସ ସୁନ୍ଦର ଭାବେ ପାଳନ କରାଯିବ ସେଥି ନିମନ୍ତେ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ!-->…
ଆକାଉଣ୍ଟ ଖାଲି କରିଦେଲେ ସାଇବର୍ ଲୁଟେରା, ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍
ଭୁବନେଶ୍ୱର : ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍ । ହେଲେ ଆପ୍ ଡାଉନଲୋଡ୍ କରିବା ମାତ୍ରେ ଖାଲି ହୋଇଗଲା ବ୍ୟାଙ୍କ ଆକାଉଣ୍ଟ । ହଜାରେ କି ଦୁଇ ହଜାର ନୁହେଁ । ପାଖାପାଖି ୨ ଲକ୍ଷ ୯୧ ହଜାର ଟଙ୍କା ଗାୟବ କରିଦେଲେ ସାଇବର୍ ଲୁଟେରା । ଭୁବନେଶ୍ବର ବାପୁଜୀନଗର ଅଞ୍ଚଳରୁ ଆସିଛି!-->…
ସରିଲା ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଜନଅଭିଯୋଗ ଶୁଣାଣି: ୧୮ ପାଳିରେ ୯୬ ପ୍ରତିଶତ ଅଭିଯୋଗର ସମାଧାନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣିର ୧୯ତମ ପାଳି ସୋମବାର ଛଅ ଜଣ ମନ୍ତ୍ରୀଙ୍କ ଉପସ୍ଥିତିରେ ଶେଷ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି ଯେ, ପୂର୍ବରୁ ହୋଇଥିବା ୧୮ଟି ପାଳିରେ ମୋଟ ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତର ସମାଧାନ କରାଯାଇଛି।ସେ କହିଛନ୍ତି ଯେ,!-->…
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
ଚମ୍ପୁଆ : କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ୍ ଚନ୍ଦ୍ରଶେଖରପୁର ପଞ୍ଚାୟତର ସିଲିପୁଞ୍ଜି ସରକାରୀ ଆବାସିକ ବିଦ୍ୟାଳୟରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତେବେ ଏଭଳି ଅଚାନକ ମୃତ୍ୟୁକୁ ନେଇ ପରିବାର ସଦସ୍ୟ ପ୍ରଶ୍ନଚିହ୍ନ ଲଗାଇଛନ୍ତି।
ସୂଚନାନୁସାରେ,!-->!-->!-->…
ବହୁ ଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ତତ୍କାଳୀନ ଡିଏଫ୍ଓ ସଂଗ୍ରାମ ବେହେରା
ପାରଳାଖେମୁଣ୍ଡି : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସୋମବାର ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ପାରଳାଖେମୁଣ୍ଡିର ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବହୁଚର୍ଚ୍ଚିତ ଏହି ମାମଲା ପୁଣି!-->…
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ
ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ । ପୁସ୍ତକ ତ୍ରୁଟିକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପୁସ୍ତକ ତ୍ରୁଟିକୁ ନେଇ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି!-->…
ଲଗାଣ ବର୍ଷା ଯୋଗୁଁ ବନ୍ଦ ହେଲା ବାବା ପଞ୍ଚଲିଙ୍ଗେଶ୍ୱରଙ୍କ ଦର୍ଶନ
ନୀଳଗିରି : ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଭକ୍ତଙ୍କ ପାଇଁ ସ୍ପର୍ଶ ଦର୍ଶନ ବନ୍ଦ । ଲଗାଣ ବର୍ଷା ଯୋଗୁଁ ପାହାଡ଼ିଆ ଝରଣାର ଜଳସ୍ତର ହଠାତ୍ ବୃଦ୍ଧି ପାଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ପରିସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ସ୍ପର୍ଶ ଦର୍ଶନ ବନ୍ଦ ରହିବ!-->…