ଛାତ୍ରୀଛାତ୍ର ଅସୁସ୍ଥ ଘଟଣା ଟିକା ଯୋଗୁଁ ନୁହେଁ: ଭୂତାଣୁ ଜନିତ ଜ୍ୱର ହୋଇଛି

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ଅତିରିକ୍ତ

ବଜ୍ରପାତ ଘଟି ୫ ଛେଳିର ଜୀବନ ଗଲା

ବାଲିଗୁଡା, ତା, ୧୯/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ର ବିଭିନ୍ନ ବ୍ଲକ୍‌ ଅଞ୍ଚଳରେ ଦୁଇଦିନ ହେଲା ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେଉଛି। ଶନିବାର ଦାରିଙ୍ଗବାଡି ବ୍ଲକ୍‌ ତିଲୋରୀ ପଞ୍ଚାୟତ ଜଗେରମାହା ଗ୍ରାମରେ ବଜ୍ରପାତ ଘଟି ଜୋସେଫ ପ୍ରଧାନଙ୍କ ର ୫ ଟି ଛେଳିଙ୍କ ର ମୃତ୍ୟୁ

୨୦୩୬ ସୁଦ୍ଧା ଦୁଗ୍ଧ ଉତ୍ପାଦନ ଦ୍ୱିଗୁଣିତ କରିବାକୁ ସଙ୍କଳ୍ପ, ଏନଡିଡିବି ଏବଂ ଓମଫେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଓମଫେଡ୍ ଡେରୀ ପ୍ଲାଣ୍ଟର କର୍ମଚାରୀ ମାନଙ୍କ ପାଇଁ ୬୨ଟି କ୍ୱାର୍ଟର, ମିଲ୍କ ପାଉଡର ପ୍ୟାକିଙ୍ଗ ମେସିନ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆଜି କଟକ ଠାରେ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ (ଏନ୍‌.ଡି.ଡି.ବି) ଏବଂ ଓମ୍‌ଫେଡ ମଧ୍ୟରେ ଅନୁଷ୍ଠିତ

ଏମ୍‌ସ ରେ ଚିକିତ୍ସାଧୀନ ବଳଙ୍ଗା ନାବାଳିକା ପୀଡିତାଙ୍କ ବୟାନ ରେକର୍ଡ

ଭୁବନେଶ୍ବର: ଦୁର୍ବୃତ୍ତଙ୍କ ଦ୍ବାରା ଦେହରେ ନିଆଁ ଲାଗିଲା ପରେ ଏମ୍‌ସ ଭୁବନେଶ୍ବରରେ ଚିକିତ୍ସାଧୀନ ନାବାଳିକାର ବୟାନ ରେକର୍ଡ କରାଯାଇଛି। ପୁରୀଜିଲ୍ଲା ବଳଙ୍ଗା ଟିମ୍‌ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ନାବାଳିକା ବୟାନ ଦେଇଛନ୍ତି। ୧୮୦ବିଏନ୍‌ଏସ୍‌ଏସ୍‌ରେ ବୟାନ ରେକର୍ଡ କରାଯାଇଥିବା

ପ୍ରଥମ କ୍ଳଷ୍ଟରସ୍ତରୀୟ ବୈଠକ

ଚିକିଟୀ : ଏହି ବ୍ଲକ ଗୋଷ୍ଠି ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅନ୍ତର୍ଗତ କରବାଲୁଆ କ୍ଳଷ୍ଟରରେ ଶିକ୍ଷାବର୍ଷ ୨୦୨୫-୨୬ ର ପ୍ରଥମ କ୍ଳଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ସୁରକ୍ଷା ଓ ନିରାପତ୍ତା , ଜୁଲାଇ ମାସର ଶୈକ୍ଷିକ କ୍ୟାଲେଣ୍ଡର, ଶିଶୁବାଟିକା ପରିଚାଳନା, ଚତୁର୍ଥ

ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ

ଭୁବନେଶ୍ବର: ଗୋଟିଏ ସପ୍ତାହ ମଧ୍ୟରେ ରାଜ୍ୟରେ ଦୁଇଟି ସମ୍ବେଦନଶୀଳ ଘଟଣା ଘଟିଲା ପରେ ରାଜ୍ୟ ସରକାର ସତର୍କ ହୋଇଛନ୍ତି। ମହିଳା ଓ ଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ବ ଦେବା ପାଇଁ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଖୁବ ଶୀଘ୍ର ‘ଶକ୍ତିଶ୍ରୀ’ ଯୋଜନା ଆରମ୍ଭ କରିବାକୁ

ସ୍ବଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର, ହିଞ୍ଜିଳିକାଟୁ ୫ସ୍ଥାନ

ହିଞ୍ଜିଳିକାଟୁ : ଦେଶର ସ୍ଵଚ୍ଛ ସହର ଗୁଡ଼ିକ ର ତାଲିକା ପ୍ରକାଶ ପାଇଛି । ରାଷ୍ଟ୍ରପତି ଶ୍ରୀମତି ଦ୍ରୈ।ପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମ ଓଏଚୟୁଏ) ଦ୍ଵାରା ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିଛନ୍ତି।ଏହି

ବଳଙ୍ଗା ନାବାଳିକାକୁ ନିଆଁ ଲଗାଇବା ମାମଲା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ ପୀଡ଼ିତାଙ୍କ ମା’

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ମାମଲାରେ ପୀଡିତାଙ୍କ ମା’ ମୁହଁ ଖୋଲିଛନ୍ତି। ଆଜି ଅପରାହ୍‌ଣରେ ପୀଡ଼ିତାଙ୍କ ମା’ ବଳଙ୍ଗା ଥାନାରେ ଏତଲା ଦେଇଛନ୍ତି। ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ପୁଲିସ ମାମଲା ରୁଜୁ କରିଛି। ଅଭିଯୋଗରେ ପୀଡ଼ିତାଙ୍କ

ଆସୁଛି ବଡ଼ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ

ଏଫଏମ ଛାତ୍ରୀ ମୃତ୍ୟୁ ମାମଲା: ତରବରିଆ ଭାବେ ପ୍ରସ୍ତୁତ ହୋଇଥିଲା ଆଇସିସି ରିପୋର୍ଟ

ବାଲେଶ୍ବର: ଫୋକିର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଆଇସିସି ରିପୋର୍ଟ ସତ। ରିପୋର୍ଟରେ ବିସ୍ଫୋରକ ବୟାନ ଦେଇଛନ୍ତି ଆଇସିସି ସଦସ୍ୟ। ସମୟ ସ୍ବଳ୍ପତା ଭିତରେ ତରବରିଆ ଭାବେ ପ୍ରସ୍ତୁତ ହୋଇତିଲା ICC ରିପୋର୍ଟ। ଯେଉଁମାନେ କମିଟିରେ ଥିଲା ସେମାନେ ଅନ୍ୟ କାର୍ଯ୍ୟରେ ବ୍ୟସ୍ତ