Sign in
Sign in
Recover your password.
A password will be e-mailed to you.
ପାକିସ୍ତାନ ଏସିଆ କପ୍ ହାରିଲା: ଏବେ ଆତଙ୍କବାଦୀଙ୍କ ପରିବାରକୁ ସାହାଯ୍ୟ କରିବ !
୨୦୨୫ ଏସିଆ କପ ଫାଇନାଲରେ ଭାରତ ପାକିସ୍ତାନକୁ ପରାସ୍ତ କରିଛି । ସୂର୍ଯ୍ୟ ବ୍ରିଗେଡ୍ ୫ୱିକେଟରେ ବିଜୟୀ ହୋଇ ଇତିହାସ ରଚିଛନ୍ତି । ତେବେ ମ୍ୟାଚ ଶେଷ ହେବା ପରେ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ସାମ୍ବାଦିକ ସମ୍ମିଳନୀରେ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଏସିଆ କପରୁ!-->…
ଜିଓ,ଏୟାରଟେଲ୍କୁ ପଛରେ ପକାଇଲା ବିଏସଏନଏଲ୍ର ଏହି ଶସ୍ତା ପ୍ଲାନ୍: ମାତ୍ର ୨୨୫ ଟଙ୍କାରେ ମିଳିବ ସବୁକିଛି..
ନୂଆଦିଲ୍ଲୀ : ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ ଆଉ ଏକ ଶସ୍ତା ପ୍ଲାନ୍ ଲଞ୍ଚ କରିଛି । ଏହି ଯୋଜନା ୩୦ ଦିନର ବୈଧତା ସହିତ ଆସିଥାଏ ଏବଂ ଘରୋଇ କମ୍ପାନୀଗୁଡ଼ିକ ତୁଳନାରେ ପ୍ରାୟ ୪୦% ଶସ୍ତା। ଏଥିରେ ଉପଭୋକ୍ତାମାନେ ଅନେକ ଅତିରିକ୍ତ ସୁବିଧା ସହିତ ଅସୀମିତ କଲିଂ ଏବଂ ଡାଟା ପାଇବେ ।ଏହି!-->…
କୂଅ ଭିତରେ ବିଷଧର ସାପଙ୍କ ସହ ମହିଳା ବିତାଇଲେ ୫୪ ଘଣ୍ଟା , ଜୀବନ୍ତ ଉଦ୍ଧାର ହେଲେ
ଚୀନ: କୂଅ ଭିତରେ ବିଷଧର ସାପମାନଙ୍କ ସହିତ ୫୪ ଘଣ୍ଟା ବିତାଇଲେ ମହିଳା। ଶେଷରେ ମହିଳାଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ଘଟଣାଟି ଘଟିଛି ଚୀନରେ।
ଜଣେ ୪୮ ବର୍ଷୀୟା ମହିଳା ଏକ ପରିତ୍ୟକ୍ତ କୂଅ ଭିତରେ ଖସିପଡ଼ିଥିଲେ। କୂଅ ଭିତରେ ଅନେକ ବିଷଧର ସାପ ଥିଲେ। ପରିବାର ଲୋକେ ବହୁ ଉଦ୍ୟମ!-->!-->!-->…
ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ କାନାଡ଼ାର ଆତଙ୍କୀ ସଂଗଠନ ଘୋଷଣା
କାନାଡ଼ା: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ଆତଙ୍କବାଦୀ ସଂଗଠନ ତାଲିକାରେ ସାମିଲ କରିଛି କାନାଡ଼ା। ଦେଶର କନଜରଭେଟିଭ ଏବଂ ଏନଡିପି ନେତାଙ୍କ ଦାବି ପରେ କାନାଡ଼ା ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏହି ପଦକ୍ଷେପ ପରେ କାନାଡ଼ାର କୌଣସି ନାଗରିକ ଏହି ଗ୍ୟାଙ୍ଗକୁ ଆର୍ଥିକ ସହାୟତା!-->…
ବାଂଲାଦେଶରେ ଉତ୍ତେଜନା, ୩ ଆଦିବାସୀ ମୃତ ଏବଂ ଅନେକ ପୋଲିସ୍ ଆହତ
ବାଂଲାଦେଶ: ବାଂଲାଦେଶରେ ପୁଣି ଥରେ ଦେଖାଦେଇଛି ଉତ୍ତେଜନା । ଏକ ଆଦିବାସୀ ବହୁଳ ଅଞ୍ଚଳରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ବାଂଲାଦେଶ ଗୃହ ମନ୍ତ୍ରଣାଳୟ ରବିବାର ଏକ ବିବୃତ୍ତିରେ କହିଛି ଯେ ପାହାଡ଼ି ଜିଲ୍ଲା ଖାଗରାଛରୀରେ ଘଟିଥିବା ଉତ୍ତେଜନାରେ ତିନି ଜଣ ଆଦିବାସୀଙ୍କ ମୃତ୍ୟୁ ହୋଇଛି ।!-->…
ଗଉଁଞ୍ଜୁ ଯାତ୍ରା ଆରମ୍ଭ, ଅସ୍ଥାୟୀ ପୀଠରେ ବିଜେ ମହାମାୟା ପୁଲୁକେଶୁଣୀ
ବ୍ରହ୍ମପୁର, ବ୍ରହ୍ମପୁର ଉପକଣ୍ଠ ରେ ଥିବା ଗଉଁଞ୍ଜୁ ରେ ପୁଲୁକେଶୁଣୀ ଯାତ୍ରା ଆରମ୍ଭ ହୋଇଯାଇଛି ଆରମ୍ଭ ହୋଇଯାଇଛି ।ପୁରୋହିତ ଙ୍କ ତିଥି ଲଗ୍ନ ଅନୁଯାୟୀ ଆଶ୍ୱିନ ମାସ ସପ୍ତମୀ ର ବିଳମ୍ବିତ ରବିବାର ରାତ୍ରୀ ରେ ବାହାରିଛନ୍ତି।ବାଜ ବାଜଣା ଓ ପଟୁଆର ସହ ଗ୍ରାମ ରେ ପରିକ୍ରମା କରିବା ବେଳେ!-->…
ମଣ୍ଡପରେ ମୃଣ୍ମୟୀ ଦୁର୍ଗାଙ୍କ ସପ୍ତମୀ ପୂଜା : ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ବାଲିଗୁଡା : ମହାସପ୍ତମୀ ତିଥିରେ ସୋମବାର ଧରାବତରଣ କରିଛନ୍ତି ମା’ ଜଗତଜନନୀ । ରବିବାର ମା’ଙ୍କ ଷଷ୍ଠୀ ପୂଜା ଓ ବିଲ୍ଵବରଣ ଶେଷ ହୋଇଥିବାବେଳେ ପଞ୍ଜିକା ତିଥି ଅନୁଯାୟୀ ସମସ୍ତ ପୂଜା ସମ୍ପନ୍ନ କରାଯାଇଛି। ସୋମବାର ମା’ ମଣ୍ଡପରେ ବିରାଜିଥିଲେ । ଶିଳ୍ପୀମାନେ ମା’ଙ୍କ ଅନ୍ତିମ ସ୍ପର୍ଶ ଶେଷ!-->…
ଦଳାଚକଟା ପରେ ବିଜୟଙ୍କ ଘରକୁ ବୋମାରେ ଉଡ଼ାଇବାକୁ ଧମକ, ସୁରକ୍ଷା ଏଜେନ୍ସୀ ଆଲର୍ଟ ମୋଡରେ
ତାମିଲନାଡ଼ୁ : ଶନିବାର କରୁରରେ ହୋଇଥିବା ଅଘଟଣରେ ସମସ୍ତେ ସ୍ତବ୍ଧ । ବିଜୟଙ୍କ ରାଲିରେ ଏହାପରେ ସାଉଥ ସୁପରଷ୍ଟାର ତଥା ଟିଭିକେର ସଭାପତି ବିଜୟଙ୍କ ବାସଭବନରେ ବୋମା ଧମକ ମିଳିଛି । ଜଣେ ଅଜଣା ବ୍ୟକ୍ତି ପୋଲିସକୁ ଫୋନ୍ କରି ବିଜୟଙ୍କ ଘରକୁ ଉଡ଼ାଇ ଦେବାକୁ ଧମକ ଦେଇଥିଲେ, ଯାହା ପରେ!-->…
କନ୍ଧମାଳ ଜିଲ୍ଲା ସ୍ୱେଚ୍ଛାସେବୀ ମହାସଂଘର ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିର ସଭାଗୃହ ପରିସରରେ ଫୁଲବାଣୀ ସ୍ଵେଚ୍ଛାସେବୀ ମହାସଂଘର ଏକ ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ କରାଯାଇଛି । କନ୍ଧମାଳ ଜିଲାରେ କାର୍ଯ୍ୟରତ ୩୧ଟି ସ୍ୱେଚ୍ଛାସେବୀ ଅନୁଷ୍ଠାନକୁ ନେଇ ଗଠିତ ହୋଇଥିବା!-->…
ପାକିସ୍ତାନ ଅଧିକୃତ କଶ୍ମୀରରେ ଉତ୍ତେଜନା, ଶହବାଜ ଶରିଫଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ହଜାର ହଜାର ଲୋକ
ନୂଆଦିଲ୍ଲୀ : ପାକିସ୍ତାନ ଅଧିକୃତ କଶ୍ମୀରରେ ଚାଲିଛି ଉତ୍ତେଜନା । ସୋମବାର ହଜାର ହଜାର ସଂଖ୍ୟାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି । ଗୋଟେ ପଟେ ଏସିଆ କପରେ ଭାରତ ପାକିସ୍ତାନକୁ ହରାଇବା ପରେ ପିଓକେ ଅଧିକାର ପାଇଁ ଲଢୁଛନ୍ତି ଏଏସି ବା ଆୱାମୀ ଆକ୍ସନ କମିଟିର ସଦସ୍ୟ । ଦୋକାନ ବଜାର ସଟଡାଉନ!-->…