ବଣାଇଁରେ ଲୁଟେରାଙ୍କ ଆତଙ୍କ: ଥାନା ନିକଟରୁ ଏକା ରାତିରେ ୬ ଦୋକାନରୁ ଲୁଟ୍, ପୋଲିସର ନିଷ୍କ୍ରିୟତାକୁ ନେଇ ଅସନ୍ତୋଷ

ବଣାଇଁ: ଗତକାଲି ରାତିରେ ଓଡ଼ିଶା ବନ୍ଦର ସୁଯୋଗ ନେଇ ବଣାଇଁ ସହରରେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। ବଣାଇଁ ଥାନାଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ମୁଖ୍ୟ ରାସ୍ତା କଡ଼ର ୬ଟି ଦୋକାନର ତାଲା ଭାଙ୍ଗି ଚୋରି ହୋଇଥିବା ବେଳେ ପୋଲିସର ରାତ୍ରି ପାଟ୍ରୋଲିଂ ନଥିବାରୁ ଏଭଳି ଘଟଣା ଘଟିଥିବା

ଉପଜିଲ୍ଲାପାଳଙ୍କ ମନମାନି, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର : କାର୍ଯ୍ୟାଳୟ ସମ୍ମୁଖରେ ଲିଙ୍ଗିପୁରବାସୀଙ୍କ ଧାରଣା

ଭୁବନେଶ୍ୱର: ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଲିଙ୍ଗିପୁର ପଞ୍ଚାୟତର ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ବୈଠକ ପାଇଁ ତାରିଖ ଘୋଷଣା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଉପଜିଲ୍ଲାପାଳ ତାହାକୁ ପାଳନ କରୁନଥିବା

ଟୀକାନେଇ ୬ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା : ଶିକ୍ଷା ବିଭାଗ ତରଫରୁ ତଦନ୍ତ ଆରମ୍ଭ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପାଟାଙ୍ଗି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଟିକା କରଣ କରାଯାଇଥିଲା l ଏହି ଟୀକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ଶିକ୍ଷାଧିକାରୀ ରାଜେଶ

ଗର୍ଭବତୀଙ୍କ ମୃତ୍ୟୁ ଘଟଣା : ତଦନ୍ତ ଆରମ୍ଭ କଲେ କନ୍ଧମାଳ ସିଡିପିଓ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କିତ ଖବର ବିଭିନ୍ନ ଗଣ ମାଧ୍ୟମ ରେ

ଅଚାନକ ବଜ୍ରାଘାତ ନେଲା ଏଗାରଟି ଗୃହ ପାଳିତ ପ୍ରାଣୀର ଜୀବନ : ଅଳ୍ପକେ ବର୍ତ୍ତିଲେ ଛେଳି ଚରାଳି

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା କୁଟିକିଆ ପଞ୍ଚାୟତ ସାଉଟିକିଆ ଗ୍ରାମର କୁମ୍ଭାର ସାହି ତେନ୍ତୁଳି ଗଛ ମୂଳେ ଏଗାରଟି ଗୃହ ପାଳିତ ପ୍ରାଣୀ ଆଶ୍ରୟ ନେଉଥିବା ସମୟରେ ଶୁକ୍ରବାର ଅପରାହ୍ନରେ ଅଚାନକ ବଜ୍ରାଘାତ ହେବାରୁ ଏଗାରଟି ଗୃହ ପାଳିତ ପ୍ରାଣୀ ର ଜୀବନ ଯାଇଥିବା ବେଳେ ଛେଳି

ଶିକ୍ଷାନୁଷ୍ଠାନରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ବିଏଡ୍‌ ଛାତୀଙ୍କୁ ବିବାହର ପ୍ରତିଶ୍ରୁତି ଶାରୀରିକ ସଂପର୍କ ଭଳି ଘଟଣା ପରେ ରାଜ୍ୟ ସରକାର ସତର୍କ ହୋଇ ପ୍ରତିକାର ସ୍ବରୂପ ପଦକ୍ଷେପ

ଟଲି ମାଗି ଝିଅର ମୃତଦେହକୁ ଡାକ୍ତରଖାନା ନେଲେ ବାପା

ବାଲିଆପାଳ : ପୁଣି ଥରେ ଶବକୁ ଅସମ୍ମାନ କରାଯାଇଛି। ରଶି ଲଗାଇ ଆତ୍ମହତ୍ୟା କରିଥିବା ଝିଅର ଶବ ବ୍ୟବଚ୍ଛେଦ ପାଇଁ ଟଙ୍କା ନଥିବା ଯୋଗୁଁ ଟଲି ସାହାଯ୍ୟରେ ଘରଠାରୁ ୬ କିଲୋମିଟର ଦୂର ଡାକ୍ତରଖାନାକୁ ନେଇଛି ଗରିବ ଆଦିବାସୀ ବାପା । ଏଭଳି ଏକ ଘଟଣା ଘଟିଛି ବାଲିଆପାଳ ବ୍ଲକ ଦେଉଳା