Sign in
Sign in
Recover your password.
A password will be e-mailed to you.
ତୁମୁଡିବନ୍ଧରେ ବୁଲିଲା ବୁଲଡୋଜର : ସରକାରୀ ଜମି ଜବରଦଖଲ ଅଭିଯୋଗରେ ୬ଟି ଘର ଭାଙ୍ଗିଲା ପ୍ରଶାସନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ନୂତନ ସରକାର ଗଠନ ପରେ ସମଗ୍ର ଓଡିଶାରେ ସରକାରୀ ଜମି ଜବରଦଖଲକାରି ଙ୍କ ଉପରେ କଡା ନଜର ରଖି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି l ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳ!-->…
ବିହାରରେ ଏନଡିଏର ବିପୁଳ ବିଜୟ ପରେ ଓଡ଼ିଶାରେ ଧର୍ମେନ୍ଦ୍ରଙ୍କୁ ବିପୁଳ ସମ୍ବର୍ଦ୍ଧନା
ଭୁବନେଶ୍ୱର: ବିହାରରେ ଏନଡିଏର ବିପୁଳ ବିଜୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ପହଞ୍ଚିଛନ୍ତି । ଧର୍ମେନ୍ଦ୍ରଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ତାଙ୍କୁ ବିଜେପି ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ ବିହାର!-->…
ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ!-->…
ନଭେମ୍ବର ୨୮ ପର୍ଯ୍ୟନ୍ତ ଫର୍ମପୂରଣ କରିପାରିବେ ମାଟ୍ରିକ୍ ଛାତ୍ରଛାତ୍ରୀ
କଟକ: ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଅବଧି ବୃଦ୍ଧି ପାଇଛି। ଆସନ୍ତା ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୮ରୁ ଫର୍ମ ପୂରଣ ଆରମ୍ଭ ହୋଇଥିଲା। ବୋର୍ଡ!-->…
ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ୫ ହଜାର ଟଙ୍କାକୁ ବୃଦ୍ଧି ହେଲା ବରିଷ୍ଠ ସେବାୟତଙ୍କ ପେନସନ
ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା। ଚାରି ଘଣ୍ଟା ଧରି ବିଭିନ୍ନ ପ୍ରସଙ୍ଗ ନେଇ!-->…
ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ, ଇସ୍ପାତ ଓ ଖଣି ବିଭାଗର ୨ଟି ପ୍ରସ୍ତାବ ଉପରେ ମୋହର
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ । ୯ଟି ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ । ଇସ୍ପାତ ଓ ଖଣି ବିଭାଗର ୨ଟି ପ୍ରସ୍ତାବ ଉପରେ ମୋହର । ଅର୍ଥ, ଆଇଟି ସମେତ ବିଭିନ୍ନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ । SC/ST!-->…
ଜବରଦଖଲ ହଟାଓ ଅଭିଯାନ: ଘର ଛାଡିଲେ ବାଂଲାଦେଶୀ
ଜଗତସିଂହପୁର: ବାଂଲାଦେଶୀ ହଟାଓ ଅଭିଯାନ । ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବାଂଲାଦେଶୀ ହଟାଅ ଅଭିଯାନ ଜୋରଦାର କରାଯାଇଛି । ବିଭିନ୍ନ ସ୍ଥାନରେ ବେଆଇ ଭାବରେ ସରକାରୀ ଜାଗାରେ ଥିବା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘରକୁ ଭଙ୍ଗାଯାଉଛି । ଫଳରେ ବେହେରାମପୁର ନିକଟରେ ସରକାରୀ ଜାଗାକୁ ଜବରଦଖଲ!-->…
ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ବିବାଦ, ୨ ମ୍ୟାନଜରଙ୍କ ବିରୋଧରେ ଏତଲା
ବଲାଙ୍ଗିର: ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ନେଇ ଆରୋପ ପ୍ରତ୍ୟାରୋପ ଲାଗି ରହିଛି । ହ୍ୟୁମାନଙ୍କ ମା ପୂର୍ବରୁ ଅଭିଯୋଗ ଆଣିଥିଲେ ଯେ ତାଙ୍କ ପୁଅକୁ ବ୍ୟବହାର କରାଯାଇଛି ଏବଂ ଜାଣି ଜାଣି ମାରି ଦିଆଯାଇଛି । ଆଜି ଏହି ଘଟଣାରେ ହ୍ୟୁମାନଙ୍କ ଦୁଇ!-->…
ଲୁଣ ଭାବି ଥିମେଟ୍ ଖାଇଦେଲେ ୩ ଶିଶୁ: ଅବସ୍ଥା ଗୁରୁତର
ନୀଳଗିରି: ଲୁଣ ଭାବି ଥିମେଟ୍ ଖାଇଦେଲେ । ଗୁରୁତର ୩ ଜଣ ଶିଶୁ ଡାକ୍ତରଖାନାରେ ଭର୍ତ୍ତି । ବାଲେଶ୍ୱର ଜିଲ୍ଲା ନୀଳଗିରି ମହିଷାପଟା ପଞ୍ଚାୟତ ଶାଳବଣି ରାଜାସାହିରେ ଘଟିଛି ଅଘଟଣ । ପରିବାର ଲୋକେ ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ କିଛି ପିଲା ଗାଁ ଦାଣ୍ଡରେ ଖେଳୁଥିଲେ ।!-->…
ସାଲିଆ ସାହି ବସ୍ତିରେ ବୁଲିବ ତାରବାଡ, ଅନୁପ୍ରବେଶକାରୀଙ୍କୁ ପ୍ରବେଶ ମନା
ଭୁବନେଶ୍ବର: ସାଲିଆ ସାହି ବସ୍ତିକୁ ନୋ ଏଣ୍ଟ୍ରି । ବୁଲିବ ତାରବାଡ । ପ୍ରବେଶ କରିପାରିବେ ନାହିଁ ଅନୁପ୍ରବେଶକାରୀ । ଗତକାଲି ସାଲିଆ ସାହି ବସ୍ତି ଉଚ୍ଛେଦ ଅଭିଯାନ ଶେଷ ହୋଇଛି । ପ୍ରାୟ ୩ ଦିନ ଧରି ଏହି ଅଭିଯାନ ଚାଲିଥିବା ବେଳେ ହଜାର ହଜାର ଲୋକେ!-->…