Sign in
Sign in
Recover your password.
A password will be e-mailed to you.
ଅଧ୍ୟାପକଙ୍କୁ ଜାତିଆଣ ମନ୍ତବ୍ୟ, ତଦନ୍ତ ନିର୍ଦ୍ଦେଶ : ପୁଲିସ ଉପଖଣ୍ଡ ଅଧିକାରୀଙ୍କ ଦ୍ବାରା ତଦନ୍ତ ହେଲା
ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବିଜ୍ଞାନ (ସ୍ଵୟଂଶାସିତ) ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନର ଜଣେ ଅଧ୍ୟାପକଙ୍କୁ ସେହି ବିଭାଗର ମୁଖ୍ୟ ଜାତିଆଣ ମନ୍ତବ୍ୟ ସହ ଧମକ ଦେଇଥିବା ନେଇ ଅଭିଯୋଗ ହୋଇଛି। ଘଟଣା ନେଇ ସହଯୋଗୀ ଅଧ୍ୟାପକ ଜଣଙ୍କ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଲିଖିତ!-->…
ଦୂର୍ଘଟଣାରେ ଜଣେ ଗୁରୁତର
ହିଞ୍ଜିଳିକାଟୁ : ୫୯ ନ° ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଚୈତନ୍ୟପଡା ଛକ ନିକଟରେ ବାଇକ୍ ସହ ଏକ ଯାତ୍ରୀବାହୀ ଅଟୋ (ଓଆର୦୭ଏଏ ୭୫୦୮)ର ଧକ୍କା ଘଟିଛି। ଦୂର୍ଘଟଣାରେ ଅଟୋରେ ଯାତ୍ରା କରୁଥିବା ଜଣେ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ଅଟୋ ଚାଳକ ଜଣଙ୍କ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର!-->…
ଆସିକାରେ ଓଡିଶା ବନ୍ଦର ପ୍ରଭାବ
ବ୍ରହ୍ମପୁର : ବାଲେଶ୍ୱର ଫକୀର ମୋହନ କଲେଜ ରେ ଛାତ୍ରୀ ଙ୍କ ଆତ୍ମହୁତି ଘଟଣା କୁ ନେଇ ଆଜି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ରାଜ୍ୟ ବ୍ୟାପି ବନ୍ଦ ଡାକରା ର ପ୍ରଭାବ ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିବା ବେଳେ ଏହାର ପ୍ରଭାବ ଗଞ୍ଜାମ ଜିଲ୍ଲା ଆସିକା ରେ ମଧ୍ୟ ଦେଖିବାକୁ ମିଳିଛି l କଂଗ୍ରେସ!-->…
ଚିକିଟୀରେ କଂଗ୍ରେସ ର ବନ୍ଦ ପାଳନ
ଚିକିଟୀ : ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ପ୍ରଶାସନ ଓ ନେତା ଙ୍କୁ ନ୍ୟାୟ ମାଗି ବିଫଳ ହେବା ପରେ ଆତ୍ମହତ୍ୟା କରିବା ଘଟଣା ର ଆଜି କଂଗ୍ରେସ ତୀବ୍ର ପ୍ରତିବାଦ କରିଛି। ରାଜ୍ୟ ବ୍ୟାପି ଆନ୍ଦୋଳନ ଓ ବନ୍ଦ ପାଳନ ହେଉଥିବା ବେଳେ ଚିକିଟୀ ରେ ମଧ୍ୟ ଆଜି ଦଳ ତରଫରୁ ପିକେଟିଂ!-->…
ଆସିକା-ଚିକିଟିକୁ ମିଳିଲା ସ୍ୱତନ୍ତ୍ର ରାଷ୍ଟ୍ରପତି ପୁରସ୍କାର
ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶର ସ୍ୱଚ୍ଛ ସହରଗୁଡ଼ିକର ତାଲିକା ପ୍ରକାଶ ପାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିଛନ୍ତି।!-->…
ବିଚାର ବିଭାଗୀୟ ତଦନ୍ତ ସହ ୨କୋଟି ଦେବାକୁ ଦାବି କଲା ବିଜେଡ଼ି
ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଥିଲା। ଏହି ଘଟଣାକୁ ନେଇ ଭୁବନେଶ୍ବର ସାସଂଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ଦେଲା ପରେ ଏହାକୁ!-->…
ମୃତ୍ୟୁ ଓ ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ୨ ଲକ୍ଷ ଅନୁକମ୍ପାମୂଳକ ସହାୟତା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କ ପାଇଁ କାର୍ଯ୍ୟ ଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ!-->…
୧୬ ବର୍ଷକୁ କମିବ ବ୍ରିଟେନରେ ଭୋଟଦାନ ବୟସ
ଲଣ୍ଡନ : ବ୍ରିଟେନରେ ଭୋଟଦାନ ବୟସ ୧୮ରୁ ୧୬ ବର୍ଷକୁ ହ୍ରାସ କରାଯିବ । ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି ବ୍ରିଟେନର ଲେବର ପାର୍ଟି ସରକାର ।ବ୍ରିଟେନରେ ଗତ ୨୦୨୪ରେ ହୋଇଥିବା ସାଧାରଣ ନିର୍ବାଚନରେ ଲେବର ପାର୍ଟି ନିର୍ବାଚନ!-->…
ବିବାହ ସ୍ୱାମୀଙ୍କୁ ସ୍ତ୍ରୀଙ୍କ ବ୍ୟକ୍ତିଗତ ସୂଚନା ଜାଣିବାର ଅଧିକାର ଦିଏ ନାହିଁ : ଛତିଶଗଡ଼ ହାଇକୋର୍ଟ
ରାୟପୁର : ଛତିଶଗଡ଼ ହାଇକୋର୍ଟ ତାଙ୍କ ନିଷ୍ପତ୍ତି ମଧ୍ୟରୁ ଗୋଟିଏରେ ପତ୍ନୀଙ୍କୁ ନେଇ ସ୍ବାମୀଙ୍କ ଅଧିକାରର ସୀମା ବ୍ୟାଖ୍ୟା କରିଛନ୍ତି। ଛତିଶଗଡ଼ ହାଇକୋର୍ଟ ରାୟ କହିଛନ୍ତି, ‘ ବିବାହ ସ୍ୱାମୀଙ୍କୁ ସ୍ତ୍ରୀଙ୍କ ବ୍ୟକ୍ତିଗତ ସୂଚନା ଜାଣିବାର ଅଧିକାର ଦିଏ ନାହିଁ। ସ୍ବାମୀମାନେ ସ୍ତ୍ରୀଙ୍କୁ!-->…
ଏନଡିଏକୁ ଫେରିବେ କି ଉଦ୍ଧବ !
ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମଧ୍ୟରେ ଏକ ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଛି। ଏହା ପରେ ରାଜ୍ୟ ରାଜନୈତିକ ପାଣିପାଗ ହଠାତ୍ ସରଗରମ ହୋଇଉଠିଛି । ଉଦ୍ଧବ ପୁଣି ଏନଡିଏକୁ ଫେରିବା ନେଇ କଳ୍ପନାଜଳ୍ପନା ପ୍ରକାଶ!-->…