Sign in
Sign in
Recover your password.
A password will be e-mailed to you.
ମହିଳାଙ୍କ ଦେହରେ ଲାଗିଲା ନିଆଁ; ବାଲେଶ୍ବରରୁ କଟକ ସ୍ଥାନାନ୍ତରିତ
ବାଲେଶ୍ବର: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଥିବା ବେଳେ ଆଜି ଜଣେ ମହିଳାଙ୍କ ଦେହରେ ନିଆଁ ଲାଗିବାରୁ ସେ ଗୁରୁତର ହୋଇଛନ୍ତି।ସୂଚନା ଅନୁସାରେ ସହଦେବଖୁଣ୍ଟା ଥାନା ଏଡିଏମ୍ ଛକ ନିକଟରେ ରହୁଥିବା!-->…
ସୁଶାସନ ପାଇଁ ଏଆଇର ଉପଯୋଗ ହେବ
ଭୁବନେଶ୍ବର: ସୁଶାସନ ପାଇଁ ଏଆଇ ବ୍ୟବହାର କରାଯିବ। ଜାତୀୟ ସୁଶାସନ କର୍ମଶାଳରେ ଓଡ଼ିଶା ମଡେଲ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପ୍ରବଣ ରାଜ୍ୟରୁ ବାହାରି ଓଡିଶା ଏବେ ପ୍ରଗତିଶୀଳ ହୋଇଛି।ସୁଶାସନ ପ୍ରତ୍ୟେକ ଲୋକଙ୍କର!-->…
ବାଲେଶ୍ୱର ଛାତ୍ରୀ ମୃତ୍ୟୁ ପରେ ସମ୍ବଲପୁରରେ କାର୍ଯ୍ୟାନୁଷ୍ଠାନ: ପ୍ରଫେସର ଗିରଫ, ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ
ସମ୍ବଲପୁର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରବର୍ତ୍ତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର। ଜଣେ ଇଣ୍ଟିଗ୍ରେଟେଡ୍!-->…
ରାଜ୍ୟପାଳ ଓ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଜନପ୍ରିୟ ପ୍ରଧାନ ଶିକ୍ଷକ ଉଦୟନାଥ ସାହୁଙ୍କ ଦେହାନ୍ତ
ବାଲିଗୁଡା : ଦୀର୍ଘ ଦିନ ଧରି କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ରହି ଆସିଥିବା ଉଦୟନାଥ ସାହୁଙ୍କ ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ନିଜ କେନ୍ଦ୍ରିୟ ବିହାର ବାସଭବନରେ ଦେହାନ୍ତ ହୋଇଯାଇଛି। ସ୍ବର୍ଗତ ସାହୁ ବାଲିଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ, ଜି.ଉଦୟଗିରି ହବାକ୍ ଉଚ୍ଚ!-->…
ମୋଟର ସାଇକେଲ ଦୁର୍ଘଟଣାରେ ୨ ଗୁରୁତର
ହିଞ୍ଜିଳିକାଟୁ : ୫୯ ନ° ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସୋମପୁର ଛକ ନିକଟରେ ମୋଟର ସାଇକେଲ ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ଆହତ ମାନେ ହେଲେ ବଡଗଡ ଥାନା ଗୌଡସାହିର ନରସିଂହ ଗୌଡ(୩୦), ଲୋକାମାରି ଗ୍ରାମର ବିଷ୍ଣୁ ଚରଣ ପ୍ରଧାନ (୨୮) ଓ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ସୁରେଶ!-->…
ଅଣସଂଗଠିତ ଶ୍ରମିକ ସାମାଜିକ ନିରାପତ୍ତା ଆଇନ ପ୍ରଶିକ୍ଷଣ, ୨୩ଜଣଙ୍କ ନାମ ପଞ୍ଜିକରଣ
ମାଲକାନଗିରି : ଆଜି ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ମାଲକାନଗିରି ବ୍ଲକ ତାମସା ଗ୍ରାମ ପଞ୍ଚାୟତରେ ଅଣସଙ୍ଗଠିତ ଶ୍ରମିକମାନଙ୍କ ସାମାଜିକ ନିରାପତ୍ତା ଆଇନ୍ ସମ୍ବନ୍ଧରେ ଏକ ଶିବିର ଅନୁଷ୍ଠିତ କରାଯାଇଛି । ଏହି ଶିବିରରେ ସରପଞ୍ଚ,ନାଏବ ସରପଞ୍ଚ, ୱାର୍ଡ ମେମ୍ବର,ସହ ଶ୍ରମ ଅଧିକାରୀ ବିନି!-->…
ସାପ କାମୁଡ଼ାରେ ଗୁରୁତର ହେଲେ ମହିଳା
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଅନ୍ତର୍ଗତ ନନ୍ଦାଗୁଡା ଗ୍ରାମରେ ଜଣେ ମହିଳା ସାପ କାମୁଡ଼ାରେ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ମହିଳାଙ୍କୁ ପଡିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ପ୍ରାଥମିକ ଚିକିତ୍ସା କରାଇଥିବା ଜଣାପଡିଛି। ସୁଚନା!-->…
ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ।
ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି!-->!-->!-->…
ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍
ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍ଣ ୪ଟା ଯାଏଁ ପେଟ୍ରୋଲ ପମ୍ପ ବନ୍ଦ!-->…
ଶରଧାବାଲି ଦଳାଚକଟାରେ ୩ ଜଣଙ୍କ ମୃତ୍ୟୁ ଘଟଣା : ଚତୁର୍ଥ ପର୍ଯ୍ୟାୟରେ ୪୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ
ପୁରୀ : ରଥଯାତ୍ରା ସମୟରେ ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ୩ ଜଣଙ୍କ ମୃତ୍ୟୁ ପରେ ଏହାକୁ ନେଇ ତଦନ୍ତ ଜାରି ରହିଛି । ଦଳାଚକଟା ଘଟଣାରେ ପୁରୀ ସର୍କିଟ ହାଉସ ଠାରେ ଚତୁର୍ଥ ପର୍ଯ୍ୟାୟ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ!-->…