ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ

ଆଜି ପ୍ରବଳ ବର୍ଷା ହେଉଥିବାରୁ ଅମରନାଥ ଯାତ୍ରାକୁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ପାଇଁ ଯାତାୟାତରେ ଅସୁବିଧା ହେବା ସହ ବାଲଥାଲ ଏବଂ ପହଲଗାଓଁରୁ ତୀର୍ଥଯାତ୍ରୀଙ୍କ ଆଗମନକୁ ବର୍ତ୍ତମାନ ପାଇଁ ବନ୍ଦ କରାଯାଇଛି । ସୂଚନା ଅନୁସାରେ ଜମ୍ମୁ ଏବଂ କାଶ୍ମୀରରେ ପାଗ ବହୁତ ଖରାପ ରହିଛି ଏବଂ

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ: ସଫଳ ରୂପରେ କାର୍ଯ୍ୟାନ୍ବିତ ପାଇଁ ଆଲୋଚନା

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ‘ମେଟ୍ରୋ ରେଳ

ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର ହୋଇନି : ପୋଲିସ କମିଶନର

ଭୁବନେଶ୍ୱର: ବିଜେଡିର ବିକ୍ଷୋଭକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର । ସେ କହିଛନ୍ତି, ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଡ୍ରୋନ ଓ ଏଆଇ କ୍ୟାମେରା ବ୍ୟବହାର ହୋଇଥିଲା। ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ପକ୍ଷରୁ କମ ବଳ ପ୍ରୟୋଗ କରାଯାଇଛି। ଲୋୟର ପିଏମଜିରେ ବିଜେଡିର

୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ: ଜୁଲାଇ ୧୨ରୁ ୨୯ କ୍ରିକେଟ

ନୂଆଦିଲ୍ଲୀ: ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା ସହରର ଫେୟାରଗ୍ରାଣ୍ଡ୍‌ସ

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ଯାଏଁ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ ସାମ୍ବାଦିକ

ବାଲେଶ୍ୱର ଏଫ .ଏମ ଛାତ୍ରୀ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ

ଭୁବନେଶ୍ୱର : ସରକାର ତୁରନ୍ତ ପଦକ୍ଷେପ ନେଇଛନ୍ତି । ଆଗରୁ ଆହୁରି କଠୋରରୁ କଠୋର ନିଷ୍ପତ୍ତି ନିଆଯିବ । ଘଟଣାରେ ସାମାନ୍ୟତମ ସଂଶ୍ଲିଷ୍ଟ ଥିବା ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ । ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେ ଦିଗରେ ପଦକ୍ଷେପ ନିଆଯିବ ।

ବଜ୍ରାଘାତରେ ଚାଲିଗଲା ଶାଶୂ ଓ ବୋହୂଙ୍କ ଜୀବନ

କେନ୍ଦୁଝର:କେନ୍ଦୁଝରର ତେଲକୋଇ ଥାନା ବିଞ୍ଜିବାହାଳ ଗାଁରେ ବଜ୍ରାଘାତ । ବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ । ବିଞ୍ଜିବାହାଳ ଗାଁରେ ବଜ୍ରାଘାତରେ ମୃତ୍ୟୁ ହୋଇଥିବା ଦୁଇ ମହିଳା ସଂପର୍କରେ ଶାଶୂ ଓ ବୋହୂ ବୋଲି ଜଣାପଡିଛି । ମୃତକ ହେଲେ ଟେଣ୍ଟ ନାଏକଙ୍କ ସ୍ତ୍ରୀ ରୁକ୍ମିଣୀ ନାଏକ(୫୦) ଓ ବୋହୂ

ପହଲଗାମ ଆକ୍ରମଣ ପରେ ସେଲିବ୍ରେସନ କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର ପର୍ଯ୍ୟଟକଙ୍କ ସମେତ କିଛି ସ୍ଥାନୀୟ ନାଗରିକ ସାମିଲ ଥିଲେ।ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ଦି

ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା, କଂଗ୍ରେସ କର୍ମୀଙ୍କୁ ଜଗିବ ଏଆଇ ଓ ଡ୍ରୋନ୍‌

ଭୁବନେଶ୍ୱର: କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା। ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଏଆଇ କ୍ୟାମେରା ଓ ଡ୍ରୋନ୍‌। ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଲେ ପୋଲିସ କମିଶନର। ଲୋକସେବା ଭବନ, ବିଧାନସଭା, ରାଜୀବ ଭବନରେ କଡ଼ା

ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ଭୁବନେଶ୍ୱର : ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା । ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡିର ହଜାର