ରଣକ୍ଷେତ୍ର ପାଲଟିଲା ଭୁବନେଶ୍ବର ଲୋକୟର ପିଏମଜି

ଭୁବନେଶ୍ବର: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲାକୁ ନେଇ ଏବେ ଉଠୁଛି ପଡୁଛି ଓଡିଶା । ବାଲେଶ୍ବର ଠାରୁ ଭୁବନେଶ୍ବର ସବୁଠି ବିରୋଧର ସ୍ବର ଦେଖିବାକୁ ମିଳୁଛି । ରଣକ୍ଷେତ୍ର ପାଲଟିଛି ଭୁବନେଶ୍ବର ଲୋକୟର ପିଏମଜି । ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ

ମକଦ୍ଦମା ସମାଧାନ ପାଈଁ ମଧ୍ୟସ୍ଥତା ଅଭିଯାନ ଆରମ୍ଭ…

ମାଲକାନଗିରି :ଜାତୀୟ ଆଇନ ସେବା ପ୍ରାଧିକରଣ ଙ୍କ ମଧ୍ୟସ୍ଥତା ଓ ମିଳାମିଶା ପ୍ରକଳ୍ପ କମିଟି ଏବଂ ଭାରତ ର ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ଦେଶ ବ୍ୟାପି " ରାଷ୍ଟ୍ର ପାଇଁ ମଧ୍ୟସ୍ଥତା" ଶୀର୍ଷକ ରେ ଏକ ୯୦ (ନବେ) ଦିନିଆ ଜୁଲାଇ (୧ରୁ ସେପ୍ଟେମ୍ବର ୩୦) ତାରିଖ ମଧ୍ୟସ୍ଥତା ଅଭିଯାନ

ନଦୀର ଡାଇଭର୍ଶନ ଧୋଇଯିବା ଘଟଣା: ବିଡିଓଙ୍କ ପ୍ରତିଶୃତି ପରେ ବାତିଲ ହେଲା ଆନ୍ଦୋଳନ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଗୁମାଡି ନଦୀର ଡାଇଭର୍ଶନ ରାସ୍ତା ଧୋଇଯିବା ଘଟଣାରେ ୩ ପଞ୍ଚାୟତବାସୀ ବୁଧବାର ଠାରୁ ୫୯ ନଂ ଜାତୀୟରାଜପଥର ସିମନବାଡି ପଞ୍ଚାୟତ କାରିପାଙ୍ଗା ଠାରେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଥିଲେ। ତେବେ

ତାମିଲନାଡୁରେ ଦାଦନ ଖଟୁଥିବା ଶ୍ରମିକଙ୍କ ମୃତ୍ୟୁ: ନିଜ ଗାଁ କୁ ଶବ ଆସିବା ଚିନ୍ତାରେ ପରିବାର ଲୋକେ

ବାଲିଗୁଡା, ତା, ୧୫/୦୭: ରାଜ୍ୟ ବାହାରକୁ ରୋଜଗାର ପାଇଁ ଯାଇ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତର ଜଣେ ଯୁବକଙ୍କ ପ୍ରାଣ ଚାଲିଯାଇଛି। ଏଭଳି ଘଟଣା ଶୁଣିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକ ହେଲେ ରଘୁନାଥ ନାୟକ ଓରଫ ଦାସିଆ।

ବାଲେଶ୍ବର ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା

କନ୍ଧମାଳ : ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି କନ୍ଧମାଳ ଜିଲ୍ଲା କଂଗ୍ରେସ। ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖ ଗୁରୁବାର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ରାଜ୍ୟରେ ନାରୀ ନିର୍ଯାତନା ସୀମା ଅତିକ୍ରମ କରିଛି।

ଅବକାରୀ ବିଭାଗର ପେଟ୍ରୋଲିଙ୍ଗ ବେଳେ ଗଞ୍ଜେଇ ସହ ଜଣକୁ ଗିରଫ କଲା ଅବକାରୀ…

ଉମରକୋଟ : ନବରଙ୍ଗପୁର ଜିଲ୍ଲା ରାଇଘର ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା, ନବରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦେଶ କ୍ରମେ ରାଇଘର ଅବକାରୀ ବିଭାଗର ଏକ ଟିମ୍ ବିଗତ କାଲି ରାତିରେ ଅଚାନକ ପେଟ୍ରୋଲିଙ୍ଗ କରି ୯ କିଲୋ ୧୦୦ଗ୍ରାମ ଗଞ୍ଜେଇ ସହ ଜଣକୁ ଧରିବାରେ ସଫଳ ହୋଇଥିବା

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ବଡ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା

ଛାତ୍ରୀଙ୍କୁ ନ୍ୟାୟପାଇଁ ଛାତ୍ର କଂଗ୍ରେସ ପକ୍ଷରୁ ହିଞ୍ଜିଳିକାଟୁ କଲେଜ ଆଗରେ ବିକ୍ଷୋଭ

ହିଞ୍ଜିଳିକାଟୁ : ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ନିଆଁରେ ସାରା ଓଡ଼ିଶା ଜଳୁଛି। ଛାତ୍ରୀଙ୍କୁ ନ୍ୟାୟ ପାଇଁ ଜାରି ରହିଛି ପ୍ରତିବାଦ। ହିଞ୍ଜିଳି ଛାତ୍ର କଂଗ୍ରେସ ପକ୍ଷରୁ ମଙ୍ଗଳବାର ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟ ଆଗରେ ବିକ୍ଷୋଭ

ବ୍ରହ୍ମପୁରର ବିଜୁଳି ଭିତ୍ତିଭୂମି ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍

-- ସବଷ୍ଟେସନ ମୋଟ କ୍ଷମତା ୧୦ ଏମଭିଏ ରୁ ୧୩ ଏମଭିଏକୁ ବୃଦ୍ଧି-- ନୀଳାଚଳ ନଗର, ଖୋଡାସିଙ୍ଗି ଏବଂ ବିଦ୍ୟୁତପୁରୀ ଅଞ୍ଚଳର ୩,୦୦୦ ଉପଭୋକ୍ତା ଉପକୃତ-- ବର୍ଦ୍ଧିଷ୍ଣୁ ଚାହିଦା ପୂରଣ ପାଇଁ ଭିତ୍ତିଭୂମି ଉନ୍ନତିକରଣ ବ୍ରହ୍ମପୁର : ବିଜୁଳି ଭିତ୍ତିଭୂମିକୁ ସୁଦୃଢ କରିବା ସହ ବର୍ଦ୍ଧିଷ୍ଣୁ

ପିତଳ ସରପଞ୍ଚ ଓ ମଣ୍ଡଳ ସଭାପତିଙ୍କୁ ଆକ୍ରମଣ ଘଟଣା, ପୁଣି ଜଣେ ଗିରଫ – ଗିରଫ ସଂଖ୍ୟା ୬କୁ ବୃଦ୍ଧି

ହିଞ୍ଜିଳିକାଟୁ : ଗତ ୧୮ ତାରିଖ ସନ୍ଧ୍ୟାରେ ହିଞ୍ଜିଳି ଥାନା ପିତଳ ଗ୍ରାମ ପଞ୍ଚାୟତର ସଭାପତି ରାମରାଘବ ପାତ୍ର @ରିଙ୍କୁ (୩୫) ଓ ପିତଳ ମଣ୍ଡଳ ସଭାପତି ବିଜୟ ପ୍ରଧାନ (୪୭)ଙ୍କୁ କିଛି ଯୁବକ ଠେଙ୍ଗା ଓ ଲୁହାରଡରେ ଆକ୍ରମଣ କରିଥିଲେ। ଆକ୍ରମଣରେ ଦୁହେଁ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ