ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି-ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ ଅବସ୍ଥିତ ଅଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି। ପାଣିପାଗ ବିଭାଗ

ଶୁଭାଂଶୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଐତିହାସିକ ମହାକାଶ ମିସନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତର ପ୍ରଥମ ମହାକାଶଚାରୀ ରୂପେ ଆଇଏସଏସକୁ

ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ବିଚାର ବିଭାଗୀୟ ତଦନ୍ତ ଦାବି…

ଭୁବନେଶ୍ୱର: ଏଫଏମ ସ୍ୱୟଂଶାସିତ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ବିଜେଡି ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହିତ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ବିଜୁ ଛାତ୍ର

ୟେମେନରେ ନିମିଶାଙ୍କ ଫାଶୀ ସ୍ଥଗିତ, ରାତି ପାହିଲେ ମିଳିଥା’ନ୍ତା ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ: ସ୍ଥଗିତ ରହିଲା କେରଳର ନର୍ସ ନିମିଶା ପ୍ରିୟାଙ୍କ ଫାଶୀ। କେରଳ ନିବାସୀ ଭାରତୀୟ ନର୍ସ ନିମିଶା ପ୍ରିୟାଙ୍କୁ ୟେମେନରେ ହେବାକୁ ଥିବା ମୃତ୍ୟୁଦଣ୍ଡକୁ ସ୍ଥଗିତ ରଖାଯାଇଛି। ନିମିଶା ପ୍ରିୟାଙ୍କ ବ୍ୟବସାୟିକ ସହଯୋଗୀ ତଲାଲ ଅବଦୋ ମହଦିଙ୍କ ହତ୍ୟା ମାମଲାରେ ତାଙ୍କୁ ଜୁଲାଇ ୧୬ ତାରିଖରେ

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ୭ଦିନ ଭିତରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ ହୋଇଛି। ୟୁଜିସି ପକ୍ଷରୁ ଏନେଇ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି ହୋଇଛି।

ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ

ସମ୍ବଲପୁର: ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏସଏଏସସିଆଇ ଯୋଜନାରେ ବହୁ କୋଟି ଟଙ୍କାର ପ୍ରକଳ୍ପ ତିଆରି ହେବ । ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ । ହୀରାକୁଦ

ରେଭେନ୍ସା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ, ଭାରତୀୟ ମୂଲ୍ୟବୋଧକୁ ଜୀବନର ଦୀକ୍ଷା ଭାବେ ଗ୍ରହଣ କର : ରାଷ୍ଟ୍ରପତି

କଟକ : କଟକର ଭିନ୍ନ ଭିନ୍ନ ଜାଗାରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ମହାମହିମ ରାଷ୍ଟ୍ରପତି । ପ୍ରଥମେ ରେଭେନ୍ସା ବିଶ୍ବବିଦ୍ୟାଳୟରେ ପହଞ୍ଚି ବିଶ୍ଵବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ପରେ ପରେ ରେଭେନ୍ସା ବାଳିକା ବିଦ୍ୟାଳୟରେ

ଭାରତରେ ଖୋଲିଲା ଟେସ୍‌ଲା ଶୋ’ରୁମ୍‌, ସାମ୍ନାକୁ ଆସିଲା ପ୍ରଥମ ଝଲକ୍

ମୁମ୍ବଇ: ଲୋକପ୍ରିୟ ବୈଦ୍ୟୁତିକ କାର୍ ନିର୍ମାତା କମ୍ପାନୀ ଟେସ୍‌ଲା ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ ହୋଇଛି। ମୁମ୍ବଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସର ମେକର ମ୍ୟାକ୍ସିଟି ମଲ୍‌ରେ ଟେସ୍‌ଲା ଶୋ’ରୁମ୍

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି

ଭୁବନେଶ୍ୱର : ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି। ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି । ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ। ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ

ମହାକାଶରୁ ବାହୁଡ଼ିଲେ ଶୁଭାଂଶୁ ଶୁକ୍କାଙ୍କ ସମେତ ୪ ମହାକାଶଚାରୀ

ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍‌-୪ ମିଶନ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି। ଭାରତୀୟ