ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା: ଦୋଷୀକୁ ମିଳିବ କଠୋର ଦଣ୍ଡ

ଭୁବନେଶ୍ୱର : ମୃତ୍ୟୁ ସହ ସଂଗ୍ରାମ କରି ବାଲେଶ୍ୱର ଏଫଏମ୍ କଲେଜର ପୀଡିତାଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୧୧.୪୬ରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା

ରେଳବାଇ ଚାକିରି ଦେବାର ଠକ ମାଷ୍ଟର ମାଇଣ୍ଡ ଭୁବନେଶ୍ୱର ରୁ ଗିରଫ……!.

ଦଲାଲ ଙ୍କ ପଛରେ ଦଲାଲ, ପୋଲିସ ର ନାମ ନେଇ କରୁଛନ୍ତି ନିରୀହ ଲୋକଙ୍କୁ ବ୍ଲାକ ମେଲ...! ଏହି ଦଲାଲ ମାନେ ପୋଲିସ ର ଗେଲ୍ହା ପୁଅ ବୋଲି ଶୁଣିବାକୁ ମିଳୁଛି... ବ୍ରହ୍ମପୁର: ଉଚ୍ଚଶିକ୍ଷା ଗ୍ରହଣ ପରେ ହଜାର ହଜାର ଛାତ୍ର ଚାକିରି ପାଇବାରୁ ବଞ୍ଚିତ ହୋଇ ରହିଛନ୍ତି। ଏହାର ସୁଯୋଗ ନେଇ ଠକ

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ପବିତ୍ର ଶପଥ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ସୋମବାର ଦିନ ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ 'ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ, ଏହା ଏକ ଶପଥ'। ରାଷ୍ଟ୍ରପତି ମୁର୍ମୁ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସମର୍ପଣ ଏବଂ ସଫଳତା ପାଇଁ ଆନ୍ତରିକ

ବାଲେଶ୍ବର ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଭୁବନେଶ୍ବର: ସମାବର୍ତ୍ତନ ଉତ୍ସବ ଶେଷ ହେବା ପରେ ଏମ୍ସ ବର୍ଣ୍ଣ ୱାର୍ଡରେ ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭେଟିଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହିତ ରାଷ୍ଟ୍ରପତି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ସହିତ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଶାନ୍ତ୍ବନା

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭଗ୍ୟ ସ୍ବାଗତ

ଭୁବନେଶ୍ୱର,୧୪ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା। ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି

ଯୁବକଙ୍କ ଆକସ୍ମିକ ମୃତ୍ୟୁ

ହିଞ୍ଜିଳିକାଟୁ : ସୋମବାର ଅପରାହ୍ନରେ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ହିଞ୍ଜିଳି ସାନସାହିର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ପୌରପରିଷଦର ପୂର୍ବତନ ନଗରପାଳ ଶିବରାମ ଗୌଡଙ୍କ ଜ୍ୟେଷ୍ଠ ପୁତ୍ର ଶାଶ୍ବତ ଗୌଡ (୨୬) । ପ୍ରକାଶ ଯେ, ଯୁବକ ଜଣଙ୍କ

ଶ୍ରାବଣମାସ ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ କାଉଡିଆମାନେ ଜଳାଭିଷେକ କଲେ

ମାଲକାନଗିରି : ଶ୍ରାବଣ ମାସ ପ୍ରଥମ ସୋମବାର ଉପଲକ୍ଷେ ଆଜି ସକାଳେ ମାଲକାନଗିରି ଜିଲ୍ଲାର ବିଭିନ୍ନ ଶୈବପୀଠ ଗୁଡିକରେ ବୋଲବମ କାଉଡିଆ ମାନେ ଜଳାଭିଷେକ କରି ନିଜର ମାନଶିକ ପୁରଣକରିଛନ୍ତି । ବିଶେଷ କରି ମାଲକାନଗିରି ସହର ପ୍ରବେଶ ଦ୍ଵାର ମାଲ୍ୟବନ୍ତ ପର୍ବତ ଶିଖରେ ଥିବା ମାଲକାନଗିରି ଜିଲ୍ଲାର

ମହାଦେବଙ୍କଠାରେ ଜଳଲାଗି କଲେ ଶତାଧିକ କାଉଡ଼ିଆ

ହିଞ୍ଜିଳିକାଟୁ : ଧାରା ଶ୍ରାବଣରେ ଧାର୍ମିକ ପଦଯାତ୍ରା ସକାଶେ କାଉଡ଼ିଆ ମାନେ ନିଜର ମାନସିକ ପୁରଣ କରିବା ଲାଗି ବୋଲବମ ଯାତ୍ରା କରିଥାନ୍ତି । ଏହି ପରିପ୍ରେକ୍ଷୀରେ ଶ୍ରାବଣ ମାସ ପ୍ରଥମ ସୋମବାର ସକାଶେ କାଉଡ଼ିଆ ମାନେ ବିଭିନ୍ନ ପବିତ୍ର ନଦୀରୁ ଜଳ ଧାରଣ କରି ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ

ମାଲକାନଗିରି ବନବିଭାଗ ଦ୍ବାରା କାଠ ବୋଝେଇ ଟ୍ରକ ଅଟକ

ମାଲକାନଗିରି : ଆଜି ମାଲକାନଗିରି ବନବିଭାଗ ଏକ ବିଶେଷ ସୂତ୍ରରୁ ଖବର ପାଇ ମାଲକାନଗିରିରୁ ଉମରକୋଟ ପରିବହନ ହେବାକୁ ଥିବା ଏକ କାଠ ବୋଝେଇ ଟ୍ରକ ନମ୍ବର ସିଜି ୦୪ ଏନ ଏକ୍ସ ୧୭୦୬ କୁ ଅଟକ ରଖିଛନ୍ତି । ଉକ୍ତ ଟ୍ରକରେ ନିଳଗିରି କାଠ ସହ କିଛି ଚାକୁଣ୍ଡା କାଠ ରହିଥିବା ବେଳେ ଉକ୍ତ ଚାକୁଣ୍ଡା ଗଛ