Sign in
Sign in
Recover your password.
A password will be e-mailed to you.
ସୀମାନ୍ତରେ ମାଓବାଦୀ ଖଞ୍ଜିଥିବା ଆଇଡି ବୋମା ବିସ୍ଫୋରଣରେ ୩ ଗ୍ରାମବାସୀ ଗୁରୁତର
ମାଲକାନଗିରି : ଜଙ୍ଗଲ ଭିତରେ ଛତୁ ସଂଗ୍ରହ କରିବା ଲାଗି ଯାଇଥିବା ବେଳେ ମାଓବାଦୀଙ୍କ ଆଇଡି ବୋମାର ଶିକାର ହେଲେ ୩ ଜଣ ଗ୍ରାମବାସୀ। ଆଇଡି ବୋମା ବିସ୍ଫୋରଣରେ ଜଣେ ନାବାଳିକାଙ୍କ ସହ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତ ମାନଙ୍କୁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି!-->…
ଶ୍ରାବଣ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ବିଭିନ୍ନ ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼
ବାଲିଗୁଡା : ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଏହି ଅବସରରେ ସକାଳୁ ସକାଳୁ ସମସ୍ତ ଶିବ ମନ୍ଦିର ସମେତ ଅନ୍ୟାନ୍ୟ ମନ୍ଦିର ଗୁଡିକରେ ଭକ୍ତ ମାନଙ୍କର ପ୍ରବଳ ଭିଡ ଜମିଥିବାରୁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ । ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି ଶିବଙ୍କ ମସ୍ତକରେ ଜଳଲାଗି!-->…
ବିଜେପିର ସାଙ୍ଘାତିକ ଅଭିଯୋଗ: ବାଲେଶ୍ବର ଛାତ୍ରୀ ଘଟଣା ପଛରେ କଂଗ୍ରେସର ହାତ
ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ କଲେଜ ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏବେ ଶାସକ ବିଜେପି ସାଙ୍ଘାତିକ ଅଭିଯୋଗ ଆଣିଛି। ଏହି ଘଟଣା ପଛରେ ଛାତ୍ର କଂଗ୍ରେସର ହାତ ରହିଛି ବୋଲି ବିଜେପି ଅଭିଯୋଗ କରିଛି। ନିଜ ଜୀବନ ନେବାକୁ!-->…
ସମସ୍ତ କଲେଜ ଏବଂ ବିଶ୍ବବିଦ୍ୟାଳୟକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶ
ଭୁବନେଶ୍ବର: ବାଲେଶ୍ବର ଘଟଣା ପରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତାଗିଦ୍ କରାଯାଇଛି। ଏହି ଘଟଣା ପରେ ସରକାରଙ୍କ ଚେତା ପଶିଛି। ସମସ୍ତ କଲେଜ ଏବଂ ବିଶ୍ବବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନେଇ ତାଗିଦ୍ କରାଯାଇଛି। ୨୪ ଘଣ୍ଟା ମଧ୍ୟରେ ଅନ୍ତରୀଣ ଅଭିଯୋଗ କମିଟିର ସ୍ଥିତିକୁ ଉଚ୍ଚ!-->…
ରାଧିକାଙ୍କ ଆଇଫୋନ ଖୋଲିବ କି ହତ୍ୟାର ରହସ୍ୟ!
ନୂଆଦିଲ୍ଲୀ: ଗୁରୁଗ୍ରାମରେ ଟେନିସ୍ ଖେଳାଳି ରାଧିକା ଯାଦବଙ୍କ ହତ୍ୟା ଏବେ ବି ରହସ୍ୟ ଘେରରେ ରହିଛି। ଝିଅ ହତ୍ୟା ମାମଲାରେ ବାପା ଦୀପକ ଯାଦବଙ୍କୁ ପୁଲିସ ଗିରଫ କରିଛି। ଦୀପକ ପୁଲିସ ସାମ୍ନାରେ ନିଜର ଦୋଷ ସ୍ବୀକାର କରି କହିଥିଲେ, ‘ରାଧିକାଙ୍କୁ ବାରମ୍ବାର ତାଙ୍କର ଟେନିସ୍ ଏକାଡେମୀ ବନ୍ଦ!-->…
ସମୁଦ୍ର ଭିତରେ ପାକିସ୍ତାନ ଓ ତୁର୍କୀକୁ ଉଚିତ ଜବାବ ଦେଲା ଭାରତ
ନୂଆଦିଲ୍ଳୀ: ସମୁଦ୍ର ଭିତରେ ପାକିସ୍ତାନ ଓ ତୁର୍କୀକୁ ଉଚିତ ଜବାବ ଦେଇଛି ଭାରତ । ସାମୁଦ୍ରିକ ସୀମାରେ ଗ୍ରୀକ୍ ସେନା ସହ ମିଶି ଭାରତୀୟ ନୌସେନା ଯୁଦ୍ଧାଭ୍ୟାସ କରିଛି । ଏହାକୁ ନେଇ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସ୍ ‘ରେ ଫଟୋ ସେୟାର କରିଛି ଭାରତୀୟ ସେନା । ଗତ ଜୁଲାଇ ୧୦ ତାରିଖରେ!-->…
ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା, ଉଡାଣ କିଛି ସମୟରେ ଜଳିଗଲା ବିମାନ
ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା ଘଟିଛି । ଲଣ୍ଡନର ସାଉଥ୍ଏଣ୍ଡ ବିମାନବନ୍ଦରରୁ ଉଡାଣ ଭରିବାର କିଛି ସମୟ ପରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ସୂଚନା ମିଳିଛି ଏବଂ ସବୁକିଛି ପୋଡି ପାଉଁଶ ହୋଇଯାଇଛି ।!-->…
ଗାଜାରେ ଇସ୍ରାଏଲର ପୁଣି ଆକ୍ରମଣ, ୧୦୦ ମୃତ
ଗାଜା : ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ ଜାଣି ରହିଛି । ଇସ୍ରାଏଲ ସେନାର ସଦ୍ୟତମ ବିମାନ ଆକ୍ରମଣରେ ରବିବାର ସକାଳଠାରୁ ସୋମବାର ସକାଳ ପର୍ଯ୍ୟନ୍ତ ୧୦୦ପାଲେଷ୍ଟାଇନୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ରହିଥିବା ବେଳେ ୨୦୦ରୁ ଅଧିକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।!-->…
ଅସୀମ ଘୋଷ ହରିୟାଣା ଓ ଅଶୋକ ଗଜପତି ଗୋଆ ରାଜ୍ୟପାଳ ନିଯୁକ୍ତ, କବିନ୍ଦର ଗୁପ୍ତାଙ୍କୁ ଲଦାଖ ଦାୟିତ୍ଵ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଟି ରାଜ୍ୟର ରାଜ୍ୟପାଳ ଏବଂ ଏକ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ପୂର୍ବତନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୁସାପତି ଅଶୋକ ଗଜପତି ରାଜୁଙ୍କୁ ଗୋଆର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବାବେଳେ!-->…
୨୦୨୭ ଆର୍ଥିକ ବର୍ଷରେ ଲାଗୁ କରାଯାଇପାରେ ଅଷ୍ଟମ ବେତନ କମିଶନ
ନୂଆଦିଲ୍ଲୀ,୧୪।୭: ଦେଶର ୪୪ ଲକ୍ଷ ସରକାରୀ କର୍ମଚାରୀ ଏବଂ ୬୮ ଲକ୍ଷ ପେନସନଭୋଗୀ ଅଷ୍ଟମ ବେତନ କମିଶନ ଲାଗୁ ହେବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ବର୍ଷ ପ୍ରାରମ୍ଭରେ, କେନ୍ଦ୍ର କ୍ୟାବିନେଟ ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ କରିଥିଲେ, ଯାହା ଦ୍ୱାରା କେନ୍ଦ୍ରୀୟ!-->…