ବନ୍ଧୁଗାଁରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

କୋରାପୁଟ /ବନ୍ଧୁଗାଁ : ସ୍ଥାନୀୟ ବନ୍ଧୁଗାଁ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ନରେଶ ଚନ୍ଦ୍ର ଶବର ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା

ଗୋନା ହାଟରେ ପୋଲିସର ଚଢ଼ାଉ: ୪୫ ଲିଟର ବିଅର ଜବତ, ଜଣେ ଗିରଫ…

ଉମରକୋଟ /ରାଇଘର:- (୨୭/୦୭/୨୦୨୬)ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ଗୋନା ସାପ୍ତାହିକ ହାଟରେ ପୋଲିସର ଏକ ଚଢ଼ାଉରେ ବେଆଇନ ଭାବେ ବିଅର ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ନିକଟରୁ ପ୍ରାୟ ୪୫ ଲିଟର ବିଅର ଜବତ କରାଯାଇଛି। ଏହି ଘଟଣା ପରେ ରାଇଘର

ମିଶନ କମ୍ପାଉଣ୍ଡରୁ ଲକ୍ଷାଧିକ ଟଙ୍କା, ସୁନାଗହଣl ଚୋରି…

( ପୋଲିସର ତଦନ୍ତ ଜାରି ) କୋରାପୁଟ/କୋଟପାଡ଼ :-27/07/26----କୋଟପାଡ଼ ଥାନା ଅଞ୍ଚଳରେ ବାରମ୍ବାର ଚୋରି ହେଉଥିବା ଅଭିଯୋଗ ହେଉଛି l କିନ୍ତୁ ଚୋର କିମ୍ବା ଚୋରି ସାମଗ୍ରୀ ଧରାପଡ଼ୁନି l ବର୍ତମାନ କିଛି ଦିନ ପୂର୍ବେ ମିଶନ କମ୍ପାଉଣ୍ଡ ନିବାସୀ ଶୁଭମ ଶୀତମ ଙ୍କ ଘରେ ନିଶୁଣି ପକାଇ ଆଲମିରାରୁ

ଜ୍ୟୋତିର୍ମୟୀଙ୍କ କଣ୍ଠରେ ଦୁଲୁକିଲା ମୁମ୍ବାଇ, ପ୍ରଥମ ଓଡ଼ିଆ ଭାବେ ଜିତିଲେ ଇଣ୍ଡିଆନ ଆଇଡଲ୍ ମୁକୁଟ

ମୁମ୍ବାଇ : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ। ଦେଶର ସବୁଠାରୁ ବଡ଼ ମ୍ୟୁଜିକ୍ ରିଆଲିଟି ସୋ 'ଇଣ୍ଡିଆନ ଆଇଡଲ ସିଜନ ୧୬'ର ବିଜେତା ହୋଇଛନ୍ତି ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ। ଆଜି ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସେ ଇତିହାସ ରଚି ପ୍ରଥମ ଓଡ଼ିଆ ଭାବେ ଏହି ସମ୍ମାନଜନକ ମୁକୁଟ

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଶ୍ରୀକ୍ଷେତ୍ରରେ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ବେଶ ଶେଷ ହେବା ପରେ ଆଜି ପବିତ୍ର ଦ୍ୱାଦଶୀ ତିଥିରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି। ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତିକାନ୍ତି ସମ୍ପୂର୍ଣ୍ଣ

ନନ୍ଦନ ନୀଲେକଣିଙ୍କ ନେତୃତ୍ୱରେ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ:ପ୍ରତିଯୋଗିତାମୂଳକ ପରୀକ୍ଷାର ବିଶ୍ୱସନୀୟତା, ସ୍ୱଚ୍ଛତା ଏବଂ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ସେୟାର କରିଥିବା ଏକ ଭିଡିଓ ବାର୍ତ୍ତାରେ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ

ତୃତୀୟ ଥର ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଲେ ମୀରବାଈ ଚାନୁ

ନୂଆଦିଲ୍ଲୀ: ଗ୍ଲାସଗୋରେ ଚାଲିଥିବା ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ଷ୍ଟାର ଭାରୋତ୍ତୋଳକ ସାଇଖୋମ୍ ମୀରାବାଈ ଚାନୁ ମହିଳା ୪୮ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହାସହ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ମିଳିଛି। ୩୧ ବର୍ଷୀୟା ମୀରାବାଈ

ପିଓକେ ଛଡ଼ା ପାକିସ୍ତାନ ସହ ଅନ୍ୟ କୌଣସି ବିଷୟ‌ରେ କଥାବାର୍ତ୍ତା ହେବନି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସ୍ପଷ୍ଟ କରିଛନ୍ତି ଯେ, ଭାରତ ପିଓକେ (ପାକିସ୍ତାନ-ଅଧିକୃତ କାଶ୍ମୀର) ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗ‌ରେ ପାକିସ୍ତାନ ସହ କଥାବାର୍ତ୍ତା କରିବନାହିଁ। ରାଜନାଥ କହିଛନ୍ତି, ପିଓକେ ହେଉଛି ଭାରତର ଅବିଚ୍ଛେଦ୍ୟ ଅଂଶ ଏବଂ ଏହା ଏବେ ବେଆଇନ

ମାଇନ ସଂସ୍ପର୍ଶରେ ଆସି ହର୍ମୁଜରେ ଜଳିଗଲା ତୈଳ ଟ୍ୟାଙ୍କର

ନୂଆଦିଲ୍ଲୀ: ଇରାନୀ ସମ୍ବାଦ ସରବରାହ ସଂସ୍ଥା ‘ତସନିମ’ ଅନୁସାରେ ହର୍ମୁଜ ପ୍ରଣାଳୀରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହୋଇଛି। ଜାହଜରେ ଏହି ବିସ୍ଫୋରଣ ଇରାନ ଦ୍ୱାରା ନିର୍ଦ୍ଧାରିତ ଜଳ ମାର୍ଗ ବାହାରେ ମାଇନ ସଂସ୍ପର୍ଶରେ ଆସିବା ଯୋଗୁ ହୋଇଛି। ଏହି ମାମଲାରେ ଇରାନ ଅଧିକାରୀମାନେ ଏ

ପୁସ୍ତକ ତ୍ରୁଟିକୁ ନେଇ ବିରୋଧୀଙ୍କ ଚେତାବନୀ, ୭ ଦିନରେ ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବୁ

ଭୁବନେଶ୍ଵର: ପୁସ୍ତକ ତ୍ରୁଟିକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି ବିରୋଧୀ । ୭ ଦିନରେ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବାକୁ ଦେଇଛନ୍ତି ଧମକ। ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏପଟେ ବିଜେଡି ମଧ୍ୟ ମନ୍ତ୍ରୀଙ୍କ ତୁରନ୍ତ ଇସ୍ତଫା ଦାବି କରିଛି । ଯାହାର ଜବାବ