ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର, ନିଶା ଖାଇବା ପାଇଁ ଟଙ୍କା ନ ଦେବାରୁ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ…

ଭୁବନେଶ୍ୱର : ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର । ରାଜଧାନୀର ସହୀଦନଗର‌ ଥାନା ତାରିଣୀ ବସ୍ତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଛନ୍ତି ଦୁର୍ବୃତ୍ତ । ନିଶା ଖାଇବାକୁ ମାଗିଲେ ଟଙ୍କା ନ ଦେବାରୁ ଏପରି ଆକ୍ରମଣ କରିଥିବା ସୂଚନା ମିଳିଛି ।

ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା, ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର । ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା । ନୀଳାଦ୍ରୀବିଜେ ଦିନ ମା ଲକ୍ଷ୍ମୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରି ଗୁପ୍ତ ଗୁଣ୍ଡିଚା

ବିଷାକ୍ତ ମାଛ ତରକାରୀ ଖାଇ ନାବାଳକ ମୃତ, ୩ ଜଣ ଗୁରୁତର

ବାସୁଦେବପୁର: ବିଷାକ୍ତ ମାଛ ତରକାରୀ ଖାଇ ନାବାଳକ ମୃତ । ବିଷାକ୍ତ ମାଛ ଖାଇ ଗୋଟିଏ ପରିବାରର ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ପଂଚାୟତରେ ଘଟିଛି ଘଟଣା । ସୂଚନା ଅନୁସାରେ ବାସୁଦେବପୁର ବ୍ଲକ ବରଣ୍ଡୁଆ ପଂଚାୟତର

ବ୍ଲକସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ

ମାଲକାନଗିରି : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁଡୁମୁଲୁଗୁମ୍ମା ଠାରେ ପୂର୍ବାହ୍ନରେ ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ ବିଶେଷଜ୍ଞ ଶିବିର (ସ୍ପେସିଆଆଲିଷ୍ଟ କ୍ଯାମ୍ପ) ର ଉଦଘାଟନ ହୋଇଯାଇଛି I ଏହି ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର

ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ୫ ଜଣଙ୍କ ମୃତ୍ୟୁ

ବଣାଇ : ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଳକ କେବଲାଙ୍ଗ ଥାନା ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ରାଉରକେଲାରୁ କୋଇଡାକୁ ଆସୁଥିବା , ଯାତ୍ରୀବାହୀ

ମାଛ ଧରିବା ବେଳେ ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି ଜାଲରେ

ପୁରୀ : ମାଛ ଧରିବା ବେଳେ ଜାଲରେ ପଡିଲା ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି । ୩୦ କିିଲୋଗ୍ରାମରୁ ଅଧିକ ଓଜନର ୨ଫୁଟ ଅଷ୍ଟଧାତୁରେ ନିର୍ମିତ ଆସ୍ଥାନ ଉପରେ ଅଛି ଏହି ମୂର୍ତ୍ତି । ଆସ୍ଥାନରେ ବାବା ବାନାମ୍ବରେଶ୍ଵର ଲେଖା ରହିଛି । ପୁରୀ କୋଣାର୍କ ମୁଖ୍ୟ ରାସ୍ତା ପୁରୀ ସଦର ଥାନା

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ

ମାଲକାନଗିରି : ଆଜି ସୁକନ୍ୟା ସମୃଦ୍ଧି ଯୋଜନା ନେଇ ଏକ ସଚେତନତା କାର୍ଯ୍ୟକ୍ରମ କରିଛନ୍ତି ସାଂସଦ ଇଂ ବଳଭଦ୍ର ମାଝୀ। ଆଜି ପୂର୍ବାହ୍ନରେ ମାଲକାନଗିରି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ମୁଖ୍ୟ ଶାଖା ଠାରେ ମୁଖ୍ୟ ଅତିଥି ଭାବେ ସାଂସଦ ଇଂ ମାଝୀ ଯୋଗ ଦେଇ ୧୦ ବର୍ଷରୁ କମ୍ ବାଳିକା ମାନଙ୍କର

ଉନ୍ନୟନ ଟ୍ରଷ୍ଟ ହାତରେ ଦାରିଙ୍ଗବାଡିର କଫି ବଗିଚା : ଅଧିକ ପର୍ଯ୍ୟଟକଙ୍କ ପରିଭ୍ରମଣ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବେ ବ୍ଲକ ପ୍ରଶାସନ ହାତକୁ ଚାଲିଗଲା। ପ୍ରଥମ ଦିନରେ ହିଁ ହିଲଭିୟୁ ପାର୍କଠାରୁ କଫି ବଗିଚାରେ ଅଧିକ ପର୍ଯ୍ୟଟକ ବୁଲିଥିବା ଓ ହିଲଭିୟୁଠାରୁ

ଆସିକା ପୂର୍ତ୍ତ ବିଭାଗରେ ହୋଇଥିବା ଦୁର୍ନୀତି ର ତଦନ୍ତ ନାଲି ଫିତା ତଳେ ଦବାଇ ଦିଆଗଲା… !

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ସର୍ବାଧିକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇ ଆସୁଛି। ସେଥି ମଧ୍ୟରୁ ପୂର୍ତ୍ତ ବିଭାଗ ରେ ମାତ୍ରାଧିକ ଦୁର୍ନୀତି ହୋଇଥିବା ବିଭିନ୍ନ ସମୟ ରେ ଅଭିଯୋଗ ହେଇଛି। ଆସିକା ଉପଖଣ୍ଡ ଚିକିତ୍ସା ଳୟ, ଇଣ୍ଡୋର ଷ୍ଟେଡିୟମ, ହରିହର

ମର୍ମାନ୍ତୁଦ ସଡ଼କ ଦୁର୍ଘଟଣା ବସ ଓ ମାଲବାହି ଟ୍ରକ ମୁହାଁ ମୁହିଁ ଧକ୍କା : ୬ଜଣ ମୃତ୍ୟୁ ୧୫ ରୁ ଉର୍ଦ୍ଧ୍ବ ଗୁରୁତର…

ତିନି ମହିଳା ଓ ତିନି ପୁରୁଷ ମୃତ.... ବଣାଇଁ ୨୫/୦୯ ବଣାଇଁ ଉପଖଣ୍ଡର କ ବୋଲଙ୍ଗ ଥାନା ଅନ୍ତରର୍ଗତ ୫୨୦ ଜାତୀୟ ରାଜପଥ ରାସ୍ତାର ସନମବୁରୁ ନିକଟରେ ଆଜି ଦିନ11:15 ସମୟରେ ମର୍ମାନ୍ତୁଦ ସଡ଼କ ଦୁର୍ଘଟଣାରେ ମହିଳା ସମେତ ୬ ମୃତ୍ଯୁ ହୋଇଥିବା ବେଳେ ୧୫ ରୁ ଉର୍ଦ୍ଧ୍ବ ଆହାତ ହୋଇଥିବା