ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଇଛନ୍ତି ପ୍ରହ୍ଲାଦ ଯୋଶୀ । ପ୍ରହ୍ଲାଦ ଯୋଶୀ ଖାଦ୍ୟ, ସାଧାରଣ ବଣ୍ଟନ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରଣାଳୟର

ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାରେ ଭାରତୀୟ ‘ଜେନ୍‌ ଜେଡ୍‌’ଙ୍କୁ ପ୍ରବଳ ପ୍ରଶଂସା

ନୂଆଦିଲ୍ଲୀ: ଭାରତର ଜେନ୍ ଜେଡ୍‌ ଆନ୍ଦୋଳନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କାରଣ ହୋଇଥିଲା। ଏହି ଆନ୍ଦୋଳନ କେବଳ ଦେଶର ଆକର୍ଷଣ ନୁହେଁ ବରଂ ସୀମା ଡେଇଁ ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାର ଯୁବପିଢ଼ିଙ୍କୁ ପ୍ରଭାବିତ କରିଛି। ଭାରତୀୟ ଯୁବପିଢ଼ି କିପରି ମାସକ ଧରି

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ

ଭୁବନେଶ୍ବର : ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ, ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ । ଭୁବନେଶ୍ବର ସାଂସଦ ଅପରାଜିତ ଷଡ଼ଙ୍ଗୀ ଓ ତାଙ୍କ ଝିଅ ଅର୍ଚ୍ଚତା ଷଡ଼ଙ୍ଗୀ। ଉଭୟଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ସରଗରମ ଆଲୋଚନା। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ତାଙ୍କ ସମର୍ଥନରେ

କ୍ରାଇମବ୍ରାଞ୍ଚର ହସ୍ତଗତ ହେଲା ମୃତ ସୌମ୍ୟଙ୍କ ଶେଷ ମେସେଜ୍, ତନାଘନା ଆରମ୍ଭ

ଭୁବନେଶ୍ବର: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲା । ଆଜି ସୌମ୍ୟଙ୍କ ବାପା ଦୁଶାସନ ସ୍ୱାଇଁଙ୍କୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ ଟିମ୍ । ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ପଚରା ଉଚରା ପରେ ସୌମ୍ୟଙ୍କ ଗୁରୁତ୍ୱପୂର୍ଣ୍ଣ ଫୋନକୁ କ୍ରାଇମବ୍ରାଞ୍ଚରେ ଦାଖଲ କଲେ ସୌମ୍ୟଙ୍କ ବାପା । ତେବେ

ମୟୁରଭଞ୍ଜ ଜିଲ୍ଲାରେ ସୋମବାର ସମସ୍ତ ସ୍କୁଲ ବନ୍ଦ, ଅତି ପ୍ରବଳ ବର୍ଷା ସତର୍କତା ଜାରି

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । IMDର ଜଗତ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରିଛି । ଏହାକୁ ଦୃଷ୍ଟିରେ ରଖି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼

ଶାସକ ଦଳର ବି-ଟିମ୍‌ ଆକ୍ଷେପକୁ ପ୍ରତ୍ୟାଖାନ, ଉତ୍ତର ପ୍ରଦେଶରେ ଏକାଠି ଲଢ଼ିବାକୁ ସମାଜବାଦୀ ପାର୍ଟିକୁ ଅଫର ଦେଲେ…

ଲକ୍ଷ୍ନୌ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟିକୁ ପରାସ୍ତ କରିବା ପାଇଁ AIMIM ମୁଖ୍ୟ ଅସାଦୁଦ୍ଦିନ୍ ଓୱେସୀ ସମାଜବାଦୀ ପାର୍ଟି (SP) ମୁଖ୍ୟ ଅଖିଳେଶ ଯାଦବଙ୍କୁ ଏକାଠି ନିର୍ବାଚନ ଲଢ଼ିବା ପାଇଁ ଆହ୍ୱାନ ଦେଇଛନ୍ତି। ମୋରାଦାବାଦଠାରେ

ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ, ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ

ଯାଜପୁର : ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ । ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ । ଯିଏ ଯେମିତି ପାରିଲା ବୋହିନେଲା । ମଦ ଦୋକାନ ଉଦଘାଟନ ପୂର୍ବରୁ ଦୋକାନ ତାଲା ଭାଙ୍ଗି ନେଇଗଲେ ପେଟି ପେଟି ମଦ। ଏଭଳି ରୋଚକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟ

NSG ପ୍ରଥମ ମୁଖ୍ୟଙ୍କ ପରଲୋକ,ସ୍ୱର୍ଣ୍ଣମନ୍ଦିର ଅପରେସନ ବ୍ଲାକ୍ ଥଣ୍ଡର-୧ର ନେଇଥିଲେ ନେତୃତ୍ୱ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସୁରକ୍ଷା ଗାର୍ଡ (ଏନଏସଜି)ର ପ୍ରଥମ ମୁଖ୍ୟ ଆର.ଟି.ନାଗରାନୀ ଯିଏ ୧୯୮୬ ଅମୃତସର ସ୍ୱର୍ଣ୍ଣମନ୍ଦିରରୁ ସଶସ୍ତ୍ର ଆତଙ୍କବାଦୀଙ୍କୁ ବାହାର କରିବା ପାଇଁ ଅପରେସନ ବ୍ଲାକ୍ ଥଣ୍ଡର-୧ର ନେତୃତ୍ୱ ନେଇଥିଲେ ତାଙ୍କର ରବିବାର ପରଲୋକ ହୋଇଛି। ସେ ୯୮ ବର୍ଷ ବୟସରେ ଶେଷ

ଧାନ ରୋଇବା ବେଳେ ଅଘଟଣ, ବଜ୍ରପାତରେ ବାପ-ପୁଅ ମୃତ

କାମାକ୍ଷାନଗର : ବଜ୍ରପାତରେ ବାପା, ପୁଅ ମୃତ । ଧାନ ରୋଇବା ବେଳେ ଅଘଟଣ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଲିପଡା ଗ୍ରାମର ଦୁଃଖଦ ଘଟଣା l ବିଲରେ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତରେ ବାପା ପୁଅ ମୃତ l ମୃତକ ଦୁଇଜଣ ହେଲେ ବାଲିପଡା ଗାଁ ସନ୍ତୋଷ ଦେହୁରୀ

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଶଂସା କଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୧୩୬ତମ