Sign in
Sign in
Recover your password.
A password will be e-mailed to you.
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବପିଢିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ: ‘ଷ୍ଟ୍ରୋକ୍କୁ ଜାଣନ୍ତୁ, ଜୀବନ…
ବ୍ରହ୍ମପୁର, : ‘ବ୍ରେନ୍ ଷ୍ଟ୍ରୋକ୍’ ବା ‘ମସ୍ତିଷ୍କାଘାତ’ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଛି। ତେଣୁ, ଏ ବିଷୟରେ ଯୁବପିଢ଼ିଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟଠାରେ ସୋମବାର ଦିନ ‘ଷ୍ଟ୍ରୋକ୍କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’!-->…
ଟ୍ରେଡ ୟୁନିୟନ ଏବଂ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ୬ ଦଫା ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ…
ମାଲକାନଗିରି,୧୦।୧୧ମାଲକାନଗିରିଅଲ୍ ଇଣ୍ଡିଆ ଟ୍ରେଡ ୟୁନିୟନ ଏବଂ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ୬ ଦଫା ଦାବୀ ନେଇ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଟ୍ରେଡ ୟୁନିୟନ ଏବଂ ନିର୍ମାଣ ଶ୍ରମିକ ସଂଘର!-->!-->!-->…
ଫିଲିପାଇନ୍ସରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’
ନୂଆଦିଲ୍ଲୀ: ଲ୍ୟାଣ୍ଡଫଲ୍ ପରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’ । ଫିଲିପାଇନ୍ସର ଆରୋରା ପ୍ରଦେଶରେ ଲ୍ୟାଣ୍ଡଫଲ କରିଛି ଟାଇଫୁନ । ଗତକାଲି ରାତି ୯ଟା ୧୦ରେ ଲୁଜୋନର ଆରୋରା ନିକଟରେ ଲ୍ୟାଣ୍ଡଫଲ କରିଛି । ଲ୍ୟାଣ୍ଡଫଲ ବେଳେ ପ୍ରବଳ ବର୍ଷା ସହ ୨୩୦ କିମି ବେଗରେ ପବନ!-->…
ମାଲିରେ ୫ ଭାରତୀୟଙ୍କୁ ଅପହରଣ, ଉଦ୍ଧାର ପାଇଁ ଚେଷ୍ଟା ଜାରି
ନୂଆଦିଲ୍ଲୀ: ମାଲିରେ ୫ ଭାରତୀୟଙ୍କୁ ଅପହରଣ । ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଭାରତୀୟଙ୍କୁ ଅପହରଣ କରିଛନ୍ତି ଅଲକାଏଦା ଓ ଇସଲାମିକ୍ ଷ୍ଟେଟ୍ ଆତଙ୍କୀ । ଗତ ନଭେମ୍ବର ୬ରୁ ଭାରତୀୟଙ୍କୁ ଅପହରଣ କରାଯାଇଥିବା ସ୍ପଷ୍ଟ କରିଛି ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ । !-->…
ଦିଲ୍ଲୀ ବିସ୍ଫୋରଣ ଘଟଣା ନେଇ ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି।
ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା ସ୍ପଷ୍ଟ!-->!-->!-->…
ଦିଲ୍ଲୀ ପାଇଁ ପ୍ରାର୍ଥୀ ଘୋଷଣା କଲେ ତିନି ଦଳ
ନୂଆଦିଲ୍ଲୀ: ଦିଲ୍ଲୀ ମହାନଗର ନିଗମ (MCD) ର ୧୨ଟି ୱାର୍ଡରେ ଉପନିର୍ବାଚନ ଅନୁଷ୍ଠିତ ହେବ । ନଭେମ୍ବର ୩୦ ତାରିଖ ସକାଳ ୭:୩୦ ରୁ ସନ୍ଧ୍ୟା ୫:୩୦ ପର୍ଯ୍ୟନ୍ତ ମତଦାନ ହେବ । ଡିସେମ୍ବର ୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ଏହି ନିର୍ବାଚନରେ ତିନି ପ୍ରମୁଖ ଦଳ ମଧ୍ୟରେ ଏକ!-->…
‘ୟୁପିର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ କରାଯିବ’
ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ଼ ଘୋଷଣା । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର!-->…
ରାସ୍ତାକଡ଼ରେ ଠିଆ ହୋଇଥିବା ଲୋକଙ୍କୁ ଦଳି ଦେଲା ସ୍କର୍ପିଓ, ୪ ମୃତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରିୱା ଜିଲ୍ଲାର ଗଢ ଥାନା ସ୍ଥିତ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଯୋଗୁଁ ଏକ ସ୍କର୍ପିଓ କାର୍ ରାସ୍ତାକଡ଼ରେ ଛିଡା ହୋଇଥିବା ଅନେକ ଲୋକଙ୍କୁ ଧକ୍କା ଦେବା ପରେ ବିଜୁଳି ଖୁଣ୍ଟରେ ଧକ୍କା ହୋଇଥିଲା । ଘଟଣା ପରେ ସ୍କର୍ପିଓରେ ଥିବା ଡ୍ରାଇଭର!-->…
ହରିଆନାର ଫରିଦାବାଦରୁ ୩୦୦ କେଜି RDX ଜବତ, ୨ ଡାକ୍ତର ଗିରଫ
ନୂଆଦିଲ୍ଲୀ: ହରିଆନାର ଫରିଦାବାଦରୁ ୩୦୦ କେଜି RDX ଜବତ। ଜାମ୍ମୁକାଶ୍ମୀର ପୋଲିସ ଓ ହରିଆନା ପୋଲିସ ମିଳିତ ଭାବେ ଏଠାରେ ଚଢ଼ଉ କରି ୩୦୦ କେଜି RDX ସାଙ୍ଗକୁ ୨ଟି ଏକେ-୪୭ ବନ୍ଧୁକ ଓ ବିପୁଳ ଗୁଳିଗୋଳା ଜବତ କରିଛନ୍ତି। ମାମଲାରେ ଜଣେ କାଶ୍ମୀର ଡାକ୍ତରଙ୍କୁ ଗିରଫ କରାଯାଇଛି। ଗିରଫ!-->…
ଘର ଛାତ ଭୁଶୁଡ଼ି, ୫ ମୃତ
ପାଟନା : ବିହାର ରାଜଧାନୀ ପାଟନାରେ ବଡ଼ ଅଘଟଣ । ପାଟନାରେ ଏକ ବିଲିଡିଂର ଛାତ ଭୁଶୁଡିବା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଛି । ରାତିରେ ଶୋଇଥିବା ବେଳେ ଛାତ ଗଳିପଡିଥିଲା । ସମସ୍ତ ମୃତକ ଗୋଟିଏ ପରିବାରର ରହିଥିଲେ । ମୃତକଙ୍କ ମଧ୍ୟରେ ୩ ଜଣ ନାବାଳକ ରହିଛନ୍ତି ।
ଖବର ମୁତାବକ, ରବିବାର!-->!-->!-->…