ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ବାଦଲ ଫଟା ବର୍ଷା : ୧୫ ଜଣ ମୃତ, ୧୬ ଜଣ ନିଖୋଜ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଲଗାତାର ବାଦଲ ଫଟା ବର୍ଷା ତାଣ୍ଡବ କରୁଛି । ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜଳମଗ୍ନ ରହିଛି । କିନ୍ତୁ ଡେରାଡୁନରେ ଅଧିକ କ୍ଷୟକ୍ଷତି ଘଟିଛି । ଏହି ବିପର୍ଯ୍ୟୟ ଯୋଗୁଁ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ୧୬ ଜଣ ନିଖୋଜ ରହିଛନ୍ତି ।

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ୭୫ଦ୍ୱୀପ ଦାନ

ବଣାଇ : ବଣାଇ ଗଡ଼ ସହର ଦେଓଗାଁ ବାବା ବାଣେଶ୍ୱର ମନ୍ଦିରରେ ଯଶସ୍ବୀ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 75 ବର୍ଷ ପୂର୍ତ୍ତି ଉପଲକ୍ଷେ 75 ଗୋଟି ଦ୍ୱୀପଦାନ ବିଜେପି ମଣ୍ଡଳ ସଭାପତି ମିଥିଳା ପାତ୍ରଙ୍କ ନେତୃତ୍ୱରେ ପ୍ରଜ୍ଜଳିତ କରା ଯାଇଛି l ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ

କଂଗ୍ରେସକୁ ଝଟକା, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ଏଆଇ ଭିଡିଓ ତୁରନ୍ତ ହଟାଇବାକୁ ପାଟନା ହାଇକୋର୍ଟର ନିର୍ଦ୍ଦେଶ

ବିହାର : କଂଗ୍ରେସ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ଏଆଇ ଭିଡିଓ ମାମଲାର ଶୁଣାଣି କରିବା ସମୟରେ ବର୍ଷିଛନ୍ତି ପାଟନା ହାଇକୋର୍ଟ । ତୁରନ୍ତ ଏହି ଭିଡିଓକୁ ହଟାଇବାକୁ କଂଗ୍ରେସକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

ଗାରିଆ ନଦୀରେ ଭାସିଯାଇ ଜଣେ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ନାୟକ ଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଳିଗୁଡା ନିକଟରେ ଥିବା ଗାରିଆ ନଦୀରେ ନଦୀ ପାର ହେବା ସମୟରେ ନଦୀର ପ୍ରଖର ସ୍ରୋତରେ ଭାଷୀ ଯାଇ ଜଣେ ମୃତ ହୋଇଥିବା ଜଣାପଡିଛି. ସୂଚନା ନେବାରୁ ଜଣାପଡିଛି ଯେ ଖଇରପୁଟ ବ୍ଲକ ପୋଡ଼ଘାଟ

ଜିଲ୍ଲାସ୍ତରୀୟ “ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ” କାର୍ଯ୍ୟକ୍ରମ

ମାଲକାନଗିରି : ଆଜି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କାଲିମେଳା ଆନୁକୂଲ୍ୟରେ ,"ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ" ର ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ରେ ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ସଞ୍ଜୟ ସରକାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ତତ୍ ସହିତ ବିଧାୟକ

ରାହୁଲଙ୍କୁ ଆଫ୍ରିଦିଙ୍କ ପ୍ରଶଂସା : ବିଜେପିର ପ୍ରତିକ୍ରିୟା

ଇସଲାମାବାଦ: ପାକିସ୍ତାନର ପୂର୍ବତନ କ୍ରିକେଟର ସହିଦ ଆଫ୍ରିଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା ଏସିଆ କପ୍‌ର ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ ସମ୍ପର୍କିତ ଏକ ଟେଲିଭିଜନ୍ ବିତର୍କରେ ଭାଗ ନେଇ ଆଫ୍ରିଦି କହିଥିଲେ ଯେ ରାହୁଲ ଜଣେ ସକାରାତ୍ମକ

ଏକ ଟଙ୍କିଆ ଛୋଟ କଏନ ବେଆଇନ ବୋଲି ଘୋଷଣା ହୋଇନଥିଲେ ବି ବଜାର ରେ ଚାଲୁନି….!

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ଏବେ ପାର୍ବଣ ଋତୁ ଆରମ୍ଭ ହୋଇଥିବା ବେଳେ ଖୁଚୁରାର ଅଭାବ ଦେଖା ଦେଇଛି। କିଛି ବର୍ଷ ପୂର୍ବେ ଗଞ୍ଜାମ ଜିଲ୍ଲାରେ ଲୋକଙ୍କ ମଧ୍ୟରେ ଗୁଜବ ହୋଇ ଦଶ ଟଙ୍କିଆ କାଇନ୍ କୁ ବେଆଇନ ଭାବେ ଚଳିବ ନାହିଁ ବୋଲି ଦେଣ ନେଣ ବନ୍ଦ ହୋଇଯାଇଥିଲା। ରିଜେର୍ଭ ବ୍ୟାଙ୍କ ପକ୍ଷରୁ ଦଶ

ଇଭିଏମ୍ ବାଲଟ୍ ପେପରରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି। ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍‌ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ

ମା’ ଦୁର୍ଗାଦେବୀଙ୍କ ପୀଠରେ ଶୁଭ ଖୁଣ୍ଟି ସ୍ଥାପନ : ସପ୍ତମୀ ଠାରୁ ପୂଜା ଆରମ୍ଭ ପାଇଁ ବ୍ୟାପକ ପ୍ରସ୍ତୁତି

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ମା' ଦୁର୍ଗା ଦେବୀ ଙ୍କ ପୀଠ ରେ ଶାରଦୀୟ ଦୁର୍ଗାପୂଜା ଖୁବ ଯାକ ଯାକମକ ରେ ପାଳନ କରିବା ନେଇ ନିଷ୍ପତ୍ତି ହେବା ପରେ ଏହି ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି l ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରାମ୍ୟ କମିଟି ତରଫରୁ

ଭିଜିଲାନ୍ସ ଜାଲରେ ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଶିକ୍ଷା ଅଧିକାରୀ। ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଦୁଷ୍ମନ୍ତ ସାହୁଙ୍କୁ ଧରିଛି ଭିଜିଲାନ୍ସ। କୌଣସି ଏକ କାର୍ଯ୍ୟ ପାଇଁ ବିଇଓ ଦୁଷ୍ମନ୍ତ ଜଣେ ବ୍ୟକ୍ତିଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ପ୍ରଥମ ପର୍ଯ୍ୟାୟରେ