ୱାକଫ୍‍ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ୨ ଗୁରୁତ୍ୱପୂର୍ଣ୍ଣ ସର୍ତ୍ତ ରଖିଲେ ସର୍ବୋଚ୍ଚ ଅଦାଲତ

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ୱାକଫ୍‍ ସଂଶୋଧନ ଆଇନ ୨୦୨୫ର ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ତାଙ୍କର ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତା ୱାକଫ୍‍ ସଂଶୋଧନ ଆଇନ ୨୦୨୫ର ବୈଧତା ଉପରେ କୌଣସି ରାୟ ଦେଇନାହାଁନ୍ତି ଏବଂ ଆଇନକୁ ସ୍ଥଗିତ ରଖିବାକୁ ମନା କରିଛନ୍ତି । କିନ୍ତୁ ଏହାର

କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ ହୋଇଛି । ଘଟଣାରେ ତାଙ୍କ ପତ୍ନୀ ଗୁରୁତର ରହିଛନ୍ତି । ଏମାନେ ବାଇକ୍ ଯୋଗୁଁ ବଙ୍ଗଲା ସାହିବ ଗୁରୁଦ୍ବାରାରୁ ଘରକୁ ଫେରୁଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି । ସୂଚନା ମୁତାବକ,

ଟ୍ରଲର ସହିତ ଧକ୍କା ହେଲା ବସ୍, ୪ ମୃତ, ଅନେକ ଆହତ

ଜୋନପୁର : ୟୁପି ଜୋନପୁରରେ ବଡ଼ ଦୁର୍ଘଟଣା ଘଟିଛି । ଘଟଣାରେ ଅଯୋଧ୍ୟାରୁ ବାରଣାସୀ ଯାଉଥିବା ଏକ ବିଳାସପୂର୍ଣ୍ଣ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ଜୋନପୁର ଲାଇନବଜାର ଥାନା ଅଞ୍ଚଳରେ ସିହିପୁର କ୍ରସିଂ ନିକଟରେ ହୋଇଛି

ଅଧାରାସ୍ତାରେ ଝୁଲିଲା ମନୋରେଲ୍

ମୁମ୍ବାଇ : ମହାରାଷ୍ଟ୍ରରେ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ କରିଦେଇଛି । ରବିବାର ରାତିରେ ପ୍ରବଳ ବର୍ଷା ହୋଇ ମୁମ୍ବାଇର ବିଭିନ୍ନ ସ୍ଥାନରେ ପାଣି ଜମିଛି । ଏହାରି ମଧ୍ୟରେ ମୁମ୍ବାଇର ୱଡାଲା ଅଞ୍ଚଳରେ ଏକ ମନୋରେଲ ଠପ୍ ହୋଇଛି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମନୋରେଲ ଅଧାରାସ୍ତାରେ ଠପ୍

ଖୁବ୍ ଶୀଘ୍ର ବଦଳିବ ୟୁପିଆଇ ନିୟମ !

ନୂଆଦିଲ୍ଲୀ : ଫୋନ୍ ପେ ଏବଂ ଗୁଗଲ୍‌ ପେ ବ୍ୟବହାରକାରୀଙ୍କ ପାଇଁ ବଡ ଖବର ଆସିଛି। ୟୁପିଆଇ କାରବାରକୁ ନେଇ ଏନପିସିଆଇ ବଡ ପରିବର୍ତ୍ତନ କରିବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ  ଆଜି ୧୫ ସେପ୍ଟେମ୍ବରରୁ ଯୁପିଆଇ ଜରିଆରେ ମର୍ଚାଣ୍ଟ (ଦୋକାନ, କମ୍ପାନୀ କିମ୍ବା

ଭାରତ ସହ ସମ୍ପର୍କ ସୁଧାରିବାକୁ ବ୍ୟାକୁଳ ଟ୍ରମ୍ପ, ବାଣିଜ୍ୟିକ ରାଜିନାମା ପାଇଁ ହେବ ଆଲୋଚନା

ଭାରତକୁ ଅକଳରେ ପକାଇବାକୁ ଆମେରିକାର ଅପଚେଷ୍ଟା ବିଫଳ ହେବା ପରେ ଏବେ ସମ୍ପର୍କ ସୁଧାରିବାକୁ ଛଟପଟ ହେଉଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏସସିଓ ସମ୍ମିଳନୀରେ ଭାରତ-ଚୀନ-ରୁଷ ଗୋଟିଏ ମଞ୍ଚରେ ଏକାଠି ହେବା ପରେ ଟ୍ରମ୍ପଙ୍କ ନିଦ ହଜିଯାଇଛି। ସେବେଠାରୁ ସେ ପ୍ରଧାନମନ୍ତ୍ରୀ

ସୁଶୀଳାଙ୍କ କ୍ୟାବିନେଟରେ ସାମିଲ ହେଲେ ୩ ନୂଆ ମନ୍ତ୍ରୀ

କାଠମାଣ୍ଡୁ: ନେପାଳର ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କି ଦେଶର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ନିଜ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ସୁଶୀଳା ନିଜ କ୍ୟାବିନେଟରେ ୩ ନୂଆ ମନ୍ତ୍ରୀଙ୍କୁ ସାମିଲ କରିଛନ୍ତି। ସୋମବାର ଏକ କାର୍ଯ୍ୟକ୍ରମରେ ଏହି ୩ ଜଣ

ଉମରକୋଟ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨୦୨୫ ଶୁଭାରମ୍ଭ….

ଉମରକୋଟ: ନବରଙ୍ଗପୁର ଜିଲ୍ଲାର ଉମରକୋଟ ବ୍ଲକ ଅନ୍ତର୍ଗତ ବେହେଡା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଠାରୁ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨୦୨୫ ଶୁଭାରମ୍ଭ ହୋଇଯାଇଛି। ଏହି ଦୁଇ ଦିନିଆ ପ୍ରତିଯୋଗିତାକୁ ବ୍ଲକ ଅଧ୍ୟକ୍ଷ ଏବଂ ମୁନସିପାଲିଟି ଚେୟାରମ୍ୟାନ୍ ଅଶୋକ କୁମାର

ରାୟଗଡ଼ା ଜିଲ୍ଲାର ଗ୍ରାମାଞ୍ଚଳରୁ ଶିଳ୍ପାଞ୍ଚଳ ଯାଏଁ ଟିପିଏସ୍ଓଡିଏଲ୍ ଯୋଗାଉଛି ଭରସାଯୋଗ୍ୟ ବିଦ୍ୟୁତ ସେବା…

• ସବଷ୍ଟେସନର ଉନ୍ନତୀକରଣ • ରାୟଗଡ଼ାରେ ନୂତନ ୩୩କେଭି ଲାଇନ ତାର ସଂଯୋଗ • ସ୍ଥିର ବିଦ୍ୟୁତ ଯୋଗାଣ ପାଇଁ ୩୩କେଭି ଫିଡରଗୁଡ଼ିକର ଉନ୍ନତୀକରଣ • ୧୧କେଭି ଲାଇନ ତାର ଦ୍ୱାରା ଜିଲ୍ଲାର ବିଦ୍ୟୁତ ସେବାକୁ କରାଯାଉଛି ସୁଦୃଢ଼ • ଉଭୟ ଘରୋଇ ଓ ଶିଳ୍ପ କ୍ଷେତ୍ରକୁ ଗୁଣାତ୍ମକ ବିଜୁଳି

କୋରକୁଣ୍ଡାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ମାଲକାନଗିରି : ଆଜି କୋରକୁଣ୍ଡା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ  ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।    ଆଜି ମୋଟ ୪୨ଗୋଟି