ଘର ଭିତରେ ମାଡିଗଲା ବାଲି ବୋଝେଇ ହାଇୱା ଅଳ୍ପକେ ବର୍ତ୍ତିଲେ ଗୃହକର୍ତ୍ତା……!

ସରକାରଙ୍କ ପକ୍ଷରୁ ବାଲି ଉଠାଣ ବନ୍ଦକୁ ମାଫିଆ ମାନଙ୍କ ପକ୍ଷରୁ ଫୁ …..!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଧରାକୋଟ ଥାନା ଇଲାକାର ରେଡ଼ି ଦାମଦର ପଲ୍ଲୀ ଗ୍ରାମର କେ.ବାଇରି ଆଚାରୀ ନାମକ ବ୍ୟକ୍ତିଙ୍କ ଗୃହ ଭିତରେ ଏକ ବାଲି ବୋଝେଇ ହାଇୱା ମାଡ଼ି ଯାଇଛି। ରାଜ୍ୟ ସରାକର ବର୍ଷା ଦିନ ସକାଶେ ଅକ୍ଟୋବର

ଦଶହରା ପରେ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ପାଇବେ ଛାତ୍ରଛାତ୍ରୀ

ଭୁବନେଶ୍ବର: ସ୍କୁଲ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ଓ ନିର୍ଭୁଲ ବହି ପ୍ରଦାନ ନେଇ ବଡ଼ଧରଣର ସଂଶୋଧନ ଅଭିଯାନ ଆରମ୍ଭ ହୋଇଛି । ଏହି ପ୍ରକ୍ରିୟାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସନ୍ତୋଷ ପ୍ରକାଶ କରିଥିଲେ । ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ‘Gen Z’ କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ପେପର ଲିକ୍ ଅଭିଯୋଗକୁ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଯାହା ପରେ ଶନିବାର ବିଜୁ ଜନତା ଦଳ (ବିଜେଡି) ସଭାପତି ଛାତ୍ର ଏବଂ ଯୁବ ପ୍ରତିବାଦକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାକୁ ଯୁବପିଢ଼ିଙ୍କ ବିଜୟ ବୋଲି ବର୍ଣ୍ଣନା

ଆଦେଶ ନୁହେଁ ଯୁବପିଢ଼ିଙ୍କୁ ଆଲୋଚନା ଆବଶ୍ୟକ : ମୋହନ ଭାଗୱତ

ନୂଆଦିଲ୍ଲୀ: ଆରଏସଏସ ମୁଖ୍ୟ ମୋହନ ଭାଗୱତ ଶନିବାର ଦିଲ୍ଲୀରେ କହିଛନ୍ତି ଯେ, ଆଜିର ନୂଆ ପିଢ଼ି ବହୁତ ପ୍ରଶ୍ନ ପଚାରନ୍ତି। ଆମକୁ ନିର୍ଦ୍ଦେଶ ଦେବା ପରିବର୍ତ୍ତେ ସେମାନଙ୍କ ସହିତ ଆଲୋଚନା ହେବା ଉଚିତ। ସେ କହିଛନ୍ତି ଯେ ସେମାନଙ୍କୁ ଯୁକ୍ତି ବୁଝାଇବା ଉଚିତ, ନିର୍ଦ୍ଦେଶ ଦେବା ନୁହେଁ। କେବଳ

ଆସମରୁ ୩ ସନ୍ଦିଗ୍ଧ ଆତଙ୍କୀ ଗିରଫ

ନୂଆଦିଲ୍ଲୀ : ଆସମରୁ ୩ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ । ପାକିସ୍ତାନର ଗୁପ୍ତଚର ସଂସ୍ଥା ISI ଦ୍ଵାରା ପରିଚାଳିତ ଏକ ବଡ଼ ସ୍ଲିପର୍ ସେଲ୍ ନେଟୱର୍କକୁ ଧ୍ବଂସ କରିଛି ଆସାମ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ । ଏହି ସମସ୍ତ ଅପରେଟିଭ୍ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଶହଜାଦ୍

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗଣତନ୍ତ୍ରର ବିଜୟ ବୋଲି କହିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ : ଧର୍ମେନ୍ଦ୍ର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସାମାଜିକ କର୍ମୀ ସୋନ ୱାଙ୍ଗଚୁକଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ନିଟ-ୟୁଜି ପରୀକ୍ଷାରେ ଅନିୟମିତତାକୁ ନେଇ ସାରା ଦେଶରେ ରାଜନୀତିକ ହଇଚଇ ସୃଷ୍ଟି ହୋଇଛି । ଧର୍ମେନ୍ଦ୍ର ପ୍ରଧାନଙ୍କ

ଚିତ୍ରକୋଣ୍ଡା ଜଳଭଣ୍ଡାରରୁ ମୃତବ୍ୟକ୍ତିର ଶବ ଉଦ୍ଧାର

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଜଳଭଣ୍ଡାର ରୁ ଏକ ମୃତ ବ୍ୟକ୍ତିର ଶବ ଚିତ୍ରକୋଣ୍ଡା ଅଗ୍ନିଶମ ବିଭାଗ ଉଦ୍ଧାର କରିଛନ୍ତି । ସୂଚନା ମୁତାବକ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ରାଲ୍ଲେଗଡା ପଞ୍ଚାୟତ ବାଙ୍ଗୁରସୁଧା ଗ୍ରାମ ନିକଟ ଘୋଡାମାଳ ନଦୀ ରୁ ଗତ କାଲି ଅଗ୍ନିଶମ ବିଭାଗ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗରେ ଦୁଇ ଗିରଫ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଡାମେରିକିଆ ନିକଟ ମାରବାଲି ଠାରେ ସାରଙ୍ଗଗଡ଼ ପାଟ୍ଟଖଣ୍ଡା ସାହିର ବଶିଷ୍ଠ ପାତ୍ରଙ୍କ ପୁଅ କିରଣ ସିଂ ପାତ୍ର (୨୫) ଓ ଜିରିଡିକିଆ ଗ୍ରାମର ପିର ପ୍ରଧାନଙ୍କ ପୁଅ ରବି ଚନ୍ଦ୍ର ପ୍ରଧାନ (୫୫) ଜଣେ ସ୍କୁଟି ଆରୋହି

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ କରିଛନ୍ତି। ସେ ନିଜର ବର୍ତ୍ତମାନର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରାଳୟର କାର୍ଯ୍ୟଭାର ମଧ୍ୟ ସମ୍ଭାଳିବେ।ପ୍ରହ୍ଲାଦ ଯୋଶୀ

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହାର କଲା ସିଜେପି

ନୂଆଦିଲ୍ଲୀ : ସିଜେପି ଆନ୍ଦୋଳନ ପ୍ରତ୍ୟାହାର କଲା। ସିଜେପି ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ଆମର ତିନୋଟି ଦାବି ଥିଲା। ପ୍ରଧାନ ଇସ୍ତଫା ଦେଇଛନ୍ତି। ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ। ସରକାରଙ୍କ ସହିତ ତିନି ପର୍ଯ୍ୟାୟ ଆଲୋଚନା ହୋଇଥିଲା।