Sign in
Sign in
Recover your password.
A password will be e-mailed to you.
ହାଇକୋର୍ଟ ପରେ ତାଜ ପ୍ୟାଲେସ ହୋଟେଲକୁ ବୋମା ଧମକ, ଯାଞ୍ଚ କରୁଛି ପୋଲିସ
ନୂଆଦିଲ୍ଲୀ : ଦିଲ୍ଲୀ ଏବଂ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିବ ପରେ ଏବେ ଦିଲ୍ଲୀର ତାଜ ପ୍ୟାଲେସ ହୋଟେଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଖବର ମିଳିବା ପରେ ସଂପୂର୍ଣ୍ଣ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏହାକୁ ନେଇ ଗୁଇନ୍ଦା ସଂସ୍ଥାଗୁଡ଼ିକ ସତର୍କ ହୋଇଯାଇଛନ୍ତି ।
ତାଜ!-->!-->!-->…
ପଞ୍ଚାୟତ ସମିତିସ୍ତରୀୟ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା
ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ପେଣ୍ଠ ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ପଞ୍ଚାୟତ ସମିତି ସ୍ତରୀୟ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି।ଏହି!-->…
ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
ନୂଆଦିଲ୍ଲୀ: ନେପାଳରେ ହିଂସା ପରେ, ସୁଶୀଳା କାର୍କି ଏବେ ଅନ୍ତରୀଣ ସରକାର ଭାବରେ ଦେଶର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାରତ ସୁଶୀଳା କାର୍କିଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଇଛି। ଏହାସହ ଭାରତ ଦୁଇ ଦେଶ ମଧ୍ୟରେ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ପାଇଁ ଆଶା!-->…
ଦୀର୍ଘଦିନ ପରେ ହେବାକୁ ଯାଉଛି ରାସ୍ତା ପ୍ରଶସ୍ତିକରଣ ସହ ଜବର ଦଖଲ ଉଚ୍ଛେଦ
ଚିକିଟୀ : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟୀ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଚିକିଟୀ ପେଣ୍ଠରେ ଅନେକ ବର୍ଷ ହେଲା ବଜାରର ମୁଖ୍ୟ ରାସ୍ତା ଉପରେ ଜନସାଧାରଣ ଓ ବ୍ୟବସାୟୀ ମାନେ ନିଜ ନିଜର ବ୍ୟବସାୟ କୁ ସୁବିଧା ନଜରରେ ରଖି ସରକାରୀ ଜାଗାକୁ ନିଜ ଅଧୀନକୁ ନେଇ ଚଳି ଆସୁଥିଲେ। ମୁଖ୍ୟ ରାସ୍ତା ର!-->…
ଖତଖାଉଛି ଅଧା କୋଟି ଟଙ୍କାର ଅତ୍ୟାଧୁନିକ ଯନ୍ତ୍ରପାତି…କିଣା ରେ ଘୋଟାଲା ନାହିଁତ…?
ମାଲକାନଗିରି : ମାଲକାନଗିରି ନିୟନ୍ତ୍ରୀତ ବଜାର କମିଟି ତରଫରୁ ୨୭ ଲକ୍ଷ ଟଙ୍କାର ଦୁଇଟି ଆଧୁନିକ ଜ୍ଞାନ କୌଶଳଯୁକ୍ତ ଧାନ ସଫେଇ ଯନ୍ତ୍ର ୨୦୨୪ମସିହାରେ କ୍ରୟକରି ୨୦୨୫ ମସିହାର ବର୍ଷ ଶେଷରେ ସମାଜମଙ୍ଗଳ ବିଭାଗ ମାଧ୍ୟମରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ମାନଙ୍କୁ ପ୍ରଦାନ କରାଯିବାର ବ୍ୟବସ୍ଥା!-->…
କଙ୍ଗୋରେ ଡଙ୍ଗା ବୁଡ଼ି ୮୬ ମୃତ
କଙ୍ଗୋ: କଙ୍ଗୋରେ ଭୟଙ୍କର ବୋଟ ଟ୍ରାଜେଡି । ଯେଉଁଥିରେ ଅତି କମରେ ୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣା ବସନକୁସୁ ଅଞ୍ଚଳରେ ଘଟିଛି । ଅନ୍ୟ ୧୪୬ ଜଣଙ୍କ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର ପାଇଁ ଅଭିଯାନ ଚାଲିଛି ।
ନର୍ଥୱେଷ୍ଟର୍ଣ୍ଣ ଇକ୍ୟୁଏଟର ପ୍ରୋଭିନସରେ ଏହି ଭୟଙ୍କର ବୋଟ!-->!-->!-->…
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ମୋହନ ଯାଦବ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍ ର ଶୁଭାରମ୍ଭ!-->…
ନେପାଳରୁ ହଟିଲା କର୍ଫ୍ୟୁ: ଖୋଲିଲା ଦୋକାନ ଓ ମଲ୍
କାଠମାଣ୍ଡୁ : ନେପାଳରେ ଧିରେ ଧିରେ ଶାନ୍ତି ଫେରୁଛି । ଆଜି ରାଜଧାନୀ କାଠମାଣ୍ଡୁରେ ଲାଗୁ ହୋଇଥିବା କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅନ୍ତରୀଣ ସରକାର ଗଠନ ହେବା ପରେ, ସୁରକ୍ଷା ବାହିନୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି । କର୍ଫ୍ୟୁ ହଟାଯିବା ପରେ ଜେନ-ଜି ଦେଶରେ!-->…
ମଣିପୁର ସାହସ ଓ ବୀରତ୍ୱର ଭୂମି: ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ୨୦୨୩ ମସିହା ମଣିପୁର ହିଂସାକାଣ୍ଡ ପରେ ପ୍ରଥମ କରି ଆଜି ମଣିପୁର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମଣିପୁର ସାମ୍ପ୍ରଦାୟିକ ହିଂସାରେ ସର୍ବାଧିକ କ୍ଷତିଗ୍ରସ୍ତ ଚୁଡାଚନ୍ଦ୍ରପୁର ଜିଲାରେ ୭ହଜାର ୩ଶହ କୋଟିର ଟଙ୍କାର ପ୍ରକଳ୍ପ ଉଦଘାଟନ କରିଛନ୍ତି!-->…
ମିଜୋରାମକୁ ମୋଦିଙ୍କ ଭେଟି: ଉଦଘାଟନ କଲେ ପ୍ରଥମ ରେଳ ଲାଇନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଆଜି ଠାରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ଆଜି ପ୍ରଥମ ଦିନରେ ସେ ପ୍ରଥମେ ମିଜୋରାମରେ ପହଞ୍ଚିଛନ୍ତି । ସେ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମଣିପୁର, ମିଜୋରାମ, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ। ସେ ପାଞ୍ଚଟି!-->…