ଆଉ ୬ମାସ ବଢ଼ିଲା ପିଏମ୍ କିଷାନ ଅବଧି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର କେୱାଇସି ସମୟ ସୀମାକୁ ଛଅ ମାସ ବୃଦ୍ଧି କରିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ଅବଧି ବୃଦ୍ଧିର ଲକ୍ଷ୍ୟ ହେଉଛି ଅଧିକ ଚାଷୀଙ୍କୁ ଯୋଜନାରେ ସାମିଲ କରିବା ଏବଂ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ

ଷ୍ଟିୟରିଂ ଛାଡ଼ିଲେ ‘ଆମ ବସ୍‌’ ଡ୍ରାଇଭର, ନିୟମିତ ମିଳୁନି ଦରମା

ଭୁବନେଶ୍ୱର: ‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳିନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍‌। ଓଭର ଡ୍ୟୁଟି ଚାପ, ESI ସମସ୍ୟା, ସାପ୍ତାହିକ ଛୁଟି ମିଳୁନଥିବା ଅଭିଯୋଗ।

ରାଜ୍ୟ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ, କିଣିବେ AI ଉପକରଣ

ଭୁବନେଶ୍ୱର : ସେମିକଣ୍ଡକଟର ପରେ AIକୁ ଗୁରୁତ୍ବ । ମୋହନ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ । ରାଜ୍ୟ ପ୍ରଶାସନର ହେବ ଆଧୁନିକୀକରଣ । ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟ ସରକାର କିଣିବେ ଆର୍ଟିଫିସିଆଲ ଇଣ୍ଟେଲିଜେନସ ଉପକରଣ ।

୩ ଚୋରଙ୍କୁ କାବୁ କଲା ପୋଲିସ, ସାରା ରାତି ଟାୱାର ଉପରେ ବସି ଥିଲେ

ଯାଜପୁର ଟାଉନ : ଧରା ପଡ଼ିଯିବା ଭୟରେ ରାତି ସାରା ଟାୱାର ଉପରେ ବସି ରହିଲେ ତିନି ଚୋର । ସକାଳ ହେବା ପରେ ୩ ଜଣଙ୍କୁ କାବୁ କରି ପୋଲିସର ଜିମା ଦେଲେ ଟାୱାର କର୍ମଚାରୀ । ଦୀର୍ଘଦିନ ହେବ ଯାଜପୁର ବିଞ୍ଝାରପୁର ଅଞ୍ଚଳରେ ଥିବା ବିଭିନ୍ନ କମ୍ପାନୀର ମୋବାଇଲ ଟାୱାରଗୁଡିକରୁ

ମାର୍କେଟ କମ୍ପେ୍ଲକ୍ସ ଛାତ ଭୁଶୁଡ଼ିଲା: ଜଣେ ମୃତ, ଫସି ରହିଛନ୍ତି ୪ ଜଣ

ଜୟପୁର : ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ ବିଲ୍ଡିଂ ଛାତ ।   ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଛାତ ଭଗ୍ନାଅଂଶ ତଳେ ଆଉ ଚାରି ଜଣ ଫସି ରହିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।  ପୋଲିସ ଓ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ।  ୩ଟି ଦୋକାନ ଘର

ଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ମାଓନେତ୍ରୀ ସୁଜାତା, ମୁଣ୍ଡ ଉପରେ ଥିଲା କୋଟିଏ ଟଙ୍କାର ପୁରସ୍କାର ରାଶି

ମାଲକାନଗିରି : ମାଓ ସଙ୍ଗଠନକୁ ବଡ଼ ଝଟକା । ଦୁର୍ଦ୍ଦାନ୍ତ ମାଓନେତ୍ରୀ ସୁଜାତାର ଆତ୍ମସମର୍ପଣ ।  ସୁଜାତା ମୁଣ୍ଡ ଉପରେ ଥିଲା କୋଟିଏ ଟଙ୍କାର ପୁରସ୍କାର ରାଶି । ସୁଜାତା ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ।   ମାଓ ସଙ୍ଗଠନରେ ସେଣ୍ଟ୍ରାଲ କମିଟିର ସଦସ୍ୟ ଥିଲେ । ଦକ୍ଷିଣ ସବ

ସୁଧୁରୁନି ସଂଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା, ସୂଚନା ଦେଲେ ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ୱର : ପ୍ରଖ୍ୟାତ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ସ୍ବାସ୍ଥ୍ୟରେ କିଛି ସୁଧାର ଆସିନି । ଏବେ ବି ଭେଣ୍ଟିଲେଟରରେ ଅଛନ୍ତି ଅଭିଜିତ ମଜୁମଦାର । ଏବେ ବି ସଙ୍କଟାପନ୍ନ ଅଛି ଅଭିଜିତଙ୍କ ସ୍ବାସ୍ଥ୍ୟ । ଭୁବନେଶ୍ୱର ଏମ୍ସ କାର୍ଯ୍ୟନିର୍ବାହୀ

ଜୀବନକୁ ବାଜୀ ଲଗାଇ ନଳବଣ୍ଟାରେ ଜୋର ଦାର ବାଣ ପ୍ରସ୍ତୁତି …!

ପ୍ରଶାସନ ର ତତ୍ୱାବଧାନ ରେ କଞ୍ଚାମାଲ ବାହାରୁ ଆଣି ଗଚ୍ଛିତ କରାଯାଉଛି….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ନଳବଣ୍ଟା ଗ୍ରାମ ମିନି ଶିବକାଶୀ ଭାବେ ଚର୍ଚ୍ଚିତ ହୋଇରହିଛି। ୫୯ ନମ୍ବର ଜାତୀୟ ରାଜପଥ କଡ଼ରେ ନଳବଣ୍ଟା ଗାଁ ରହିଛି। ଏଠାକାର ହାତ ତିଆରି ବାଣ ର ଚାହିଦା ଜିଲ୍ଲା ସମେତ ଜିଲ୍ଲା ବାହାରେ

ବ୍ରହ୍ମପୁରରେ MSME ସମୀକ୍ଷା ବୈଠକ : ପ୍ରତି ବ୍ଲକରେ ଶିଳ୍ପ ସ୍ଥାପନ ଲକ୍ଷ୍ୟ, ନିଷ୍କ୍ରିୟ ଜମି ମାଲିକଙ୍କ ବିରୋଧରେ…

ବ୍ରହ୍ମପୁର ସ୍ୱତନ୍ତ୍ର ସର୍କିଟ ହାଉସର ସମ୍ମିଳନୀ କକ୍ଷରେ ଆଜି ମତ୍ସ୍ୟ ଓ ପଶୁସମ୍ପଦ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ

କୁକୁଡ଼ାଖଣ୍ଡି : ପ୍ରଧାନ ଶିକ୍ଷକଙ୍କ ବିରୋଧରେ ସରକାରୀ ଅନୁଦାନ ହଡ଼ପ ଅଭିଯୋଗ, ଶିକ୍ଷା ବିଭାଗ ନୀରବ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ମସିହାଖାଲି ପଞ୍ଚାୟତର କୃପାସିନ୍ଧୁପୁର ଉଚ୍ଚବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସ୍ୱାଇଁଙ୍କ ବିରୋଧରେ ସରକାରୀ ଅନୁଦାନ ହଡ଼ପ କରିଥିବା ନେଇ ସାଂଘାତିକ ଅଭିଯୋଗ ଆସିଛି। ଏହି ଘଟଣାରେ ବିଦ୍ୟାଳୟ ଶିକ୍ଷା