Sign in
Sign in
Recover your password.
A password will be e-mailed to you.
ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ
ନୂଆଦିଲ୍ଲୀ : ସିପି ରାଧାକ୍ରିଷ୍ଣନ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଗଣତନ୍ତ୍ର ମଣ୍ଡପରେ ଶପଥ ଗ୍ରହଣ କରିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ରାଷ୍ଟ୍ରପତି ଭବନର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ!-->…
ଉଡ଼ାଣ ଭରିବା ବେଳେ ଖସିପଡ଼ିଲା ସ୍ପାଇସଜେଟ ବିମାନର ଚକ, ଅଳ୍ପକେ ବର୍ତ୍ତିଲା ୭୫ ଯାତ୍ରୀଙ୍କ ଜୀବନ
ଗୁଜରାଟ : ଗୁଜରାଟ କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟ ବିମାନ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ବିମାନଟି ଉଡ଼ାଣ ଭରିବା ମାତ୍ରେ ଗୋଟିଏ ଚକ ଖସିପଡିଥିଲା । ବିମାନରେ ୭୫ ଜଣ ଯାତ୍ରୀ ରହିଥିଲେ । ତେବେ ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିଲା ।
ଖବର ମୁତାବକ, ଗୁଜରାଟ!-->!-->!-->…
ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ, ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ
ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଦେଇଛନ୍ତି ଏକ ବଡ଼ ମନ୍ତବ୍ୟ । ମୁଖ୍ୟ ବିଚାରପତି ବି ଆର ଗଭାଇ କହିଛନ୍ତି ଯେ ଯଦି ଏନସିଆର ସହରଗୁଡ଼ିକର ବାୟୁ ସଫା କରିବାର ଅଧିକାର ଅଛି, ତେବେ ଅନ୍ୟ ସହରର ଲୋକମାନଙ୍କୁ କାହିଁକି ନୁହେଁ ? ଯାହା ନୀତି ତିଆରି ହେବା ଉଚିତ, ତାହା ସମଗ୍ର!-->…
ବିହାର ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତ, କର୍ମୀମାନଙ୍କୁ ଉତ୍ସାହିତ କରିବେ ମୋଦି, ଅମିତ, ନଡ୍ଡା
ବିହାର : ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ବିଜେପି । ଗତ ସପ୍ତାହରେ ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ଦଳର ନେତାମାନଙ୍କ ସହ ଏକ ଲମ୍ବା ବୈଠକ କରିଥିଲେ । ବିଧାନସଭାଭିତ୍ତିକ ରଣନୀତି ଏବଂ ପ୍ରସଙ୍ଗଗୁଡ଼ିକ ସ୍ଥିର କରାଯାଇଛି । ସହଯୋଗୀ ଦଳଗୁଡ଼ିକ!-->…
ଶୋଇଥିବା ବେଳେ ଛାତ୍ରଙ୍କ ଆଖିରେ ଅଠା ପକାଇ ଦେଲେ, ୮ ଗୁରୁତର
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । କିଛି ଛାତ୍ରଙ୍କ ଆଖିରେ କେହି ଅଠା ପକାଇଦେବାରୁ ୮ ଅନ୍ତେବାସୀ ଗୁରୁତର ହୋଇଥିବା ଜଣାଯାଇଛି । ଗୁରୁତର ୮ ଜଣ ଛାତ୍ରଙ୍କୁ ଚିକିତ୍ସା ପାଇଁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି!-->…
ଆସନ୍ତା ୧୭ରେ ରାଜଭବନ ଆଗରେ ଧାରଣା ଦେବ ବିଜେଡି
ଭୁବନେଶ୍ୱର: ରାଜ୍ୟରେ ସାର ସଙ୍କଟକ୍ୁ ନେଇ ଚାଷୀ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । କେଉଁଟି ଲମ୍ବ ଲାଇନ ଲଗାଇ ଚାଷୀ ଛିଡା ହେଉଛନ୍ତି ତ ଆଉ କେଉଁଠି ରାତି ଅଧରୁ ଆଧାର କାର୍ଡ ଧରି ମଧ୍ୟ ଲାଇନରେ ଲାଗିଥିବା ଦେଖିବାକୁ ମିଳୁଛିି । ତେବେ ଚାଷୀମାନେ ହଇରାଣ ହେଉଥିବା ବେଳେ ସମସ୍ୟାକୁ ନେଇ!-->…
ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ାଉ
ଭୁବେନଶ୍ବର: ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଟିମ୍ ପକ୍ଷରୁ ନାଗଙ୍କ ଘରେ ଯାଞ୍ଚ ଚାଲିଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ୨୦୨୨ ଅର୍ଥ କାରବାର ମାମଲାର ତଦନ୍ତ ସମୟରେ ଇଡି!-->!-->!-->…
ଭାରତ ଫେରିଲେ ନେପାଳରେ ଫସିଥିବା ୨୩ ଓଡ଼ିଆ ଯାତ୍ରୀ
ଭୁବନେଶ୍ୱର: ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଛି।
ଓଡ଼ିଶାରୁ ୨୩ ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ!-->!-->!-->…
ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା
ଭୁବନେଶ୍ୱର: ବହୁ ଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ (Mahanadi River Front Development) ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମଞ୍ଜୁରୀ ଦେଇଛନ୍ତି। ଏହି ଯୋଜନା ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା। ଜଳ!-->…
ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ୍; ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ..
ପୁରୀ: ପୁଣି ଥରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ବିପଦରେ । ମନ୍ଦିର ଉପରେ ଦୀର୍ଘ ସମୟ ଧରି ଉଡିଲା ଡ୍ରୋନ । ବାଲିସାହି ପଟୁ ଆସି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍ । ନୀଳଚକ୍ର ପାଖକୁ ଯାଇ ଡ୍ରୋନ୍ରେ ଅନେକ ଫଟୋ ଓ ଭିଡ଼ିଓ ଉତ୍ତୋଳନ କରିଥିବା ସୂଚନା ରହିଛି । ଯାହା ମନ୍ଦିରର ସୁରକ୍ଷାକୁ!-->…