ଜାତୀୟ ସ୍ୱଚ୍ଛ ବାୟୁ ସହର-୨୦୨୪; ୪ର୍ଥ ସ୍ଥାନରେ ଭୁବନେଶ୍ୱର ମହାନଗର ନିଗମ

ଭୁବନେଶ୍ବର: ସର୍ବଭାରତୀୟ ସ୍ତରରେ ପୁଣି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସମ୍ମାନିତ । ଜାତୀୟ ସ୍ୱଚ୍ଛ ବାୟୁ ସହର-୨୦୨୪ ତାଲିକାର ୪ର୍ଥ ସ୍ଥାନରେ ରହିଛି ବିଏମସି । ଦେଶର ସ୍ୱଚ୍ଛ ବାୟୁ ସହର ଭାବେ ବିଏମସି କୁ ମିଳିଲା ଚତୁର୍ଥ ସ୍ଥାନ । ସେହିପରି, ପ୍ରଥମ ସ୍ଥାନରେ ଆନ୍ଧ୍ରପ୍ରଦେଶର

ନଭେମ୍ୱର ୫ରୁ କଟକର ଐତିହାସିକ ବାଲିଯାତ୍ରା

କଟକ: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ। ଅନ୍ୟପଟେ ଚଳିତଥର ବାଲିଯାତ୍ରା ନାଁ ହେବ

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର : ପ୍ରଫୁଲ୍ଲ ମଲ୍ଲିକ ବିଜେଡିରୁ ନିଲମ୍ବିତ । କାମାକ୍ଷାନଗର ପୂର୍ବତନ ବିଧାୟକ ପ୍ରଫୁଲ୍ଳ ମଲ୍ଲିକ ବିଜେଡିରୁ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ

ଭିଜିଲାନ୍ସ ଜାଲରେ ବାମରା ତହସିଲଦାର

ବାମରା : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ତହସିଲଦାର । ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ସୂଚନା ରହିଛି । ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ୨୦୧୯ ବ୍ୟାଚର ଓଏଏସ୍ ଟପ୍ପର । ବାମରା ବ୍ଲକ

ମିରଟରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ

ବାଲେଶ୍ବର : ବାଲେଶ୍ବର ଜେଲକୁ ଆସିଲା ଟେରୋରିଷ୍ଟ ।  ମିରଟ ଜେଲରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ ଆସିଫ ଅଲ୍ଲୀ ।  ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ କ୍ଷେପଣାସ୍ତ୍ର ପରୀକ୍ଷଣ ତଥ୍ୟ ହସ୍ତାନ୍ତର ମାମଲାରେ ଅନ୍ୟତମ ଅଭିଯୁକ୍ତ ଥିଲା ଆଇଏସଆଇ ଏଜେଣ୍ଟ ଆସିଫ ଅଲ୍ଲୀ । ପୂର୍ବରୁ

ପୋଲିସ ଗୁଳିରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ୨ ହାର୍ଡକୋର ମାଓବାଦୀ ନିହତ । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାର ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ଜାରି ରହିଛି ।

ତୁମ୍ବାର୍ଲିଗୁଡ଼ା ରାସ୍ତାରେ ଭୂତ ଯିବାକୁ ଭୟ କରୁଛି…..!

ନିର୍ବାଚିତ ପ୍ରତିନିଧି ମାନଙ୍କ ଠାରୁ ବାବୁ ମାନେ ଗୁହାରି ଶୁଣିବାକୁ ଅମଙ୍ଗ….ଉମରକୋଟ : ନବରଙ୍ଗପୁର ଜିଲ୍ଲାର ଉମରକୋଟ ବ୍ଲକ ଅନ୍ତର୍ଗତ ବେହେଡା ପଞ୍ଚାୟତର ସଦର ଯିବା ବାଟରୁ ନାୟକ ବାବୁ ଘର ଠାରୁ ତୁମ୍ବାର୍ଲିଗୁଡ଼ାକୁ ଯାଇଥିବା ରାସ୍ତାର ଅବସ୍ଥା ଏପରି ହୋଇଛି ଯେ, ଭୂତ ଯିବାକୁ ଭୟ

ବିପର୍ଯ୍ୟୟ ପରିଚାଳନା କ୍ଷମତା ନିର୍ମାଣ ପ୍ରଶିକ୍ଷଣ ଶିବିର…

ମାଲକାନଗିରି, ୧୨/୯/୨୫: ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଆନୁକୁଲ୍ୟ ରେ ଜିଲ୍ଲା ଜରୁୀକାଳୀନ ବିଭାଗ ଦ୍ୱାରା କାଲିମେଳା, ମାଥିଲି ଓ କୋରକୁଣ୍ଡା ବ୍ଲକ୍ ର ପଞ୍ଚାୟତ ନିର୍ବାହୀ ଅଧିକାରୀ ( ପିଇଓ) ଙ୍କ ପାଇଁ ଦୁଇ ଦିନିଆ ବିପର୍ଯ୍ୟୟ ପରିଚାଳନା ତଥା କ୍ଷମତା ନିର୍ମାଣ

ଟୀକା ନେଇ ଚାଲିଗଲା ଝିଅର ଜୀବନ, ଅଭିଯୋଗକୁ ଖଣ୍ଡନ କଲେ କାଲିମେଳା ସ୍ବାସ୍ଥ୍ୟ ଅଧିକାରୀ

ମାଲକାନଗିରି କାଲିମେଳା,୧୧|୯ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ତୁମକିମାଡକା ଗ୍ରାମରେ ଜଣେ ୪ ମାସର ଶିଶୁ କନ୍ୟା ଟୀକା ନେବାରୁ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଅପର ପକ୍ଷରେ ଏହି ଘଟଣାକୁ ଖଣ୍ଡନ କରିଛନ୍ତି କାଲିମେଳା ଗୋଷ୍ଠୀ

ରାଜ ସୁନାଖଳାକୁ ଏନ.ଏ.ସି ମାନ୍ୟତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନୟାଗଡ଼,୧୦/୯(ନିସର୍ତ ନ୍ୟୁଜ୍): ନୟାଗଡ଼ ଜିଲ୍ଲା, ରଣପୁର ବ୍ଲକ୍ ଅନ୍ତର୍ଗତ ରାଜସୁନାଖଳା ଗ୍ରାମ ପଞ୍ଚାୟତକୁ ଏନ.ଏ.ସି ମାନ୍ୟତା ପାଇଁ ଏକ ଜରୁରୀ ବୈଠକ ଯୁବ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନଙ୍କ ଆବାହକତ୍ୱରେ ରାଜସୁନାଖଳା ଗ୍ରାମପଞ୍ଚାୟତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି