ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ପୁରୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପୁରୀ ଗସ୍ତ କରି ସମୀକ୍ଷା ବୈଠକ କରିଛନ୍ତି। ଶୃଙ୍ଖଳିତ ଯାତ୍ରା, ଦର୍ଶନ ଓ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶରଧାବାଲି ଅଘଟଣକୁ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି।

ଗୋଟିଏ ମାସ ପାଇଁ ନିରାପତ୍ତା ପରିଷଦର ସଭାପତି ହେଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ମଙ୍ଗଳବାର ଜୁଲାଇ ୨୦୨୫ ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଗ୍ରହଣ କରିବାକୁ ଯାଉଛି। ପାକିସ୍ତାନର ସରକାରୀ ଗଣମାଧ୍ୟମ ଏ ବିଷୟରେ ସୂଚନା ଦେଇଛି। ଏହା ହେଉଛି ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବରେ ପାକିସ୍ତାନର ଦୁଇ ବର୍ଷ କାର୍ଯ୍ୟକାଳର ଏକ

୭୦ ବର୍ଷରେ ଭାରତୀୟ ଷ୍ଟେଟ ବ୍ୟାଙ୍କ, ଶୁଭେଚ୍ଛା ଜଣାଇଲେ ଅର୍ଥମନ୍ତ୍ରୀ ସୀତାରମଣ

ନୂଆଦିଲ୍ଲୀ : ଭାରତୀୟ ଷ୍ଟେଟ ବ୍ୟାଙ୍କକୁ ଆଜି ୭୦ ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଭିନନ୍ଦନ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ, ଶ୍ରୀମତୀ ସୀତାରମଣ କହିଛନ୍ତି ଯେ ୨୩ ହଜାରରୁ ଅଧିକ ଶାଖା, ୭୮ ହଜାର ଗ୍ରାହକ ସେବା ପଏଣ୍ଟ ଏବଂ ୬୪

ନ୍ୟାୟ ପାଇଁ ଲଢେଇ କରିବେ ଦୁଷ୍କର୍ମ ଶିକାର ୨୫ ବର୍ଷୀୟ ହିନ୍ଦୁ ମହିଳା

ଢାକା : ବାଂଲାଦେଶରେ, ଜଣେ ୨୫ ବର୍ଷୀୟ ହିନ୍ଦୁ ମହିଳା, ଯିଏକି ଏକ ଜଘନ୍ୟ ଦୁଷ୍କର୍ମର ଶିକାର ହୋଇଥିଲେ, ତାଙ୍କ ସ୍ୱାମୀ ଏବଂ କିଛି ସ୍ଥାନୀୟ ବାସିନ୍ଦାଙ୍କ ଚାପ ପରେ ପ୍ରଥମେ ସେ ପ୍ରତ୍ୟାହାର କରିବାକୁ ଚିନ୍ତା କରିଥିଲେ, ତଥାପି ସେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନେଇଛନ୍ତି।

ଇର୍ଷା କରି ଚାକିରିଆ ପ୍ରେମିକାକୁ ମାରିଦେଲା ପ୍ରେମିକ

ଭୋପାଳ: ଚାକିରି କରିଥିବା ପ୍ରେମିକାକୁ ଈର୍ଷା କରୁଥିଲା ବେରୋଜଗାର ପ୍ରେମିକ। ଲିଭ୍-ଇନରେ ରହି ବି ବଦଳିଲାନି ମନ। ନିଜ ଈର୍ଷାକୁ ମାରିବା ପାଇଁ ହତ୍ୟା ଭଳି ଅପରାଧକୁ ବାଛିଲା ପ୍ରେମିକ। ଏଭଳି ଘଟଣା ଘଟିଛି ଭୋପାଳର ଗାୟତ୍ରୀ ନଗରରେ। ଜଣେ ୨୯ ବର୍ଷୀୟ ମହିଳାଙ୍କୁ ତାଙ୍କ ଲିଭ-ଇନ୍ ପାର୍ଟନର

ନାରାଣୟଣ ମୂର୍ତ୍ତିଙ୍କ ୭୦ ଘଣ୍ଟା କାର୍ଯ୍ୟସପ୍ତାହ ମନ୍ତବ୍ୟ ପରେ ‘ଓଭର୍‌ଟାଇମ୍‌’କୁ ବିରୋଧ କଲା ଇନ୍‌ଫୋସିସ୍‌

ନୂଆଦିଲ୍ଲୀ: ଅତୀତରେ ଇନଫୋସିସ୍ ସହ-ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାର୍ଯ୍ୟସପ୍ତାହ ଉପରେ ମନ୍ତବ୍ୟ ଦେଇ ବିବାଦରେ ରହିଥିଲେ। ଏବେ ଇନଫୋସିସ୍ ତାର କର୍ମଚାରୀମାନଙ୍କୁ ବୃତ୍ତି ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖିବାକୁ ପରାମର୍ଶ ଦେଇଛି।ଯାହା ଜଣାପଡୁଛି କମ୍ପାନି

ମାଲକାନଗିରି : ପ୍ରବଳ ବର୍ଷାରେ ନଦୀରେ ଭାସିଯାଇ ୨ ମୃତ…

ମାଲକାନଗିରି :ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ନାଲିଗୁଡା କଲୋନୀ ନଦୀରେ ଭାସିଯାଇ ୨ ଜଣ ଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାଁ ର ଲବ ଡେରା (୪୫) ଏବଂ ଶୁକ୍ରି ଫଟକା (୪୦) । ଉଭୟଙ୍କ ମୃତଦେହ ଉଦ୍ଧାର କରି ଠାବ କରିଛି ଖଇରପୁଟ ଦମକଳ ବାହିନୀ ଦଳ । ମିଳିଥିବା ସୂଚନା ପ୍ରକାରେ ,

‘ଆମେରିକା ପାର୍ଟି’- ମସ୍କଙ୍କ ନୂଆ ରାଜନୈତିକ ଦଳ

ୱାସିଂଟନ: ଶିଳ୍ପପତି ଏଲନ ମସ୍କ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟର ତିକ୍ତତା ଆହୁରି ବଢିଯାଇଛି । ସଂପର୍କ ଏତେ ଖରାପ ହୋଇଯାଇଛି ଯେ ମସ୍କଙ୍କୁ ତାଙ୍କ ମୂଳ ଦେଶ ଦକ୍ଷିଣ ଆଫ୍ରିକାକୁ ପ୍ରତ୍ୟାର୍ପଣ କରିବାକୁ ଧମକ ଦେଇଛନ୍ତି ଟ୍ରମ୍ପ । ଏହାର ଜବାବରେ ଏକ ନୂଆ ରାଜନୈତିକ ଦଳ

ଔଷଧ କାରଖାନା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୩୫ ଛୁଇଁଲା

ସାଙ୍ଗାରେଡ୍ଡି: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରେ ଏକ ଔଷଧ କାରଖାନାରେ ସୋମବାର ଦିନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏବେ ସୁଦ୍ଧା ୩୫ ଜଣଙ୍କର ମୃତ୍ୟୁ ଘଟି ସାରିଲାଣି।। ଏବେ ବି ଧ୍ୱଂସପ୍ରାପ୍ତ ସ୍ଥାନରୁ ଭଗ୍ନାବଶେଷ ସଫା କାର୍ଯ୍ୟ ଜାରି