Sign in
Sign in
Recover your password.
A password will be e-mailed to you.
ଦିଲ୍ଲୀରୁ ଫେରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଆଲୋଚନା ହୋଇ ନ ଥିବା କହିଲେ ମନମୋହନ
ଭୁବନେଶ୍ଵର : ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଛନ୍ତି। କହିଛନ୍ତି ଏହା ବିଜେଡିର ଦଳୀୟ ନିଷ୍ପତ୍ତି , ବିଜେପି ନିଜ ରାସ୍ତାରେ ଅଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ!-->…
ଟାଟା ସ୍ୱେଚ୍ଛାସେବୀ ସପ୍ତାହ ଉପଲକ୍ଷେ ଟିପିଏସ୍ଓଡିଏଲ୍ ପକ୍ଷରୁ ଡିଜିଟାଲ ସାକ୍ଷରତା ଅଭିଯାନ
ଗଞ୍ଜାମ ଓ କୋରାପୁଟରେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ଓ ଉପଭୋକ୍ତା ସଂପ୍ରଦାୟ ସାମିଲ
ବ୍ରହ୍ମପୁର : ଟାଟା ସେଚ୍ଛାସେବୀ ସପ୍ତାହ ଉପଲକ୍ଷେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଗଞ୍ଜାମର ରଙ୍ଗେଇଲୁଣ୍ଡା ବ୍ଲକସ୍ଥିତ କମଳାପୁର!-->!-->!-->!-->!-->…
ସରକାରୀ ସହାୟତା ଅପେକ୍ଷାରେ ବିକଳାଙ୍ଗ ବିଜୟ
ଉମରକୋଟ / ରାଇଘର: ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ, ହାତୀଗାଁ ପଞ୍ଚାୟତ ଅନ୍ତର୍ଗତ ନୁଆଁପାରା ଗ୍ରାମର ଏକ ଗରିବ ପରିବାରର କିଶୋର ଆଜି ଜୀବନର ସବୁଠାରୁ କଠିନ ପରୀକ୍ଷା ଦେଇ ଗତି କରୁଛି। ଫୁଲସିଂ ଗଣ୍ଡ ଓ ଉପଇଁ ଗଣ୍ଡଙ୍କ ୧୪ ବର୍ଷୀୟ ପୁଅ ବିଜୟ ଗଣ୍ଡ, ପରିବାରର ସବୁଠୁ ବଡ଼ ଆଶା ହେଉଥିବା!-->…
ବିଏମସି ବୈଠକରେ ହଟ୍ଟଗୋଳ; ଧାରଣାରେ ବସିଲେ କର୍ପୋରେଟର
ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଫିସ ସମ୍ମୁଖରେ କର୍ପୋରେଟରଙ୍କ ଧାରଣା । କର୍ପୋରେଶନ ବୈଠକ ଚାଲିଥିବା ବେଳେ ବିଏମସି ଅଫିସ ସମ୍ମୁଖରେ ଧାରଣାରେ ବସିଲେ ୩୭ ନଂ ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ଗତ ୩ ବର୍ଷ ହେବ କୌଣସି କାମ ହେଉ ନଥିବା ଅଭିଯୋଗରେ ଧାରଣା ବସିଥିବା ସୂଚନା!-->…
ଆସନ୍ତାକାଲି ଶ୍ରୀମନ୍ଦିରେର ହେବ ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ
ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର!-->…
କ୍ଷୀର ଅପମିଶ୍ରଣ ବେଳେ ବେପାରୀଙ୍କୁ କାବୁ କଲା ପୋଲିସ
କଟକ: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ । ମାଡି ବସିଲା ପୋଲିସ । ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା ବେଳେ ମାଡ଼ି ବସିଥିଲା ପୋଲିସ।
ଦୀର୍ଘ ଦିନ ଧରି!-->!-->!-->…
ଅସ୍ତ୍ରୋପଚାର ପରେ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି
ବ୍ରହ୍ମପୁର: ୮୦ ବର୍ଷୀୟ ବୃଦ୍ଧଙ୍କ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି । ବୃଦ୍ଧ ଜଣକ ଅସାବଧାନତା ଯୋଗୁଁ ଦାନ୍ତକାଠି ଗିଳି ଦେଇଥିଲେ । ସଫଳ ଅସ୍ତ୍ରୋପଚାର କରି ଦାନ୍ତକାଠିକୁ ବାହାର କରିଛନ୍ତି ଡାକ୍ତର । ଦୀର୍ଘ ୧ ଘଣ୍ଟା ଧରି ପରିଶ୍ରମ କରିବା ପରେ ଖାଦ୍ୟନଳୀରୁ ଦାନ୍ତକାଠିକୁ!-->…
ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ, ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ଏଣିକି ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ। ଧରାପଡିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ଆକ୍ସନ ହେବ। ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୁଞ୍ଜିପତି ଘର ନେଇଥିଲେ!-->…
ରାଜଧାନୀ କଲେଜରେ ଛାତ୍ର ଅଣଛାତ୍ରଙ୍କ ମଧ୍ୟରେ ସଂଘର୍ଷ, ଦୁଇ ଛାତ୍ର ଆହତ
ଭୁବନେଶ୍ୱର : ରାଜଧାନୀ କଲେଜରେ ଛାତ୍ର ଅଣଛାତ୍ର ଙ୍କ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ । ପୁଣି ରଣକ୍ଷେତ୍ର ପାଲଟିଲା କଲେଜ କ୍ୟାମ୍ପସ । ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ । ଏହି ଗଣ୍ଡଗୋଳରେ ୨ ଛାତ୍ର ଆହତ ହୋଇଥିବା ସୂଚନା ।
ଏହାସହ ୨୦ ରୁ ଉର୍ଦ୍ଧ୍ବ!-->!-->!-->…
ପୁରୀରେ କାର୍ତ୍ତିକ ବ୍ରତ ପାଇଁ ପ୍ରସ୍ତୁତି ଆରମ୍ଭ, ହବିଷ୍ୟାଳୀଙ୍କ ପାଇଁ ଚଳିତବର୍ଷ ମଧ୍ୟ କରାଯିବ ଅନଲାଇନରେ ପଞ୍ଜୀକରଣ
ପୁରୀ: ପୁରୀରେ କାର୍ତ୍ତିକ ମାସ ପାଇଁ ପ୍ରସ୍ତୁତି ଆରମ୍ଭ । ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । ସୁରକ୍ଷିତ ରହଣି,ସ୍ନାନ, ଶୌଚ, ମହାପ୍ରସାଦ ସେବନ ଆଦି!-->…