Sign in
Sign in
Recover your password.
A password will be e-mailed to you.
ଜୁଲାଇ ୩ ଯାଏଁ ଭିଜିବ ସାରା ଓଡ଼ିଶା
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁଲାଇ ୩ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମଧ୍ୟାହ୍ନ ବୁଲେଟିନ ଅନୁଯାୟୀ,!-->!-->!-->…
‘ଅପରେସନ ସିନ୍ଦୂର’କୁ ନେଇ କ୍ୟାପ୍ଟେନ ଶିବକୁମାରଙ୍କ ମନ୍ତବ୍ୟ ପରେ ଅଡୁଆରେ ସରକାର
ନୂଆଦିଲ୍ଲୀ : ‘ଅପରେସନ ସିନ୍ଦୂର’ରେ ଭାରତର କ୍ଷୟକ୍ଷତିକୁ ନେଇ ବିରୋଧୀ ଦଳ କଂଗ୍ରେସ ସରକାରଙ୍କୁ ଘେରୁଥିବା ବେଳେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଇଣ୍ଡୋନେସିଆରେ ଭାରତର ଡିଫେନ୍ସ ଆଟାଚେ କ୍ୟାପ୍ଟେନ ଶିବ କୁମାର ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ଦେଶ ପକ୍ଷରୁ ଆପଣାଯାଇଥିବା ରଣନୀତି!-->…
ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ
ଭୁବନେଶ୍ବର: ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି । ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ ।!-->…
ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର ଅନୁ ଗର୍ଗ
ବାଲେଶ୍ୱର : ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର । ବାଲେଶ୍ବର ଓ ମୟୂରଭଞ୍ଜରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ପ୍ରବଳ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟାସ୍ଥିତି!-->…
ଭାରତୀୟ ସେନାକୁ ମିଳିବ ବ୍ରହ୍ମୋସଠୁ ଘାତକ କେ-୬ କ୍ଷେପଣାସ୍ତ୍ର
ଭାରତ ନିଜର କେ-୬ ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିବାକୁ ଯାଉଛି। ସମୁଦ୍ରରେ ପରୀକ୍ଷଣ କରାଯିବାକୁ ଥିବା ଏହି କ୍ଷେପଣାସ୍ତ୍ରକୁ ପ୍ରତିରକ୍ଷା ଗବେଷଣା ଉନ୍ନୟନ ପ୍ରତିଷ୍ଠାନ(ଡିଆରଡିଓ) ଦ୍ଵାରା ବିକଶିତ କରାଯାଇଛି। ଏହାକୁ ଭାରତର ପରବର୍ତ୍ତୀ ଏସ-୫ ଶ୍ରେଣୀର ପରମାଣୁ କ୍ଷମତା ସମ୍ପନ୍ନ!-->…
ଡିସେମ୍ବର ସୁଦ୍ଧା ରେଲୱେର ନୂଆ ଯାତ୍ରୀ ସଂରକ୍ଷଣ ବ୍ୟବସ୍ଥା
ଭୁବନେଶ୍ୱର : ଡିସେମ୍ବର ସୁଦ୍ଧା ରେଲୱେର ନୂଆ ଯାତ୍ରୀ ସଂରକ୍ଷଣ ବ୍ୟବସ୍ଥା । ପ୍ରତି ମିନିଟରେ ବୁକ କରି ହେବ ଦେଢ ଲକ୍ଷ ଟିକେଟ । ଯାତ୍ରା ସମୟର ୮ଘଣ୍ଟା ପୂର୍ବରୁ ଯାତ୍ରୀଙ୍କ ଚୂଡ଼ାନ୍ତ ଚାର୍ଟ ପ୍ରସ୍ତୁତ ହେବ। ନିର୍ଦ୍ଧିଷ୍ଟ ଦିନର ଦିନ ୨ଟା ପୂର୍ବରୁ ଛାଡଥିବା!-->…
୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ଯୌତୁକ ନେବା ସତ୍ବେ ମିଳିଲା ନିର୍ଯାତନା, ଜୀବନ ହାରିଲେ ନବବଧୂ
ଯୌତୁକ ବାବଦରେ ଜ୍ବାଇଁକୁ ୭୦ ଲକ୍ଷ ଟଙ୍କାର କାର ଦେଲେ। ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ବଣ୍ଡ ଦେଲେ। ତା’ ବ୍ୟତୀତ ଲକ୍ଷ ଲକ୍ଷ ଟଙ୍କାର ଜିନିଷପତ୍ର ଓ ସୁନା ଅଳଙ୍କାର ବି ଦେଲେ। ୧ କୋଟିରୁ ଅଧିକ ଟଙ୍କାର ଯୌତୁକ ନେଇ ଝିଅ ବାପ ଘରୁ ଶାଶୁ ଘରକୁ ଗଲା। ତା’ ପରେ ବି ଯୌତୁକ ନିର୍ଯାତନାରୁ!-->…
ସମ୍ଭାବ୍ୟ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି: ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମୀକ୍ଷା ପରେ ପ୍ରତିକ୍ରିୟାରେ ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ମନ୍ତ୍ରୀ କହିଛନ୍ତି। ମୟୂରଭଞ୍ଜ ଓ ବାଲେଶ୍ବରକୁ ରେଡ୍ ଆଲର୍ଟ ରହିଛି। ତଳମୁଣ୍ଡରେ!-->…
ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍; ନେତା ସହ ୫ ଗିରଫ
ଢାକା : ବାଂଲାଦେଶରେ କୋମିଲା ଜିଲାରେ ଜଣେ ୨୭ ବର୍ଷୀୟ ହିନ୍ଦୁ ଯୁବତୀଙ୍କ ସହ ତାଙ୍କ ଘରେ ପଶି ଦୁଷ୍କର୍ମ କରିଥିବା ଘଟଣା ହଇଚଇ ସୃଷ୍ଟି କରିଛି । ଯୁବତୀଙ୍କ ଭିଡିଓ କରି ତାହାକୁ ସୋସିଆଲ ମିଡିଆରେ ଭାଇରାଲ୍ ମଧ୍ୟ କରାଯାଇଛି । ଯୁବତୀଙ୍କ ସହ ମାର୍ପିଟ୍ ମଧ୍ୟ କରାଯାଇଛି । ଘଟଣାର ଭିଡିଓ!-->…
ଉତ୍ତର ଓଡ଼ିଶାରେ ବଡ ବନ୍ୟାର ଆଶଙ୍କା: ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବଡ଼ ବନ୍ୟା ଆଶଙ୍କା କରାଯାଉଛି | ଆସନ୍ତା ୨୪ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ତା ପରେ ବର୍ଷା ଉପରେ ନିର୍ଭର କରିବ ବନ୍ୟାର ସ୍ଥିତି କିଛି ଏଭଳି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ | ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି ଯେ!-->…