ଭଦ୍ରକ ଅଟୋନମସ କଲେଜରେ ଉତ୍ତେଜନା ଛାତ୍ରଙ୍କ ଧାରଣା

ଭଦ୍ରକ: ବ୍ୟାନର ଟାଙ୍ଗିବାକୁ ନେଇ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଥମୁନି ଉତ୍ତେଜନା । ମୁଖ୍ୟ ଗେଟ ଆଗରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ପରେ ଗତକାଲିଠାରୁ ଏଯାଏ ଉତ୍ତେଜନା ଲାଗି ରହିଛି । ଆଜି ମଧ୍ୟ ଗୋଟିଏ ଗୋଷ୍ଠୀର ଛାତ୍ର କଲେଜ ଗେଟ ସମ୍ମୁଖରେ ତୀବ୍ର ଉତ୍ତେଜନା

ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର

ଭୁବନେଶ୍ୱର : ସାବାଡ୍ ହେବେ ନିଶା ମାଫିଆ ।  ଲେଡି ନିଶା ମାଫିଆଙ୍କ ଘରେ ବୁଲିଲା ବୁଲଡୋଜର ।  ରାଜଧାନୀରେ ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର ।  ଚାରି ଚାରି ଥର ଗିରଫ ପରେ ମଧ୍ୟ ଚେତୁନଥିବାରୁ ଭାଙ୍ଗିଲା ଘର ।  ନୟାପଲ୍ଲୀ ଥାନା ଆଇଡି ମାର୍କେଟରେ ଭାଙ୍ଗିଲା ନିଶା ମାଫିଆଙ୍କ ଘର

ଆଧାର ସଂଶୋଧନ ଜରୁରୀ ହେଉଥିବା ବେଳେ ଆଧାର କେନ୍ଦ୍ର ବନ୍ଦକୁ ନେଇ ଅସନ୍ତୋଷ ବୃଦ୍ଧି….

ମାଲକାନଗିରି ଆଧାର ସଂଶୋଧନକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଆଧାର ସଂଯୋଗୀକରଣ ପାଇଁ କେନ୍ଦ୍ରରେ ସକାଳୁ ସଞ୍ଜ ଯାଏ ଅପେକ୍ଷା କରୁଛନ୍ତି ଲୋକେ , କିନ୍ତୁ କେନ୍ଦ୍ରରେ ତାଲା ଝୁଲିବା ସହ କର୍ମଚାରୀ ନିୟମିତ ଆସୁନଥିବା ଅଭିଯୋଗ ହୋଇଛି । ସରକାରୀ ସୁବିଧା ପାଇବାକୁ ହେଲେ ଆଧାର

ନବରଙ୍ଗପୁର ଠାରେ ଆନ୍ତଃ ରାର୍ଜୀୟ ପ୍ରବାସୀ ଶ୍ରମିକ ସଚେତନତା ରଥ ର ଶୁଭାରମ୍ଭ…

ନବରଙ୍ଗପୁର ତା ୦୯.୦୯.୨୦୨୫:ଆଜି ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ 10:00ଘ ସମୟରେ ଜିଲ୍ଲାପାଳ, ନବରଙ୍ଗପୁର ଡ. ମହେଶ୍ୱର ସ୍ୱାଇଁ, ଜିଲ୍ଲା ଶ୍ରମ ଅଧିକାରୀ, ଅନ୍ୟାନ୍ୟ କର୍ମଚାରୀ ଓ ଟ୍ରେଡ ୟୁନିଅନ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଏକ ଆନ୍ତର୍ରାଜ୍ୟୀୟ ପ୍ରବାସୀ ଶ୍ରମିକ

ନାବାଳିକାଙ୍କୁ ବଳାତ୍କାର ଘଟଣା : ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ : ବ୍ୟବହୃତ ଗାଡି ଜବତ…

ବାଲିଗୁଡା, ତା, ୦୯/୦୯: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶିକାର ହୋଇଥିଲେ ଉକ୍ତ ମାମଲାରେ ଅଭିଯୁକ୍ତକୁ ପୋଲିସ ଦାରିଙ୍ଗବାଡିରୁ ଗିରଫ କରିଛି।

ଚୋରା ସୁନାର ହୋବ୍ ଆସିକା : ଖବର ପ୍ରକାଶ ପରେ ପ୍ରଶାସନ ର ସ୍କାନର ରେ କାମେଶ୍ୱର ….!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସହର ଚୋରା ସୁନା କ୍ରୟ କରିବାରେ ରାଜ୍ୟରେ ପ୍ରଥମ ସ୍ଥାନ ହେବାର ନଜିର ରହିଛି। କେତେବେଳେ ସୁନୀଲ ତ କେତେବେଳେ କାମେଶ୍ୱରଙ୍କ ନାଁ କୁ ନେଇ ଚର୍ଚ୍ଚା ଜୋର ଧରିଛି। ଅମାପ ସମ୍ପତ୍ତିର ପାହାଡ଼ ଉପରେ ବସି ସରକାରଙ୍କ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ୱ ଲୁଟୁ ଥିବା

ପ୍ରଶାସନର ପଲିଥିନ ନିଷିଦ୍ଧ ଏକ ଭେଳିକି ! : ଗାଈ ପେଟରୁ ବାହାରିଲା ୫୦ କିଲୋ ଜରି

ବ୍ରହ୍ମପୁର; ୦୮/୦୯ : ରାଜ୍ୟରେ ପଲିଥିନ ବ୍ୟାଗ୍ ଓ ପ୍ଲାଷ୍ଟିକ ବ୍ୟବହାରକୁ ସରକାରଙ୍କ ପକ୍ଷରୁ ନିଷିଦ୍ଧ କରାଯାଇଛି। କିନ୍ତୁ ତାହା କେବଳ କାଗଜକଲମରେ ସୀମିତ ରହିଛି। କିଛିଦିନ ଧରପଗଡ ପରେ ସରକାରୀ କଳ ଶୋଇପଡ଼ିଛି। ଯେଉଁଥିପାଇଁ ଆଜି ଛୋଟରୁ ବଡବଡ ଦୋକାନରେ କିଣାକିଣି ବେଳେ ପଲିଥିନ ବ୍ୟବହାର

ଗ୍ରାମପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିର

ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ନୂଆପଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଦିନ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ତହସିଲଦାର ତଥା ଭାର ପ୍ରାପ୍ତ ବିଡ଼ିଓ ଶ୍ରୀଯୁକ୍ତ ବିଶ୍ୱ ରଞ୍ଜନ କହଁର, ଏ ବି ଡି ଓ ଶ୍ରୀମତୀ ରେଶମା କୁମାରୀ ସାମଲ,

ମାନ୍ୟମକୋଣ୍ଡାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ମାଲକାନଗିରି : ଆଜି କାଲିମେଳା ବ୍ଲକ୍ ମାନ୍ୟମକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ  ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ, ୨ଗୁରୁତର

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର , କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ