Sign in
Sign in
Recover your password.
A password will be e-mailed to you.
୩ ମାସକୁ ବୃଦ୍ଧି ପାଇଲା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ପରାମର୍ଶଦାତାଙ୍କ ପାରିଶ୍ରମିକ ଅବଧି
ଭୁବନେଶ୍ବର: ପରାମର୍ଶଦାତାଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଆଶ୍ୱସ୍ତି । ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତା, ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ ୟୁନିଟ୍ ଓ ଟେକ୍ନିକାଲ ସପୋର୍ଟ ୟୁନିଟରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ପାରିଶ୍ରମିକର ଅବଧି ୩ ମାସକୁ ବୃଦ୍ଧି ଗରାଗଲା । ଏହି ବ୍ୟବସ୍ଥାର ଅବଧିକୁ!-->…
ସ୍ବାଭିମାନ ଅଞ୍ଚଳରେ ମାଓ ଡମ୍ପ୍ ଠାବ
ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡାଆମ୍ବ ଥାନା ଅର୍ନ୍ତଗତ ଓରାପଦର ଜଙ୍ଗଲରେ ପୁଣି ଠାବ ହେଲା ମାଓ ଡମ୍ପ୍ । ବିଏସଏଫ ଓ ଡିଭିଏଫ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀଙ୍କ ଏକ ବଡ ଡମ୍ପ୍ ଠାବ ହୋଇଛି!-->…
ମହଣ ମହଣ ସୁନାରେ ସଜେଇ ହେଲେ ଶ୍ରୀବିଗ୍ରହ, ବିଳମ୍ବିତ ରାତି ପର୍ଯ୍ୟନ୍ତ ଜାରି ରହିବ ଦିବ୍ୟ ଦର୍ଶନ
ପୁରୀ : ଦାରୁବ୍ରହ୍ମ ଆଜି ମହଣ ମହଣ ସୁନାରେ ଛାଉଣି ହୋଇଛନ୍ତି। ଆଷାଢ଼ ଶୁକ୍ଳ ଏକାଦଶୀ ତିଥି (ଶନିବାର) ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ମହାପ୍ରଭୁ ସିଂହଦ୍ବାରରେ ବିଶ୍ରାମ ନେଇଛନ୍ତି। ରତ୍ନବେଦିକୁ ବାହୁଡ଼ିବା ପୂର୍ବରୁ!-->…
ଦିବ୍ୟାଙ୍ଗ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ, ତଦନ୍ତ ଆରମ୍ଭ କଲା OSCPCR
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଶିକ୍ଷା ଓ ସୁରକ୍ଷା ପାଇଁ ଦିବ୍ୟାଙ୍ଗ ଛାତ୍ରୀମାନଙ୍କୁ ଛଡ଼ାଯାଇଥିଲା, ସେଠାରେ ହିଁ ସେମାନଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବ୍ୟକ୍ତି ନିଜେ ଭକ୍ଷକ ସାଜିଥିବା ଅଭିଯୋଗ ହୋଇଛି।!-->…
ହାଇଓ୍ବା ଧକ୍କାରେ ବାପ-ଝିଅ ମୃତ, ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା : ଖୋର୍ଦ୍ଧା ଗଙ୍ଗପଡା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଟରକୁ ଧକ୍କା ଦେଲା ହାଇୱା । ଦୁର୍ଘଟଣା ଫଳରେ ସ୍କୁଟରରେ ଯାଉଥିବା ବାପା ଏବଂ ଝିଅଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକ ୧୬ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାସ୍ତାରେ ଗାଡି!-->…
ଇନଷ୍ଟାଗ୍ରାମରେ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ଯୋଡ଼ି ହେବାକୁ ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦୀ
ନୂଆଦିଲ୍ଲୀ:କେନ୍ଦ୍ର ମନ୍ତ୍ରୀମାନେ ସୋସିଆଲ ମିଡିଆ, ବିଶେଷକରି ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରାମର୍ଶ ଦେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସେ!-->…
ଇରାନର ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣ ; ହର୍ମୁଜକୁ ନେଇ ସଂଘର୍ଷ ଜାରି
ତେହରାନ : ମଧ୍ୟପ୍ରାଚ୍ୟର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବି ଆହୁରି ଗମ୍ଭୀର ରୂପ ନେଉଛି। ଏହି ଯୁଦ୍ଧରେ ପ୍ରଥମ ଥର ପାଇଁ ଆମେରିକା ନିଜର ଶକ୍ତିଶାଳୀ ବି-୧ ଲାନ୍ସର ଦୀର୍ଘ ପାଲ୍ଲାର ବିମାନକୁ ବ୍ୟବହାର କରି ଇରାନର ଏକାଧିକ ସାମରିକ!-->…
ଇସ୍ତଫା ଦେଲେ ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶହାବୁଦ୍ଦିନ
ବାଂଲାଦେଶ : ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶହାବୁଦ୍ଦିନ ସମ୍ବିଧାନର ଧାରା ୫୦(୩) ଅଧିନରେ ସଂସଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ କର୍ଯ୍ୟକାଳ ୨୦୨୮ରେ ସମାପ୍ତ ହେବାର ଥିଲା । କିନ୍ତୁ ଏହାପୂର୍ବରୁ ସେ ଇସ୍ତଫା ଦେଇଛନ୍ତି । ବଙ୍ଗାଳୀ ଭାଷାରେ ଏକ ଚିଠି ଲେଖି ବଙ୍ଗଭବନ!-->…
ସାଉଦି ପ୍ରିନ୍ସଙ୍କ ସନ୍ଦେହଜନକ ମୃତ୍ୟୁ, ହୋଟେଲରୁ ମୃତଦେହ ଉଦ୍ଧାର
ନୂଆଦିଲ୍ଲୀ : ଲଣ୍ଡନର ଏକ ବିଳାସପୂର୍ଣ୍ଣ ହୋଟେଲରେ ମଦ, ଡ୍ରଗ୍ସ ଏବଂ ମାନସିକ ଚାପ ସମସ୍ୟା ପାଇଁ ନିଆଯାଉଥିବା ଔଷଧର ମାତ୍ରାଧିକ ସେବନ ଯୋଗୁଁ ୨୯ ବର୍ଷୀୟ ସାଉଦି ରାଜକୁମାର ଅବଦୁଲ୍ଲା ବିନ୍ ଫହଦଙ୍କ ମୃତ୍ୟୁ ଘଟିଛି । ରାଜକୁମାର ଅବଦୁଲ୍ଲା କେନ୍ସିଂଟନ ସ୍ଥିତ ମ୍ୟାରିଅଟ୍ ହୋଟେଲର ନିଜ!-->…
NEET ପେପର ଲିକ୍ ମାମଲାରେ ଜରିମାନା ସହ ଦୋଷୀକୁ ଭୋଗିବାକୁ ପଡ଼ିବ କଠୋର ଦଣ୍ଡ
ନୂଆଦିଲ୍ଲୀ : ପେପର ଲିକ୍ ମାମଲାକୁ ନେଇ ଜନ୍ତରମନ୍ତରରେ ପ୍ରତିବାଦ ଜାରି ରହିଛି । ଏବେ, ସରକାର ମଧ୍ୟ ଏହି ପ୍ରସଙ୍ଗରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜେ ୨୪ ଘଣ୍ଟା ମଧ୍ୟରେ ଦୁଇଟି ଦୃଢ଼ ବାର୍ତ୍ତା ଜାରି କରିଛନ୍ତି ।!-->…