Sign in
Sign in
Recover your password.
A password will be e-mailed to you.
ଅଗଷ୍ଟ ୧୬ରେ ଅବସର ନେବେ ପୋଲିସ ଡିଜି ୱାଇ.ବି. ଖୁରାନିଆ, ବିଜ୍ଞପ୍ତି ଜାରି କଲା ଗୃହ ବିଭାଗ
ଭୁବନେଶ୍ୱର : ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ଆସନ୍ତା ଅଗଷ୍ଟ ୧୬ ତାରିଖ ସରକାରୀ ଚାକିରିରୁ ଅବସର ନେବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ୧୯୯୦!-->…
ରାଜ୍ୟରେ ସାର୍ବଜନୀନ ଇଭି ଚାର୍ଜିଂ ଷ୍ଟେସନର ବିକାଶ ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ୪୦ କୋଟି ମଞ୍ଜୁର
ଭୁବନେଶ୍ବର: ଓଡ଼ିଶାରେ ସାର୍ବଜନୀନ ଇଭି ଚାର୍ଜିଂ ଷ୍ଟେସନ୍ ବିକାଶ ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ୪୦ କୋଟି ୫୦ ଲକ୍ଷ ୭୫ ହଜାର ୭୪୦ ଟଙ୍କା ଅନୁଦାନ ମଞ୍ଜୁର କରାଯାଇଛି । ଏହି ଅବସରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି “ ‘ପୂର୍ବୋଦୟ’ର ପ୍ରବେଶପଥ ଓଡ଼ିଶାକୁ!-->…
ବହୁଚର୍ଚ୍ଚିତ ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ
ଭୁବନେଶ୍ଵର: ଅନୁଗୋଳ ଜିଲ୍ଲାରେ ଜଣେ ଯୁବତୀ ଓ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ବହୁଚର୍ଚ୍ଚିତ ମାମଲାରେ ଆଜି ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ (ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ) ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରି ୪ ଜଣ ଅଭିଯୁକ୍ତଙ୍କୁ କଠୋର ଦଣ୍ଡାଦେଶ ପ୍ରଦାନ!-->…
ରାଜ୍ୟରେ ପ୍ରତିଷ୍ଠା ହେବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର’ ଓ ‘AI ପାର୍କ’: ଯୁବକ-ଯୁବତୀଙ୍କୁ ମିଳିବ ନିଯୁକ୍ତି
ଭୁବନେଶ୍ଵର: ଓଡ଼ିଶାରେ ଟେକ୍ ବିପ୍ଳବ। ରାଜ୍ୟରେ HCL tech ପ୍ରତିଷ୍ଠା କରିବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର ‘AI Park’। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ HCLTech ଓ ‘ସର୍ଭମ AI’ ସହ ସ୍ୱାକ୍ଷରିତ ହେଲା ଦୁଇଟି MoU। ୭୩୦ କୋଟି ପୁଞ୍ଜିନିବେଶ ହେବ। ସର୍ଭମ AI ଓ HCL tech ସହ ମିଶି AI!-->…
ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀଙ୍କୁ ବାନ୍ଧିଲା ବନବିଭାଗ
ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ । ଶିକାରୀମାନଙ୍କୁ ଏଆଇ ଟ୍ରେଲଗାର୍ଡ କ୍ୟାମେରାରେ କଏଦ କରାଯାଇଥିଲା । ସେମାନଙ୍କ ନିକଟରୁ ୨ ଟି ହାତ ତିଆରି ବନ୍ଧୁକ, ଗନ୍ ପାଉଡର, ୨ ଟି ହେଡ ଟର୍ଚ୍ଚ ଏବଂ ଅନ୍ୟାନ୍ୟ ନିଷିଦ୍ଧ ଜିନିଷ ଜବତ କରିଛନ୍ତି ଶିମିଳିପାଳ!-->…
ଭୁବନେଶ୍ୱରରେ ୭୩୦ କୋଟି ବ୍ୟୟରେ ‘ଏଆଇ ହବ୍’ କରିବ HCLTech
ଭୁବନେଶ୍ୱର: ଓଡ଼ିଶାର ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) କ୍ଷେତ୍ରରେ ଏକ ନୂଆ ଏବଂ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟାପକ ନିଯୁକ୍ତି ସୃଷ୍ଟି ଦିଗରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଏଚସିଏଲ୍ ଟେକ୍!-->…
ମକା ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ : ୨ ଗିରଫ, ଫୁଲବାଣୀରୁ ବିହାରକୁ ହେଉଥିଲା ଚାଲାଣ
ବଲାଙ୍ଗୀର: ଫୁଲବାଣୀରୁ ବିହାର ଗଞ୍ଜେଇ ଚାରାଚାଲାଣ ବେଳେ ମାଡି ବସିଲା ଅବକାରୀ ଟିମ୍ । ଆଜି ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଏକ ମକା ଭର୍ତ୍ତି ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଏହା ସହ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।
ଦୁଇ ଅଭିଯୁକ୍ତ!-->!-->!-->…
ନୟାଗଡ ବ୍ଲକରେ ମଧୁବାବୁ ପେନସନ ଯୋଜନାର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୟାଗଡ଼: ନୟାଗଡ଼ ବ୍ଲକର ନୂତନ ସମ୍ମିଳନୀ କକ୍ଷଠାରେ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମଞ୍ଚସ୍ଥ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଶ୍ରୀ କିଶୋର ଚନ୍ଦ୍ର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ଐଶ୍ୱର୍ଯ୍ୟା!-->…
ଦଳ ବଦଳାଇଲେ ଇତିହାସ ବଦଳେ ନାହିଁ : ଭର୍ତ୍ତୃହରିଙ୍କୁ ଅରୁଣ ସାହୁଙ୍କ କାଉଣ୍ଟର
ନୟାଗଡ଼ : ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମର୍ଥନ ଜଣାଇବା ପରେ ବିଜେପି ସାଂସଦ ଭର୍ତ୍ତୃହରି ମହତାବ ଦେଇଥିବା ପ୍ରତିକ୍ରିୟାକୁ ନେଇ କଡ଼ା କାଉଣ୍ଟର କରିଛନ୍ତି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ । ନୟାଗଡ଼ସ୍ଥିତ ବିଜୁ ଜନତା ଦଳ!-->!-->!-->…
କଂଗ୍ରେସକୁ ଝଟକା: ସାଧାରଣ ସଭ୍ୟ ପଦରୁ ଇସ୍ତଫା ଦେଲେ ବରିଷ୍ଠ କଂଗ୍ରେସ ନେତା ବସନ୍ତ କୁମାର କର
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଏବଂ ଜିଲ୍ଲା ସ୍ତରୀୟ ବିଭିନ୍ନ ପଦବୀରେ ରହି କଂଗ୍ରେସ ଦଳର ମୁଖ୍ୟ ସଂଗଠକ ଭାବରେ ଦୀର୍ଘ ୪୩ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ କାର୍ଯ୍ୟ କରୁଥିବା ବସନ୍ତ କୁମାର କର କଂଗ୍ରେସ ଦଳ ସାଧାରଣ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।ସେ ତାଙ୍କର ଇସ୍ତଫା ପତ୍ରକୁ!-->…