Sign in
Sign in
Recover your password.
A password will be e-mailed to you.
ଲୋକ ନାଟକ ପ୍ରାଦେଶିକ ସଂସ୍କୃତିକୁ ପୁଷ୍କଳ କରିଥାଏ : ରୋଶନ୍
ବ୍ରହ୍ମପୁର : ସ୍ଥାନୀୟ ଆମ୍ବ ବଜାର ଗଣେଶ ପୂଜା କମିଟି ଆୟୋଜିତ ଅନ୍ତିମ ଦିବସର ସାଂସ୍କୃତିକ କାର୍ଯ୍ୟକ୍ରରେ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁ ଅତିଥି ଭାବରେ ଯୋଗଦେଇ ଆମ ଲୋକ କଳା ଓ ଲୋକ ନାଟକ ପ୍ରାଦେଶିକ ସଂସ୍କୃତିକୁ ପୁଷ୍କଳ କରୁଥିବା ହେତୁ!-->!-->!-->…
SCOରେ ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶଙ୍କୁ ଚେତାବନୀ ଦେଲେ ମୋଦୀ
ନୂଆଦିଲ୍ଲୀ: ଚୀନର ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ (SCO)ର ୨୫ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦ ବିରୋଧରେ କଡ଼ା ବାର୍ତ୍ତା ଦେଇଛନ୍ତି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଉପସ୍ଥିତ ଥାଇ ମୋଦୀ କହିଛନ୍ତି, କିଛି ଦେଶର ଆତଙ୍କବାଦୀ ସଂଗଠନଙ୍କୁ!-->…
ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା: ଭାରତ ସହ ରାଜନୀତି ନୁହେଁ ବରଂ ବିଶ୍ୱାସର ସମ୍ପର୍କ କହିଲେ ପୁଟିନ୍
ସାଙ୍ଘାଇ ସମନ୍ୱୟ ସଂଗଠନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଭାରତ ଏବଂ ରୁଷ ମଧ୍ୟରେ ସମ୍ପର୍କରେ ସବୁଠାରୁ ବଡ ସମସ୍ୟା ଯଦି କୌଣସି ଦେଶକୁ ହୋଇଥାଏ ତାହା ହେଉଛି ଆମେରିକା । ଏହି!-->…
ଆଫଗାନ ଭୂକମ୍ପ ପୀଡ଼ିତଙ୍କ ପରିବାରକୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଫଗାନିସ୍ତାନରେ ଭୂକମ୍ପ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଦୁଃଖପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି, ଆଫଗାନିସ୍ତାନରେ ଭୂକମ୍ପ!-->!-->!-->…
୮୦୦ ଟପିଲା ଆଫଗାନିସ୍ତାନ ଭୂକମ୍ପ ମୃତ୍ୟୁ ସଂଖ୍ୟା, ୧୩୦୦ ଆହତ
ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୮୦୦ ଅତିକ୍ରମ କରିଛି। ୧୩୦୦ରୁ ଅଧିକ ଲୋକ ଏଥିରେ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି।
ରବିବାର ବିଳମ୍ବିତ ରାତି ପ୍ରାୟ ୧୧ଟା ୪୭ରେ!-->!-->!-->…
କମିଲା ଗ୍ୟାସ୍ ସିଲିଣ୍ଡର.. ପେନ୍ସନ୍ ଠାରୁ ଆରମ୍ଭ କରି ବଦଳିଲା କେଡ୍ରିଡ୍ କାର୍ଡ ପର୍ଯ୍ୟନ୍ତ ଏସବୁ ନିୟମ
ନୂଆଦିଲ୍ଲୀ : ସେପ୍ଟେମ୍ବର ୧ ଅର୍ଥାତ୍ ସୋମବାର ଆର୍ଥିକ କ୍ଷେତ୍ରରେ ୭ଟି ବଡ ପରିବର୍ତ୍ତନ ହୋଇଛି। ଯାହା ସର୍ବସାଧାରଣଙ୍କ ପକେଟ୍ ଉପରେ ପ୍ରଭାବ ପକାଇବ। ଏଲପିଜି ସିଲିଣ୍ଡର ଦର ଠାରୁ ଆରମ୍ଭ କରି,କ୍ରେଡିଟ୍ କାର୍ଡ, ଆୟକର ଟ୍ୟାକ୍ସ ଦେବା, ଭାରତୀୟ ଡାକ ସେବାର ନିୟମ, ଏଫଡି ସ୍କିମ୍ ଆଦି!-->…
ଲଟେରି ଜରିଆରେ ଭୁବନେଶ୍ୱର ବରମୁଣ୍ଡା ଦୋକାନ ବଣ୍ଟନ ହେବ
ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ହେବ ଦୋକାନ ବଣ୍ଟନ। ବିଡିଏ ଭାଇସ୍ ଚେୟାରମ୍ୟାନ ଡ.ଏନ୍ ତିରୁମାଲା ନାଏକ ସୋମବାର ଏହି ବଡ଼ ଘୋଷଣା କରିଛନ୍ତି। ୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ଦୋକାନୀଙ୍କୁ ଘର ଆବଣ୍ଟନ କରାଯିବ।
ଦୋକାନୀଙ୍କ!-->!-->!-->…
୩ ଟି ଅର୍ଥନୈତିକ ଜୋନ ସୃଷ୍ଟି କରିବାକୁ ଯୋଜନା କରୁଛନ୍ତି ଓଡ଼ିଶା ସରକାର
ଭୁବନେଶ୍ୱର : ଭୁବନେଶ୍ୱରକୁ ଗୋଟିଏ ବିଶ୍ଵସ୍ତରୀୟ ସହର କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିୟାଯାଇଛି । ଓଡ଼ିଶା ସରକାର କ୍ଵାଡ଼ ସିଟି ପ୍ରୋଗ୍ରାମ ଜରିଆରେ ଭୁବନେଶ୍ୱର, ପୁରୀ, କଟକ, ଏବଂ ପାରାଦ୍ୱୀପକୁ ମିଶାଇ ଏକ ଅର୍ଥନୈତିକ ଜୋନ !-->…
ମଝି ନଈରୁ ହେଲିକପ୍ଟର ଯୋଗେ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ
ମାଲକାନଗିରି : ମଝି ନଈରୁ ଉଦ୍ଧାର ହେଲେ ଯୁବକ । ହେଲିକପ୍ଟର ଯୋଗେ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମବାହିନୀ । ମାଲକାନଗିରି ଜିଲ୍ଲା କତାମାଟେରୁ ନିକଟ ସବେରୀ ନଦୀରେ ଯୁବକ ଜଣକ ଫସିଥିଲେ । ୨୪ ଘଣ୍ଟା ଧରି ମଝି ନଈରେ ଥିଲେ। ଆଜି ସକାଳୁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ!-->…
ସେମିକନ କନଫରେନ୍ସରେ ଯୋଗ ଦେବା ଲାଗି ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି । ଆସନ୍ତାକାଲି!-->…