ହାଇଦ୍ରାବାଦରେ ସମ୍ବର୍ଦ୍ଧିତ ହେଲେ ଓଡିଆ ଯୁବଚାଷୀ ମାନସ

ପିପିଲି: ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ହରିଡାମଡା ଗ୍ରାମର ସଫଳ ଯୁବ ଚାଷୀ ମାନସ କୁମାର ଦାସଙ୍କୁ ଚଳିତ ବର୍ଷର ଜାତୀୟ ସ୍ତରୀୟ ମର୍ଯ୍ୟାଦାଜନକ ‘ଉକୃଷ୍ଟ କୃଷକ-୨୦୨୫’ ପୁରସ୍କାର ପ୍ରଦାନ କରାଯାଇଛି। ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍‍), ନୂଆଦିଲ୍ଲୀ ଅନ୍ତର୍ଗତ ‘ରାଷ୍ଟ୍ରୀୟ କୃଷି

ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ବେଳେ ଗୋଷ୍ଠୀ କନ୍ଦଳ, ଖଣ୍ଡା ଚୋଟରେ ଯୁବକ ଗୁରୁତର…

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବସଷ୍ଟାଣ୍ଡ ଗଣେଶ ମନ୍ଦିର ସାମନାରେ ଗଣେଶ ପୂଜା ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସମୟରେ ବିଶୃଙ୍ଖଳା ସୃଷ୍ଟିକରୀଙ୍କୁ ଆକଟ କରିବାକୁ ଉଦ୍ୟମ କରୁଥିବା ଓଡ଼ଗାଁ ଏନଏସି ପାଇକ ସାହିର ପିଣ୍ଟୁ ନାୟକଙ୍କୁ ମରଣାନ୍ତକ ଆକ୍ରମଣରେ ଓଡ଼ଗାଁ ହରିଜନ

ଅସହାୟ ମହିଳା ପାଇଲେ ରେଡ଼କ୍ରସ ଟଙ୍କା

ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ଗଡର ଜଣେ ଅସହାୟ ଚିକିତ୍ସିତ ମହିଳା ପାଇଲେ ରେଡ଼କ୍ରସ ଟଙ୍କା । ସୂଚନା ପ୍ରକାରେ ଦୀର୍ଘ ଦିନ ହେଲା ଚିକିଟୀ ଗଡର ପ୍ରମିଳା ପାଢ଼ୀ ବୟସ ପ୍ରାୟ (୫୫) ନିଜର ଅସହାୟତା ହେତୁ ନିଜର ଗୁଜରାଣ ମେଣ୍ଟାଇବା ଅସମର୍ଥ ହୋଇ ପଡ଼ିଥିବା ବେଳେ ନିଜର ଶାରୀରିକ

ଚିକିଟୀରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

ଚିକିଟୀ : ଏହି ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପରିଷଦର ଉପାଧ୍ୟକ୍ଷ ଶ୍ରୀ ହର ପ୍ରସାଦ ଚୌଧିରୀ ଙ୍କ ଅଧ୍ୟକ୍ଷତା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସିଦ୍ଧାର୍ଥ ସୋରେନ ଙ୍କ ଦ୍ଵାରା

ୟୁରିୟା ସାର କଳାବଜାରୀ ନେଇ ଚେତିଲେ ଚାଷୀ, ଚଢାଦରରେ ସାର ବିକ୍ରିକୁ ନେଇ ରାଜରାସ୍ତା ଅବରୋଧ

ମାଲକାନଗିରି : ସାରା ଜିଲ୍ଲାରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି । ସାର କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନଥିବାରୁ ଚାଷୀକୁଳ ହନ୍ତସନ୍ତ ହେଉଛନ୍ତି । ବିଭିନ୍ନ ସ୍ଥାନରେ ବିଶେଷ କରି ଦୁର୍ଗମଗ୍ରାମାଞ୍ଚଳରେ ସାର ସମସ୍ୟା ଉତ୍କଟ ହୋଇଛି । ସେହିପରି ମାଲକାନଗିରି

ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣ ସ୍ଥିତି ତ୍ୱରାନ୍ୱିତ କରାଯାଇଛି । ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି । କିନ୍ତୁ ରାଜ୍ୟରେ ସାରର କୃତ୍ରିମ ଅଭାବ ଦର୍ଶାଇ ଚାଷୀ ଭାଇ ଭଉଣୀଙ୍କୁ କୌଣସି

ଗଣେଶ ପୂଜାରେ ଆଧ୍ୟାତ୍ମିକ ପ୍ରବଚନ, ହରି କଥାରେ ଭାବବିହ୍ବଳ ଗାଁ ଲୋକେ

ଅସ୍ତରଙ୍ଗ : ପର୍ବ, ପର୍ବାଣି, ପୂଜା, ମହୋତ୍ସବ ଆମ ଓଡିଆ ପରମ୍ପରାର ଏକ ଅଂଶ ବିଶେଷ। ବିଶେଷ ଭାବରେ ବିଘ୍ନ ବିନାୟକ ଗଣପତି ବାବା ଗଣେଶଙ୍କ ପୂଜା ଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଥାଏ । ଏହି ସମୟରେ ବିଭିନ୍ନ ପର୍ବପର୍ବାଣି ସହିତ ଦେବୀ ଦେବତାଙ୍କ ପୂଜା ଆରମ୍ଭ ହୋଇଥାଏ । ଆଜିକାଲିର

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗରେ ବନ୍ଧା ହେଲେ ପୋଷ୍ଟମାଷ୍ଟର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଥାନା ଅଧୀନସ୍ଥ ଅନ୍ଧାରୀ ଶାଖା ଡାକଘରେ ଜମାକାରୀଙ୍କ ଲକ୍ଷ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ପୋଷ୍ଟମାଷ୍ଟରଙ୍କୁ ଗିରଫ କରାଯାଇଛି। ସୁନିତା ସାହୁ ନାମକ ଜଣେ ଜମାକାରୀଙ୍କ ଅଜାଣତରେ ଆକାଉଣ୍ଟରୁ ୧୦,୦୦୦ ଟଙ୍କା ଉଠାଯାଇଥିବା ଦେଖି ସେ ଏହା

ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍, ଜଣେ ଗିରଫ

କଟକ : ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍ ।  କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ୍ ଛକ ରୋଡ ବମ୍ବେ ହୋଟେଲ ନିକଟରୁ ଜବତ୍ କରିଛି ଜିଲ୍ଲା ଅବକାରୀ ସ୍ଵାଡ୍। ଜବତ୍ ହେରୋଇନ୍ ହେଉଛି ୪୩ ଗ୍ରାମ ।  ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷ ୩୦ ହଜାର ଟଙ୍କା ହେବ ବୋଲି ଜଣାଯାଇଛି । ଜଣେ

ଚୀନରେ ଶୁଭିଲା ‘ବନ୍ଦେ ମାତରଂ, ଭାରତ ମାତା କୀ ଜୟ’ ଧ୍ବନି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ ଗସ୍ତରେ ଯାଇ ଶନିବାର ତିଆନଜିନ ସହରରେ ପହଞ୍ଚିଛନ୍ତି, ଯେଉଁଠି ସେ ସାଂଘାଇ ସହଯୋଗ ସଂଗଠନ(ଏସସିଓ) ସମ୍ମିଳନୀରେ ଯୋଗଦେବେ। ତେ​‌ବେ ମୋଦୀ ଚୀନରେ ପହଞ୍ଚିବା ପରେ ଏକ ଅଭୂତପୂର୍ବ ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ କରାଯିବା