Sign in
Sign in
Recover your password.
A password will be e-mailed to you.
ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ, ଲାଠିଚାର୍ଜକୁ ଭୁଲ୍ ବୋଲି କହିଲେ
ନୂଆଦିଲ୍ଲୀ : PM ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ । ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ । ‘ଲାଠିଚାର୍ଜ ଭୁଲ୍, ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଆନ୍ନା । ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନକୁ!-->…
୫ ଦିନ ଯାଏଁ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା, ୯୯ରୁ ଅଧିକ ରାସ୍ତା ବନ୍ଦ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ଏବଂ ହିମାଚଳରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ ଏସବୁ ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଦେଖି ଜିଲ୍ଲା ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛି । ରାଜ୍ୟରେ ଲଗାତାର ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ୯୯!-->…
ଜନ୍ତର ମନ୍ତର ଅଞ୍ଚଳରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ, ଜାରି ରହିଛି ଛାତ୍ରଙ୍କ ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନ୍ତର ମନ୍ତରର ୧.୫ କିଲୋମିଟର ପରିଧି ମଧ୍ୟରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଜନ୍ତର!-->…
ପ୍ରଶ୍ନପତ୍ର ଲିକ୍ ମାମଲାରେ ଫାଷ୍ଟଟ୍ରାକ୍ କୋର୍ଟରେ ଦଣ୍ଡ, ପ୍ରଧାନମନ୍ତ୍ରୀ ଗ୍ରହଣ କଲେ କଡ଼ା ଆଭିମୁଖ୍ୟ
ନୂଆଦିଲ୍ଲୀ : ପ୍ରଶ୍ନ ପତ୍ର ଲିକ୍ ମାମଲାରେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ତାଙ୍କ ସରକାରୀ ହ୍ୟାଣ୍ଡେଲ ପୋଷ୍ଟରେ ସିଧାସଳଖ ଭାବେ ପେପର୍ ଲିକ୍ ପ୍ରସଙ୍ଗକୁ ସମ୍ବୋଧିତ କରିଥିଲେ । ପେପର୍ ଲିକ୍ ତଦନ୍ତ ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରାଯିବ ବୋଲି!-->…
ଆସାମ ବନ୍ୟାରେ ମୃତ୍ୟୁସଂଖ୍ୟା ୪୧କୁ ବୃଦ୍ଧି, ୧୦୦ରୁ ଅଧିକ ଲୋକ ନିଖୋଜ
ଆସାମ : ଆସାମରେ ବନ୍ୟା ବିଭୀଷିକା ଭୟଙ୍କର । ମୃତ୍ୟୁସଂଖ୍ୟା ୪୧କୁ ବୃଦ୍ଧି। ରାଜ୍ୟର ୨୫ଟି ଜିଲ୍ଲାରେ ୭ ଲକ୍ଷ ୨୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ହଜାର ହଜାର ଗାଁ ଏବେବି ପାଣି ଘେରରେ ରହିଛି । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ବନ୍ୟା ପ୍ରଭାବିତ ଅଞ୍ଚଳ!-->…
ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ବିରୋଧରେ ଆସନ୍ତାକାଲି CJPର ଶାନ୍ତିପୂର୍ଣ୍ଣ ପ୍ରତିବାଦ
ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (CJP) ଆସନ୍ତାକାଲି, ଶୁକ୍ରବାର ଦିନ ଦେଶବ୍ୟାପୀ ଶାନ୍ତିପୂର୍ଣ୍ଣ ପ୍ରତିବାଦ ଘୋଷଣା କରିଛି। CJP ର ସୋସିଆଲ ମିଡିଆ ପୋଷ୍ଟ ସାରା ଭାରତରେ ପୋଲିସ ବର୍ବରତାର ଶିକାର ହୋଇଥିବା ଲୋକଙ୍କ ସମର୍ଥନରେ ଏକତ୍ରିତ ହେବାକୁ ଲୋକଙ୍କୁ ଅନୁରୋଧ କରିଛି। ଦଳ ଘୋଷଣା!-->…
ହ୍ୱାଟ୍ସଆପ୍ରେ ଭାଇରାଲ୍ ହେଲା ପ୍ରଶ୍ନପତ୍ର;.୨ ସେମିଷ୍ଟର ପରୀକ୍ଷା ବାତିଲ
ଉତ୍ତରାଖଣ୍ଡ:ପୁଣି ଲିକ୍ ହେଲା ପ୍ରଶ୍ନପତ୍ର। ଏଭଳି ଘଟଣା ଘଟିଛି ବୀର ମାଧୋ ସିଂହ ଭଣ୍ଡାରୀ ଉତ୍ତରାଖଣ୍ଡ ବୈଷୟିକ ବିଶ୍ୱବିଦ୍ୟାଳୟ (UTU) । ୨୦୨୫-୨୬ ଶିକ୍ଷାବର୍ଷର ଦୁଇଟି ସେମିଷ୍ଟର ପେପର ଲିକ୍ ଅଭିଯୋଗ ପରେ ପରୀକ୍ଷାକୁ ବାତିଲ କରିଛି।!-->…
ବିନା ଅନୁମତିରେ NEET ପ୍ରତିବାଦ: ୪୦୦ରୁ ଅଧିକଙ୍କ ନାଁରେ FIR
ମୁମ୍ବାଇ: NEET ପେପର ଲିକ୍କୁ ନେଇ ସାରା ଦେଶରେ ପ୍ରତିବାଦ ଜାରି ଥିବାବେଳେ ମୁମ୍ବାଇରେ ବିନା ଅନୁମତିରେ ବିକ୍ଷୋଭ କରିବା ଅଭିଯୋଗରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି। ମୁମ୍ବାଇ ପୋଲିସ ୧୮ରୁ ୨୨ ଜୁଲାଇ ମଧ୍ୟରେ ମୋଟ ୧୩ଟି FIR ରୁଜୁ କରିଥିବାବେଳେ ପ୍ରାୟ ୪୦୦ ଜଣଙ୍କୁ ଅଭିଯୁକ୍ତ!-->…
ମହାପ୍ରଭୁଙ୍କ ୫ ପବିତ୍ର ନାମକୁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା।
ଭୁବନେଶ୍ୱର : ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବଡ଼ ସଫଳତା। ମହାପ୍ରଭୁଙ୍କ ପବିତ୍ର ନାମ ଓ ପରମ୍ପରା ପାଇଁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପବିତ୍ର ପରମ୍ପରା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଦିଗରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ବଡ଼ ସଫଳତା!-->…
ନୟାଗଡ଼ରେ କଂଗ୍ରେସ ଦ୍ଵାରା ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ
ନୟାଗଡ଼ : ଦେଶରେ ହୋଇଥିବା NEET ପେପର ଲିକ ଘଟଣା, ରାମ ମନ୍ଦିର ଚାନ୍ଦ ଲୁଟ ଘଟଣାରେ ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କ ଆବାସ ସାମନାରେ ଧାରଣାରେ ବସିଥିଲେ ।ମାତ୍ର ମୋଦି - ଶାହାଙ୍କ ଇଙ୍ଗିତରେ ଦିଲ୍ଲୀ ପୋଲିସ ମାତ୍ରାଧିକ!-->…