ରାଜ୍ୟରେ ‘ଆମ ଶାସନ’ ଆରମ୍ଭ ; ଏଣିକି ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ଓ ଅଧିକାରୀ

ଭୁବନେଶ୍ଵର : ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କ ଠାରୁ ମତାମତ ନେବେ ସରକାର। ଜନତାଙ୍କ ନିକଟରେ ସମସ୍ତ ସରକାରୀ ସେବା କିପରି ପହଞ୍ଚିବ ଯୋଜନାର ସଫଳ ରୂପାୟନ କିପରି ହେବ ସମସ୍ୟା ଥିଲେ

ଶୁଭାରମ୍ଭ ହେଲା ଆମ ଶାସନ ପୋର୍ଟାଲ

ମାଲକାନଗିରି : ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ନାଗରିକମାନଙ୍କଠାରୁ ସିଧାସଳଖ ମତାମତ ସଂଗ୍ରହ ବ୍ୟବସ୍ଥା ମାଧ୍ୟମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବୃତ୍ତିଗତତା ଏବଂ ଆଚରଣଗତ ପରିବର୍ତ୍ତନ ଆଣିବା ପାଇଁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ଆଜି ଲୋକସେବା

ୟୁଟ୍ୟୁବର ନିଖୋଜ; ବାରହା ପଥର ଜଳପ୍ରପାତକୁ ବଣଭୋଜି କରିବାକୁ ଯାଇଥିଲେ

ପୋଲସରା : ବଣଭୋଜି କରିବାକୁ ଯାଇ ୟୁଟ୍ୟୁବର ନିଖୋଜ । ସଂପୃକ୍ତ ୟୁଟ୍ୟୁବ ବ୍ଳଗର ଜଣଙ୍କ ନରେନ୍ଦ୍ର ସାହୁ । ତାଙ୍କ ଘର ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ । ଗଞ୍ଜାମ ଜିଲ୍ଲା ପାତ୍ରପୁରର ବୁରାତାଲ ପଞ୍ଚାୟତ ପର୍ଯ୍ୟଟନ ସ୍ଥଳ ମହେନ୍ଦ୍ରଗିରି ପର୍ବତର ପାଦଦେଶରେ ଥିବା ବାରହା ପଥର

ଗୁରୁ ଦିବସରେ ରାଜ୍ୟର ତିରିଶି ଜଣ ଲୋକ କଳା ଗୁରୁ ହେବେ ସମ୍ବର୍ଦ୍ଧିତ : ମହାସଂଘ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡିଶା ବରିଷ୍ଠ କଳାକାର ମହାସଂଘ" ପକ୍ଷରୁ ପବିତ୍ର ଗୁରୁ ଦିବସ ପାଳନ ପରିପ୍ରେକ୍ଷୀରେ ଏକ ପ୍ରସ୍ତୁତି ବୈଠକ ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶନ୍ ଙ୍କ ବାସଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। କଳାପ୍ରାଣ କୈଳାସ

ଜିଅନ୍ତା ଜଳିଗଲେ ଦମ୍ପତି; ଅଳ୍ପକେ ବର୍ତ୍ତିଲା ୯ ମାସର ଶିଶୁ ପୁତ୍ର

ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାପା ମାଆ ଦୁହେଁ ଶିଶୁଟିକୁ ଖେଳାଉଥିବାବେଳେ

ଚାଷୀଙ୍କୁ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

ଭୁବନେଶ୍ବର: ଅଗଷ୍ଟ ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି । ୨୮ ତାରିଖ ‘ନୂଆଁଖାଇ’ ପଡୁଥିବାରୁ ଏହାର ଠିକ ଗୋଟିଏ ଦିନ ପୂର୍ବରୁ ଏହା

ନୂଆଖାଇ ଉପଲକ୍ଷେ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ଅଗଷ୍ଟ ୨୯ ତାରିଖ ଶୁକ୍ରବାର

ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ମାନସିକ ଅନଗ୍ରସର ଥିବା ରୋଗୀ ମୃତ

ସୁନ୍ଦରଗଡ଼: ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ। ୩ ମହଲା ଛାତରୁ ଡେଇଁ ଜୀବନ ହାରିଲେ ଯୁବକ। ମୃତକ ମାନସିକ ଅନଗ୍ରସର ଥିବା ସୂଚନା ରହିଛି। ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଯୁବକ। ସୂଚନା ଅନୁସାରେ ଗତ ରବିବାର ଅପସ୍ମାର ରୋଗରେ ପୀଡ଼ିତ ହୋଇ ଭର୍ତ୍ତି

ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ: ୧୦ଜଣ ସଦସ୍ୟଙ୍କ ନାଁ ପ୍ରକାଶ ପାଇଲା

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ ହୋଇଛି । ୧୦ ସଦସ୍ୟଙ୍କୁ କମିଟିରେ ସ୍ଥାନ ମିଳିଛି । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି କମିଟିରେ ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ ପୂଜାପଣ୍ଡା, ଗଣେଶ ଦାସ

କଟକ ପରେ ଭୁବନେଶ୍ୱର ପାଇଁ ଆସିଲା ଗଣେଶ ପୂଜା ଗାଇଡଲାଇନ୍

ଭୁବନେଶ୍ୱର: ରାତି ପାହିଲେ ଗଣେଶ ପୂଜା । ଏନେଇ ପୂଜା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଅବସରରେ କଣ କରିହେବ କଣ ନାହିଁ ସେନେଇ ପୂର୍ବରୁ ସିଲଭର ସିଟି କଟକ ପାଇଁ ଗାଇଡଲାଇନ ଜାରି ହୋଇଥିବାବେଳେ, ଏବେ ରାଜଧାନୀ ଭୁବନେଶ୍ବର ପାଇଁ ସ୍ବତନ୍ତ୍ର ଗାଇଡଲାଇନ