‘ଅପରେସନ ସିନ୍ଦୂର’ରେ ସୀମାବର୍ତ୍ତି ଲୋକଙ୍କ ପ୍ରମୁଖ ଭୂମିକା ଥିଲା: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ‘ଅପରେସନ ସିନ୍ଦୂର’ ସମୟରେ ସୀମାନ୍ତ ଅଞ୍ଚଳର ଲୋକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଲୋକ ମାନେ ପ୍ରଶାସନ ଏବଂ ସେନାକୁ ସମସ୍ତ ପ୍ରକାରର ସମର୍ଥନ ଦେଇଥିଲେ। ଏନେଇ ସୋମବାର ଦିନ ଯୋଧପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ

୫୦% ଟାରିଫ ନେଇ ଆମରିକାକୁ କେମିତି ଜବାବ ଦେବ ଭାରତ ?, ବସିବ ବଡ ବୈଠକ

ନୂଆଦିଲ୍ଲୀ: ୱାଶିଂଟନ ପୂର୍ବ ଶୁଳ୍କକୁ ଦ୍ୱିଗୁଣିତ କରିବା ପରେ ବୁଧବାରଠାରୁ, ଆମେରିକା ବଜାରରେ ପ୍ରବେଶ କରୁଥିବା ଭାରତୀୟ ସାମଗ୍ରୀଗୁଡ଼ିକ ଉପରେ ୫୦% ଶୁଳ୍କ ଲାଗୁ ହେବ । ଯାହା ରପ୍ତାନିକାରୀଙ୍କ ଉପରେ ମୂଲ୍ୟ ଚାପ ବୃଦ୍ଧି କରିବ। ଯାହାକୁ ନେଇ ଏବେ ପିଏମଓ କାର୍ଯ୍ୟଳୟରେ ବଡ ବୈଠକ ବସି ନେଇ

ଇଣ୍ଡିଆ ମେଣ୍ଟର ଯୋଶ୍ ବଢାଇଛି ଭୋଟର ଅଧିକାର ଯାତ୍ରା

ପାଟନା: ବିହାର ବିଧାନସଭା ନିର୍ବାଚନକୁ ନେଇ ସରଗରମ ରାଜନୀତି। ରାହୁଲ ଗାନ୍ଧୀ ଓ ତେଜସ୍ବୀ ଯାଦବଙ୍କ ଭୋଟର ଅଧିକାର ଯାତ୍ରା ଇଣ୍ଡିଆ ମେଣ୍ଟର ଯୋଶ୍ ବଢାଇଛି। ସାସାରାମର ଗାନ୍ଧୀ ମଇଦାନରୁ ଆରମ୍ଭ ହୋଇଥିବା ଭୋଟର ଅଧିକାର ଯାତ୍ରାରେ ରାହୁଲ ଓ ତେଜସ୍ବୀଙ୍କ ସହ ରାଜନୈତିକ କଦମତାଲ୍ କରିବେ ବିରୋଧୀ

ଭାରତ ଉପରେ ୨୫% ଅତିରିକ୍ତ ଶୁଳ୍କ ନେଇ ଆମେରିକାର ନୋଟିସ୍ ଜାରି, ଟ୍ରମ୍ପ କହିଲେ ଏବେ ଚୀନ ସହ….

ନୂଆଦିଲ୍ଲୀ: ୨୭ ଅଗଷ୍ଟ ଅର୍ଥାତ୍ ଆସନ୍ତାକାଲି ଠାରୁ ଭାରତ ଉପରେ ଲାଗିବ ୫୦% ଶୁଳ୍କ। ଆମେରିକା ଭାରତ ଉପରେ ୨୫% ଅତିରିକ୍ତ ଶୁଳ୍କ ଲଗାଇବା ପାଇଁ ଏକ ସରକାରୀ ବିଜ୍ଞପ୍ତି ଜାରି କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଗଷ୍ଟ ୨୭ ତାରିଖରୁ ଭାରତୀୟ ଆମଦାନୀ ଉପରେ ୫୦% ଶୁଳ୍କ ଲାଗୁ

କୃଷକଙ୍କୁ ସହିବାକୁ ଦେବନି ଭାରତ’: ୫୦% ଶୁଳ୍କ ଭିତରେ ଆମେରିକାକୁ ପୁଣି ମୋଦିଙ୍କ କଡ଼ା ବାର୍ତ୍ତା….

ନୂଆଦିଲ୍ଲୀ: ବୁଧବାର ଠୁ ଭାରତ ଉପରେ ୫୦% ଶୁଳ୍କ ଲଗାଇବା ପାଇଁ ଆମେରିକା ସରକାରୀ ବିଜ୍ଞପ୍ତି ଜାରି କରିସାରିଛି। ହେଲେ ଭାରତ ବି ଦୃଢ଼ ପ୍ରତିଶ୍ରୁତି ନେଇ ସାରିଛି ଆମେରିକା ଚାପରେ ନଇଁବ ନାହିଁ। ଏନେଇ ଭାରତ ଦୃଢ଼ତା ଦେଖାଉଥିବା ବେଳେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ

ଭାରତୀୟ ନୌସେନାକୁ ମିଳିବ ଡବଲ ପାୱାର, ସ୍ବଦେଶୀ କ୍ଷମତାରେ ଶକ୍ତି ପ୍ରଦର୍ଶନ କରିବ

ନୂଆନିଲ୍ଲୀ: ଭାରତୀୟ ନୌସେନାକୁ ଆଜି ମିଳିବାକୁ ଯାଉଛି ସମୁଦ୍ରର ଦୁଇଟି ସେଣ୍ଟିନେଲ୍ INS ଉଦୟଗିରି ଏବଂ INS ହିମଗିରି । ଉଭୟ ଯୁଦ୍ଧଜାହାଜ ଆଜି ଅପରାହ୍ନ ୨.୪୫ମିନିଟରେ ଭାରତୀୟ ନୌସେନାରେ ସାମିଲ ହେବେ। ଦୁଇଟି ଯୁଦ୍ଧଜାହାଜକୁ ଏକକାଳୀନ ନୌସେନାରେ ସାମିଲ କରାଯାଉଛି । ଯାହା ପ୍ରଥମ ଥର

ଗାଜାର ବିମାନ ଉପରେ ଇସ୍ରାଏଲର ଆକ୍ରମଣ , ୨୦ ମୃତ

ଇସ୍ରାଏଲ ପୁଣି ଥରେ ଗାଜାର ବିମାନ ଉପରେ କରିଛି ଆକ୍ରମଣ । ଇସ୍ରାଏଲର ବୋମା ବିସ୍ଫୋରଣରେ ୩ ଜଣ ସାମ୍ବାଦିକଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ବର୍ତ୍ତମାନ ଏକ ରିପୋର୍ଟରୁ ଜଣାପଡିଛି ଯେ ମୃତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏହି

ଶତ୍ରୁ ଦେଶକୁ CDS ଜେନେରାଲ ଅନିଲ୍ ଚୌହାନଙ୍କ ଚେତାବନୀ; ଯଦି ଶାନ୍ତି ଚାହୁଁଛ ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ…’

ନୂଆଦିଲ୍ଲୀ: ଭାରତର ପ୍ରତିରକ୍ଷା ମୁଖ୍ୟ (CDS) ଜେନେରାଲ ଅନିଲ୍ ଚୌହାନ ଚୀନ, ପାକିସ୍ତାନକୁ ସିଧାସଳଖ ବାର୍ତ୍ତା ଦେଇଛନ୍ତି । ସେ ଦେଶର ସୁରକ୍ଷା ଏବଂ ଭବିଷ୍ୟତର ପ୍ରସ୍ତୁତି ଉପରେ ମଧ୍ୟ ଅନେକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଭାରତ ସର୍ବଦା ଶାନ୍ତିର ସମର୍ଥକ ରହିଆସିଛି, କିନ୍ତୁ

ପାକିସ୍ତାନରେ ବନ୍ୟା ବିତ୍ପାତ ଜାରି, ୨୪ ଘଣ୍ଟାରେ ୧୭ ମୃତ

ପାକିସ୍ତାନରେ ପ୍ରବଳ ବର୍ଷା, ବନ୍ୟା ଏବଂ ଭୂସ୍ଖଳନ ଯୋଗୁଁ ଅନେକ କ୍ଷତି ଘଟିଛି । ପରିସ୍ଥିତି ଏପରି ହୋଇଛି ଯେ ଏଠାରେ ପ୍ରତିଦିନ ଲୋକ ମୃତ୍ୟୁବରଣ କରୁଛନ୍ତି । ଉତ୍ତର-ପଶ୍ଚିମ ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶ ବର୍ଷା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ

ଡୋନାଲ୍ଡ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ, ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା

ଚାଇନା ପାଇଁ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ । ଜିନପିଙ୍ଗଙ୍କ ଆଗରେ ନରମ ପଡ଼ୁଛନ୍ତି ଟ୍ରମ୍ପ । ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଅନ୍ୟପଟେ ଚାଇନାର ଛାତ୍ରମାନଙ୍କୁ ଆମେରିକୀୟ ବିଶ୍ୱବିଦ୍ୟାଳୟରେ ପାଠ ପଢିବାକୁ ଅନୁମତି ଘୋଷଣା ପରେ ଏହାକୁ