ଅଧକ୍ଷ ଦାୟିତ୍ୱ ରେ ଥିବା ବ୍ଲକ ଅଧକ୍ଷ ଗୁଜରାଟ ପୋଲିସ ର ମୋଷ୍ଟ ୱାଣ୍ଟେଡ……!

ହତ୍ୟା ଘଟଣା ରେ ସମ୍ପୃକ୍ତି ଥିବା ଅଭିଯୋଗ ରେ ଫେରାର….!ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଅପରାଧତତ୍ତ୍ୱ ମାନେ କଳା ଟଙ୍କା ଅର୍ଜନ କରି ରାଜନୈତିକ ଦଳରେ ସାମିଲ ହୋଇ ଅଧକ୍ଷ ପଦବୀ ହାତେଇ ଥିବାର ନଜିର ରହିଛି। ସେମିତି ଏକ

ମା ବଲାଣି ପାଟ ଦେବୀଙ୍କ ପୂଜା ସମ୍ପର୍ଣ୍ଣ…

ବଣାଇ,:ବଣାଇ ବ୍ଲକ ଅନ୍ତର୍ଗତ ଇନ୍ଦ୍ରପୁର ଗ୍ରାମର ପଞ୍ଚପାଲ୍ଲୀ ଠାରେ ପ୍ରତ୍ୟକ୍ଷ ଅଧିଷ୍ଠାତ୍ରୀ ଦେବୀ ମାଁ ବଲାଣି ପାଟଙ୍କ ବଡ଼ ପୂଜା ଅନୁଷ୍ଠିତ ହୋଇଥିଲା l ଦୁଇ ବର୍ଷରେ ଥରେ ମାଁ ବଲାଣି ପାଟଙ୍କ ପୂଜା ହେଉଥିବା ବେଳେ ଏଥର ଭାଦ୍ରବ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥିରେ ଅନୁଷ୍ଠିତ ହୋଇଥିଲା l

ଲହୁଣୀପଡ଼ା ରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଜନଶୁଣାଣୀ…

ବଣାଇ ୨୫/୮ ବଣାଇ ଉପଖଣ୍ଡ ଅନ୍ତର୍ଗତ ଲହୁଣୀପଡା ବ୍ଲକ କାର୍ଯାଳୟ ସଭାଗୃହ ଠାରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶୁଭଙ୍କର ମହାପାତ୍ର ଆଜି ଜନସାଧାରଣ ବିଭିନ୍ନ ଆପତ୍ତି ଅଭିଯୋଗ ର ଯୁଗ୍ମ ଜନଶୁଣାଣୀ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ମୋଟ ୧୫୨ ଗୋଟି ଅଭିଯୋଗ ପାଞ୍ଜିକୃତ ହୋଇଥିଲା।ସେଥି ମଧ୍ୟରୁ

ଉରିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା

ଜାମ୍ମୁ-କାଶ୍ମୀରର ଉରି ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି)ରେ ସୋମବାର ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ନିୟନ୍ତ୍ରଣ ରେଖା ନିକଟରେ କିଛି ସନ୍ଦିଗ୍ଧ ଗତିବିଧି ଦେଖିବା ପରେ ଯବାନଙ୍କ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଫଳରେ ଆତଙ୍କୀମାନେ ଛତ୍ରଭଙ୍ଗ ଦେଇଥିଲେ ବୋଲି ସେନା

ଢାକାରେ ଡାର୍-ୟୁନୁସ ମିଟ୍, ଭାରତକୁ ବିପଦ କେତେ ?

ନୂଆଦିଲ୍ଲୀ: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇଶାକ ଦାର ଶନିବାର ଦୁଇ ଦିନିଆ ଗସ୍ତରେ ବାଂଲାଦେଶରେ ପହଞ୍ଚିଛନ୍ତି। ଗତ ୧୩ ବର୍ଷ ମଧ୍ୟରେ ଏହା ଜଣେ ପାକିସ୍ତାନୀ ବୈଦେଶିକ ମନ୍ତ୍ରୀଙ୍କ ବାଂଲାଦେଶର ପ୍ରଥମ ରାଷ୍ଟ୍ର ଗସ୍ତ। ଗତ ବର୍ଷ ଅଗଷ୍ଟରେ ଶେଖ ହସିନାଙ୍କ ସରକାରର

ନୂଆ ବିଲ୍ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଶାହା, ଧନଖଡ଼ଙ୍କ ଇସ୍ତଫା ନେଇ ବି କହିଲେ ବଡ କଥା….

ନୂଆଦିଲ୍ଲୀ: ୧୩୦ ତମ ସଂଶୋଧନ ବିଲ୍ ଠାରୁ ଆରମ୍ଭ କରି ଜଗଦୀପ ଧନଖଡଙ୍କ ଉପରାଷ୍ଟ୍ରପତି ପଦ ଛାଡିବା ପର୍ଯ୍ୟନ୍ତ ସବୁ କିଛି ନେଇ ବଡ ମନ୍ତବ୍ୟ ରଖିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ଖବରସରବରାହ ସଂସ୍ଥା ଏଏନଆଇ ସହ ଏକ ସାକ୍ଷାତକାରରେ ୧୩୦ତମ ସମ୍ବିଧାନ ସଂଶୋଧନ ବିଲ୍ ବିରୋଧରେ

ନୌସେନାକୁ ବୁଷ୍ଟ କରିବ ସବ୍‌ମରିନ୍ ଡିଲ୍, ଜର୍ମାନୀଠାରୁ ଭାରତ କିଣିବ ୬ ବୁଡ଼ାଜାହାଜ

ନୂଆଦିଲ୍ଲୀ: ଭାରତ ସରକାର ବାୟୁସେନା ଓ ନୌସେନାର ଶକ୍ତି ବଢ଼ାଇବା ପାଇଁ ଦୁଇଟି ବଡ଼ ଚୁକ୍ତି ଲାଗି ପ୍ରସ୍ତୁତି ଚଳାଇଛନ୍ତି। ଛଅ ମାସ ଧରି ଅଟକି ରହିବା ପରେ, କେନ୍ଦ୍ର ସରକାର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ମଝଗାଓଁ ଡକ୍‌ୟାର୍ଡସ ଲିମିଟେଡ୍ (MDL)କୁ ପ୍ରୋଜେକ୍ଟ ୭୫ ଇଣ୍ଡିଆ (P-75I) ଅଧୀନରେ

ସିଆଇଏସଏଫ ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଆରମ୍ଭ, ସ୍ୱତନ୍ତ୍ର ତାଲିମ ପରେ ହେବେ ନିୟୋଜିତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ରବିବାର ଘୋଷଣା କରିଛି ଯେ ଏହାର ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଏବେ ଆରମ୍ଭ ହୋଇଛି। ଏହି ସ୍ୱତନ୍ତ୍ର ମହିଳା ସ୍କ୍ୱାଡ୍ ଦେଶର ବିମାନବନ୍ଦର ଏବଂ ଅନ୍ୟାନ୍ୟ ସମ୍ବେଦନଶୀଳ ପ୍ରତିଷ୍ଠାନରେ ସୁରକ୍ଷା ଦାୟିତ୍ୱ ପାଇଁ ନିୟୋଜିତ ହେବ। ଏବେ

ପଣସପୁଟ ଠାରେ ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ

ମାଲକାନଗିରି : ଆଜି ଚିତ୍ରକୋଣ୍ଡା ବ୍ଲକ୍ ପଣସପୁଟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ  ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।    

କରେନ୍ଦ୍ର ମାଝୀଙ୍କ ବିୟୋଗରେ ନୀରବ ପ୍ରାର୍ଥନା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିଚାଳନା ସମିତି ର ପୂର୍ବତନ ସଭାପତି ତଥା ବାଲିଗୁଡା ର ପୂର୍ବତନ ବିଧାୟକ ଙ୍କ ବିୟୋଗ ପରିପ୍ରେକ୍ଷୀରେ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ପକ୍ଷରୁ ସୋମବାର ସମସ୍ତ ଶ୍ରେଣୀ କକ୍ଷରେ ଏକ ମିନିଟ୍ ଲେଖାଏଁ ନୀରବ