କୋରାପୁଟ ଏସ୍ ପିଙ୍କ ସାମ୍ୱାଦିକ ସମ୍ମିଳନୀ : ଜେଲ୍ ଫେରନ୍ତା ଉପରେ ପୋଲିସ୍ ର କଡ଼ା ନଜର

କୋରାପୁଟ : କୋରାପୁଟ ଜିଲ୍ଲାରେ ଅପରାଧୀ ମାନଙ୍କ ଉପରେ ରହିଛି ପୋଲିସର କଡ଼ା ନଜର। ରବିବାର ଦିନ କୋରାପୁଟ ଏସ୍ ପି ରୋହିତ ବର୍ମା ଜୟପୁର ଟାଉନ୍ ଥାନାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲାରେ ଘଟାଉଥିବା ଅପରାଧୀ ମାନଙ୍କୁ ବଡ ସଙ୍କେତ ଦେଇଛନ୍ତି। ଜିଲ୍ଲାରେ ଅପରାଧ ମୁକ୍ତ କରିବା ପାଇଁ

ପୋଖରୀରୁ କୁମ୍ଭୀର ଉଦ୍ଧାର

କେନ୍ଦ୍ରାପଡ଼ା: ପୋଖରୀରୁ ଧରାଗଲା କୁମ୍ଭୀର। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ଗ୍ରାମର ରବୀନ୍ଦ୍ର ମହାନ୍ତିଙ୍କ ପୋଖରୀରୁ ସୋମବାର ଏକ କୁମ୍ଭୀର ଉଦ୍ଧାର କରାଯାଇଛି। ବନ ବିଭାଗ କର୍ମଚାରୀମାନେ କୁମ୍ଭୀରକୁ ଧରି ହବଳ ନାଳରେ ଛାଡ଼ିଦେଇଛନ୍ତି। ସୂଚନା ଅନୁସାରେ,

ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା ‘ଉଡାନ ଯାତ୍ରୀ’ କାଫେ

ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ ସୋମବାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଯାତ୍ରୀଙ୍କ ପାଇଁ ସୁଲଭ ଖାଦ୍ୟ ଏବଂ ପାନୀୟ ବିକଳ୍ପ ସହିତ ‘ଉଡାନ ଯାତ୍ରୀ’ କାଫେର ଉଦଘାଟନ କରିଛନ୍ତି। ଏହି ପଦକ୍ଷେପ ସମସ୍ତ

ନେପାଳରେ ୨ ସ୍ଵର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ ଦେବୀ ପ୍ରସାଦ

ପୁରୀ: ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ । ନେପାଳରେ ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଓଡ଼ିଆ ତଥା ଶ୍ରୀକ୍ଷେତ୍ରର ପୁଅ ଦେବୀ ପ୍ରସାଦ । ଏସିଆନ୍ ଶକ୍ତିଉତ୍ତୋଳନ ପ୍ରତିଯୋଗୀତାରେ ବାଜିମାତ କରିଛନ୍ତି ଦେବୀ । ଏସିଆନ ପ୍ରତିଯୋଗୀତା ପାଇଁ ମନୋନୀତ ହୋଇ ୧୫ ଅଗଷ୍ଟରୁ ୧୭ ଅଗଷ୍ଟ

ଦୁର୍ଗା ପୂଜା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ

କଟକ: ଆସିଲାଣି ପାର୍ବଣ। ଚାରିଆଡେ ଏବେ ଉତ୍ସବ ମୁଖର। ତେବେ ଦୁର୍ଗ ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରିମଣ୍ଡଳ ସମ୍ମିଳନୀ: କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ…

ଭୁବନେଶ୍ୱର : ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network)

ନକଲି ଅଧ୍ୟାପକଙ୍କ ଉପରେ ଉଚ୍ଚ ଶିକ୍ଷା ବିଭାଗର ଛାଟ, କାରଣ ଦର୍ଶାଅ ନୋଟିସ ଜାରି

ଉଦଳା: ଯୋଗ୍ୟତା ନ ଥାଇ ବି ପଦବୀ, ତାହା ପୁଣି ଆଉ କିଛି ନୁହେଁ….ଅଧ୍ୟାପକ । ଆଉ ଏହି ଅଧ୍ୟାପକଙ୍କ ଉପରେ ଏବେ ଉଚ୍ଚ ଶିକ୍ଷା ବିଭାଗର ପଡିଛି ଛାଟ । ଅଧ୍ୟାପକଙ୍କୁ ଆସିଛି କାରଣ ଦର୍ଶାଅ ନୋଟିସ । ଅଧ୍ୟାପକ ଜଣକ ହେଲେ କପ୍ତିପଦା ବ୍ଲକ ନୁଦଡିହା ମେଘାସନ ମହାବିଦ୍ୟାଳୟର ଗଣିତ ଅଧ୍ୟାପକ

ଦାଦନ ରୋକିବାକୁ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର, କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ

ଭୁବନେଶ୍ୱର : ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର ଟିମ । କାହିଁକି ସେମାନେ ସେହି ରାଜ୍ୟକୁ ଯାଉଛନ୍ତି ସେହି

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ରାଜ୍ୟପାଳ

ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସ

ରାସ୍ତା ଅବସ୍ଥା ଖରାପ, ୨ କିଲୋମିଟର ଖଟିଆରେ ଶବକୁ କାନ୍ଧରେ ବୋହିଲେ ସମ୍ପର୍କୀୟ

କାମାକ୍ଷାନଗର: ପୁଣି ରାସ୍ତା ସମସ୍ୟା ପାଇଁ ୨ କିଲୋମିଟର ଖଟିଆରେ ମୃତଦେହକୁ ବୋହିଲେ ସମ୍ପର୍କୀୟ । ମହାବିରୋଡ଼ ଥାନା ବାମ ପଞ୍ଚାୟତ ପାକଟମୁଣ୍ଡା ଗାଁରେ ସାପ କାମୁଡ଼ାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା । ପାକଟମୁଣ୍ଡା ଗାଁ ଢ଼ିପସାହିର ସିଧ ମୁଣ୍ଡା ଘରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ