Sign in
Sign in
Recover your password.
A password will be e-mailed to you.
ତୀର ମାଡରେ ହାତୀ ଗୁରୁତର
ମୟୂରଭଞ୍ଜ: ତୀର ମାଡରେ ହାତୀ ଗୁରୁତର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ବଡାମପୁର ଜଙ୍ଗଲରେ ଏକ ହାତୀକୁ ତୀର ମାଡ଼ ହୋଇଛି । ହାତୀର ଦେହରେ ଗୋଟିଏ ତୀର ବାଜି ଗଭୀର କ୍ଷତ ହୋଇଛି । ପ୍ରାୟ ୭ଦିନ ପୂର୍ବରୁ ବେତନଟୀ ରେଞ୍ଜ ଅଧୀନ ବଡାମପୁର ଜଙ୍ଗଲକୁ ୩୫ଟିକିଆ ହାତୀପଲ ପ୍ରବେଶ!-->…
ଟୁର୍ଣ୍ଣାମେଣ୍ଟ ବେଳେ ପଡ଼ିଆରେ ପଡିଗଲେ ଫୁଟବଲ୍ ଖେଳାଳି, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା
ଦେବଗଡ଼: ରବିବାର ଦିନ ଖେଳ ସମୟରେ ଚାଲିଗଲା ଜଣେ ଖେଳାଳିଙ୍କ ଜୀବନ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲ୍ଲାରେ ଏକ ଫୁଟବଲ୍ ମ୍ୟାଚ୍ ଖେଳା ଯାଉଥିବା ସମୟରେ । ରିପୋର୍ଟ ଅନୁଯାୟୀ, ଆଜି ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ କାଉନସିଲର କପ୍ ଟୁର୍ଣ୍ଣାମେଣ୍ଟର ଏକ ମ୍ୟାଚ୍!-->…
୫୦ କେଜି ରୁ ଅଧିକ ଗୋମାଂସ ଜବତ କଲା କୋରକୁଣ୍ଡା ପୋଲିସ୍…
ମାଲକାନଗିରି :ଆଜି ଅପରାହ୍ନ ରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ପୋଲିସ ପକ୍ଷରୁ କୋରକୁଣ୍ଡା ଗ୍ରାମର ଖ୍ରୀଷ୍ଟିଆନ୍ (ହରିଜନ) ସାହି ର ତମସା ନଦୀ କୂଳରେ ପହଞ୍ଚିଥିଲେ l ପୋଲିସ କୁ ଦେଖି ଦୌଡ଼ି ପକାଇଲେ ଗୋହତ୍ୟାକାରି l କୋରୁକୁଣ୍ଡା ଥାନା ଭାର ପ୍ରାପ୍ତ ଅଧିକାରୀ ଓ ଟିମ୍ ସହିତ ସେଠାରୁ ପ୍ରାୟ!-->…
ଭାରତ ପାଇଁ ଆମେରିକାର ନୂଆ ରାଷ୍ଟ୍ରଦୂତ ସର୍ଗିଓ ଗୋର୍
ୱାଶିଂଟନ,୨୩ା୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇତିମଧ୍ୟରେ ସର୍ଗିଓ ଗୋରଙ୍କୁ ଭାରତ ପାଇଁ ନୂଆ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ୩୮ ବର୍ଷୀୟ ସର୍ଗିଓ ବର୍ତ୍ତମାନ ହ୍ବାଇଟ ହାଉସରେ ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତାଭାବେ କାର୍ଯ୍ୟରତ ଅଛନ୍ତି। ସର୍ଗିଓଙ୍କୁ ଟ୍ରମ୍ପ ନିଜର!-->…
ଚୁକ୍ତିରୁ ଓହରିବ ଡ୍ରିମ୍ ୧୧, ଏବେ ଟିମ୍ ଇଣ୍ଡିଆ ଜର୍ସିରେ ରହିବ କାହା ଲୋଗୋ?
ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ ବିଲ୍ ପାସ୍ ହେବା ପରେ, ଏସିଆ କପ୍ ପୂର୍ବରୁ ଡ୍ରିମ୧୧ ଭାରତୀୟ କ୍ରିକେଟ ଦଳର ଜର୍ସିର ସ୍ପନସରଶିପ୍ ବନ୍ଦ କରିବା ନେଇ ଏବେ ନିଷ୍ପତ୍ତି ନେଇସାରିଛି । ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଫାଣ୍ଟାସି ସ୍ପୋର୍ଟସ୍ ପ୍ଲାଟଫର୍ମ ଡ୍ରିମ୧୧ ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ!-->…
ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ଗିରଫ କଲା ଇଡି; ୧୨ କୋଟି ନଗଦ, ୬ କୋଟି ଅଳଙ୍କାର ସହ ବିପୁଳ ସମ୍ପତ୍ତି ଜବତ
ବେଙ୍ଗାଲୁରୁ: ଅଗଷ୍ଟ ୨୨ ଏବଂ ୨୩ ତାରିଖରେ ଦେଶବ୍ୟାପୀ ହୋଇଥିବା ଏକ ବଡ଼ ଅଭିଯାନରେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବେଆଇନ ବେଟିଂ ଏବଂ ଅନଲାଇନ୍ ଗେମିଂ ରାକେଟର ପର୍ଦ୍ଦାଫାସ କରିଛି । ଏହି ମାମଲାରେ, ଇଡି କର୍ଣ୍ଣାଟକର ଚିତ୍ରଦୁର୍ଗ ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ସିକିମରୁ!-->…
ଯୌତୁକ ପାଇଁ ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ଲକ୍ଷ୍ନୌ: ପୁଣି ଯୌତୁକ ବର୍ବରତାରେ ବଳି ପଡିଲେ ଆଉ ଜଣେ ମହିଳା । ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ, ଯୌତୁକ ପାଇଁ ଜଣେ ମହିଳାଙ୍କୁ ତାଙ୍କ ପୁଅ ଏବଂ ଭଉଣୀଙ୍କ ସମ୍ମୁଖରେ ଜିଅନ୍ତା ପୋଡିଦେଲେ ସ୍ବାମୀ । ପୋଡ଼ିବା ପରେ, ମହିଳା ଜଣକ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ତାଙ୍କ ଭଉଣୀଙ୍କୁ ମଧ୍ୟ ଏତେ!-->…
୨୦ ବର୍ଷରୁ ପୁରୁଣା ଗାଡ଼ି ରଖିବା ମହଙ୍ଗା ପଡ଼ିବ; ରିନ୍ୟୁଅଲ ଶୁଳ୍କ ବୃଦ୍ଧି କଲେ ସରକାର
ନୂଆଦିଲ୍ଲୀ:ଯଦି ଆପଣଙ୍କର ଏକ ପୁରୁଣା ଗାଡ଼ି ଅଛି ଓ ଯାହାର ପଞ୍ଜିକରଣ ରିନ୍ୟୁ କରିବାକୁ ଚାହୁଁଛନ୍ତି, ତେବେ ଏବେ ଆପଣଙ୍କୁ ଏକ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ହଁ, ଆଜ୍ଞା ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ୨୦ବର୍ଷରୁ ଅଧିକ ପୁରୁଣା ଗାଡ଼ି ପାଇଁ ପଞ୍ଜିକରଣ ରିନ୍ୟୁଅଲ ଶୁଳ୍କକୁ!-->…
ଚଳିତ ବର୍ଷ ଶେଷ ସୁଦ୍ଧା ଭାରତରେ ଉତ୍ପାଦନ ହେବ ସେମିକଣ୍ଡକ୍ଟର ଚିପ୍, ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରଥମ ମେଡ-ଇନ-ଇଣ୍ଡିଆ ସେମିକଣ୍ଡକ୍ଟର ଚିପ୍ । ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତରେ ଚଳିତ ବର୍ଷ ଶେଷ ସୁଦ୍ଧା ସେମିକଣ୍ଡକ୍ଟର ଚିପ୍ ତିଆରି ହେବ। ଏହା ସହ ଦେଶ ଏବେ 6G ପ୍ରଯୁକ୍ତିବିଦ୍ୟାର ବିକାଶ ପାଇଁ ମଧ୍ୟ କାର୍ଯ୍ୟ ଆରମ୍ଭ!-->…
ଖୁବଶୀଘ୍ର ଭାରତ ଆସିପାରନ୍ତି ଜେଲେନସ୍କି ଓ ପୁଟିନ୍, ବାହାରିପାରେ ଶାନ୍ତିର ରାସ୍ତା !
ନୂଆଦିଲ୍ଲୀ: ଟ୍ରମ୍ପଙ୍କ ସତ ଚେଷ୍ଟା ପରେ ମଧ୍ୟ ରୁଷ-ୟୁକ୍ରେନ୍ ଯୁଦ୍ଧରେ ପଡିପାରିନାହିଁ ପୂର୍ଣ୍ଣଚ୍ଛେଦ । ବାରମ୍ବାର ବୈଠକ ସତ୍ତ୍ବେ ସମାଧାନ ମିଳିପାରିନାହିଁ । ଏହାରି ମଧ୍ୟରେ ଜେଲେନସ୍କିଙ୍କ ଭାରତ ଗସ୍ତ ଖବରକୁ ତୀବ୍ର କରିଛି । ପୁଟିନ୍ ମଧ୍ୟ ଚଳିତ ବର୍ଷ ଭାରତ ଗସ୍ତ କରିବାକୁ ଯାଉଛନ୍ତି!-->…